• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏକାମ୍ର ରେ ୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
March 10, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଏକାମ୍ର ରେ ୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ
Share on FacebookShare on TwitterWhatsapp

୧୦ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :-> ଏକାମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଧଉଳି ଗ୍ରାମପଞ୍ଚାୟତ ର ଦୟା ବାମ ପାର୍ଶ୍ୱ ନଦୀ ବନ୍ଧ ପ୍ରଶସ୍ତିକରଣ ଓ ସୁଦୃଢ଼ୀକରଣ କାର୍ଯ୍ୟ ପାଇଁ ଜଳ ସମ୍ପଦ ବିଭାଗ ପକ୍ଷରୁ ପ୍ରାୟ ୫ କୋଟି ଟଙ୍କାରେ ଦୀର୍ଘ ୫ କିଲୋମିଟର ରାସ୍ତା ନିର୍ମାଣ କୁ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଶିଳାନ୍ୟାସ କରିଛନ୍ତି ।

ଏହାପରେ ଧଉଳି ମହିଳା ମାହସଂଘର ନୂତନ ଗୃହ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ପ୍ରାୟ ୧ କୋଟି ଟଙ୍କାରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ସହାୟତା ଏବଂ ବିଧାୟକ ଆଞ୍ଚଳିକ ଉନ୍ନୟନ ମିଳିତ ପାଣ୍ଠିରୁ ଗୋସାଗରେଶ୍ଵର୍ ମଣ୍ଡପ ଏବଂ ପୂଜାପଣ୍ଡା ମଣ୍ଡପ କୁ ମଧ୍ୟ ମନ୍ତ୍ରୀ ଶ୍ରୀ ପଣ୍ଡା ଏବଂ ମେୟର ସୁଲୋଚନା ଦାସ ଉଦଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ ସୁବାସ ସୁନ୍ଦରାୟ,କର୍ପୋରେଟର ଶିବ ପ୍ରସାଦ ବେହେରା,ସରପଞ୍ଚ ଚନ୍ଦନ ମଲ୍ଲିକ, ସମିତି ସଭ୍ୟ ସରସ୍ଵତୀ ସେଠୀ,ପୂର୍ବତନ କର୍ପୋରେଟର ସୀମା ନାୟକ, ବିଧାୟକ ପ୍ରତିନିଧି ଦାଶରଥି ଗରାବଡୁ, ହରେକୃଷ୍ଣ ସାହୁ,ପୂର୍ବତନ ସମିତି ସଭ୍ୟ ଭଗବାନ ସାହୁ, ଯୁବ ନେତା ଶୁଧାରଞ୍ଜନ ପ୍ରଧାନ,

ବ୍ରାହ୍ମଣ ନିଯୋଗ ସଭାପତି ଶ୍ୟାମସୁନ୍ଦର ମହାପାତ୍ର,ସମ୍ପାଦକ ବିରଞ୍ଚି ନାରାୟଣ ପତି,ପୂଜାପଣ୍ଡା ନିଯୋଗ ସମିତି ସଭାପତି ସଚିକାନ୍ତ ପୂଜାପଣ୍ଡା ,ସମ୍ପାଦକ ଅଗାଧୁ ପୂଜାପଣ୍ଡା, ଲିଙ୍ଗରାଜ ପୂଜାପଣ୍ଡା, ତ୍ରିଲୋଚନ ପୂଜାପଣ୍ଡା,ମହେଶ ପଣ୍ଡା,ରଂଜନ ଗରାବଡୁ ନଳିନୀକାନ୍ତ ପଣ୍ଡା,ହେମାଦ୍ରୀ ମହାପାତ୍ର, ରବି ବିଶୋଇ, ଅମରେନ୍ଦ୍ର ଗରାବଡୁ,ଗୋପାଳ ମକଦମ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version