• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀଲିଙ୍ଗରାଜ ମନ୍ଦିରରେ ରାତି ୧୦ଟା ୧୫ ମିନିଟ ସମୟରେ ମହାଦୀପ ଉଠିଲା

Proprietor Abhimanyu Maharana by Proprietor Abhimanyu Maharana
March 9, 2024
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍
0
ଶ୍ରୀଲିଙ୍ଗରାଜ ମନ୍ଦିରରେ ରାତି ୧୦ଟା ୧୫ ମିନିଟ ସମୟରେ ମହାଦୀପ ଉଠିଲା
Share on FacebookShare on TwitterWhatsapp

ଜୟ ଶ୍ରୀଲିଙ୍ଗରାଜ ଧ୍ବନୀରେ ପ୍ରକମ୍ପିତ ହେଲା ଏକାମ୍ର କ୍ଷେତ୍ର

 ୮ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ବର :-> ଶ୍ରୀଲିଙ୍ଗରାଜ ମନ୍ଦିରରେ ରାତି ପ୍ରାୟ ୧୦ଟା ୧୫ ମିନିଟ ସମୟରେ ମହାଦୀପ ଉଠିଛି । ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଶୁକ୍ରମାର ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଜାଗରଯାତ୍ରା ଅନୁଷ୍ଠିତ ହୋଇଛି । ଆଜି ପବିତ୍ର ମହାଶିବରାତ୍ରି ଅବସରରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିଛି । ପାରମ୍ପରିକ ବେଢ଼ା ପରିକ୍ରମା ପରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ପୀଠର ମହାଦୀପ ଉଠିଛି । ନିର୍ଦ୍ଧାରିତ ସମୟରେ ଶ୍ରୀଲିଙ୍ଗରାଜଙ୍କ ମହାଦୀପ ଉଠିବା ନେଇ ମନ୍ଦିରବେଢ଼ା ନୀତି ଆରମ୍ଭ ହୋଇଥିଲା। ଶ୍ରୀଜୀଉଙ୍କ ଜାଗର ଯାତ୍ରା ଅବସରରେ ମହାଦୀପକୁ ସେବାୟତମାନଙ୍କ ପକ୍ଷରୁ ୭ ଥର ଲିଙ୍ଗରାଜ ମନ୍ଦିର ବେଢ଼ା ପରିକ୍ରମା କରାଯାଇଥିଲା ।

ଲିଙ୍ଗରାଜ ମନ୍ଦିର ବେଢ଼ା ସହିତ ପାରମ୍ପରିକ ରୀତିନୀତି ସମ୍ପନ୍ନ ହେବା ପରେ ରାତି୧୦ଟା ୧୫ ମିନିଟରେ ମହାଦୀପ ଉଠିଥିଲା । ଶ୍ରୀଲିଙ୍ଗରାଜ ମନ୍ଦିରରେ ବେଢ଼ା ପରିକ୍ରମା କରାଇବା ପରେ ସେବାୟତ ମହାଦୀପ ଉଠାଇଥିଲେ । ଏହି ସମୟରେ ଜୟ ଶ୍ରୀଲିଙ୍ଗରାଜ ଧ୍ବନୀରେ ଏକାମ୍ର କ୍ଷେତ୍ର ପ୍ରକମ୍ପିତ ହୋଇଥିଲା । ଆଜି ଫାଲଗୁନ ମାସର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ । ଏହି ଅବସରରେ ପାଳିତ ହୋଇଛି ମହାଶିବରାତ୍ରୀ ଏବଂ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା । ମହାପ୍ରଭୁ ଲିଙ୍ଗରାଜଙ୍କ ଆଶିଷ ପାଇଁ ଶ୍ରଦ୍ଧାଳୁ ଜାଳିଛନ୍ତି ଜାଗର ଓ ପାଳିଛନ୍ତି ମହାଶିବରାତ୍ରୀ।

ମନୋକାମନା ପୂର୍ଣ୍ଣ ଲାଗି ଭକ୍ତିଭାବନାରେ ଅନନ୍ୟ ପରମ୍ପରା ଦେଖିବାକୁ ମିଳିଛି ଏକାମ୍ର କ୍ଷେତ୍ରରେ। ରାଜ୍ୟର ସବୁ ଶୈବପୀଠରେ ମହାଶିବରାତ୍ରୀ ପାଳନ ହେଉଛି । କିନ୍ତୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରି ପାଳନରେ ସ୍ବତନ୍ତ୍ରତା ରହିଛି। ରାତି ଉଜାଗର ରହି ମନ୍ଦିର ପରିସରରେ ଦୀପ ଜାଳିଛନ୍ତି ଶ୍ରଦ୍ଧାଳୁ। ଆଜି ପାରମ୍ପରିକ ରୀତିନୀତିରେ ଏକାମ୍ର କ୍ଷେତ୍ରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳିତ ହୋଇଛି । ଶ୍ରୀଲିଙ୍ଗରାଜ ମନ୍ଦିରରେ ରାତି ପ୍ରାୟ ୧୦ଟା ୧୫ ମିନିଟ ସମୟରେ ମହାଦୀପ ଉଠିଛି। ଶ୍ରୀଜୀଉଙ୍କ ଜାଗର ଯାତ୍ରା ଅବସରରେ ୭ ଥର ଲିଙ୍ଗରାଜ ମନ୍ଦିର ବେଢ଼ା ପରିକ୍ରମା ପରେ ୫ ଜଣ ସମର୍ଥା ମହାଦୀପ ଉଠାଇଛନ୍ତି।

ଧାର‌୍ୟ୍ୟ ସମୟର ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଶ୍ରଦ୍ଧାଳୁମାନଙ୍କ ହର ହର ମହାଦେବ ଧ୍ୱନିରେ କମ୍ପିଥିଲା ଲିଙ୍ଗରାଜ ମନ୍ଦିର ପରିସର । ଯଦିଓ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ଧାର‌୍ୟ୍ୟ ହୋଇଥିଲା, ତେବେ ରାତି ୧୦ଟାରୁ ମନ୍ଦିର ବେଢ଼ା ପରିକ୍ରମା ରୀତିନୀତି ସମ୍ପନ୍ନ କରାଯାଇଥିଲା ଏବଂ ରାତି ୧୦ଟା ୧୫ ମିନିଟରେ ମହାଦୀପ ଉଠିଥିଲା। ଶ୍ରୀଲିଙ୍ଗରାଜଙ୍କ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କ ଯାତ୍ରା ପୂଜା ଓ ବେଢ଼ା ନୀତି ଅନୁଷ୍ଠିତ ହୋଇଥିଲା ।

ଏହା ପରେ ମହାଦୀପ ଉଠିବା ନେଇ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ରାତି ୧୦ଟା ୧୫ ମିନିଟରେ ମହାଦୀପ ଉଠିଥିଲା । ଏହାପରେ ସାହାଣମେଲା ଦର୍ଶନ, ଚାରି ପ୍ରହର ପୂଜା ରାତ୍ର, ହରିହର ଭେଟ ଆଦି ରୀତିନୀତି ସମ୍ପନ୍ନ ହେବ। ଭୋର୍ ୪.୩୦ରୁ ସକାଳ ୫.୧୫ ପର‌୍ୟ୍ୟନ୍ତ ବଡ଼ ସିଂହାର ଓ ପହୁଡ଼ ନୀତିକାନ୍ତି ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version