• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭଜମନ ବେହେରା ଙ୍କୁ “ମାଟି ଗୌରବ” ସମ୍ମାନ

Proprietor Abhimanyu Maharana by Proprietor Abhimanyu Maharana
March 13, 2024
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭଜମନ ବେହେରା ଙ୍କୁ “ମାଟି ଗୌରବ” ସମ୍ମାନ
Share on FacebookShare on TwitterWhatsapp

ଆଞ୍ଚଳିକ ସାହିତ୍ୟ ,କଳା, ସେବା ପରିଷଦ ର ବାର୍ଷିକ ଭାଷା ହିଁ ଭବିଷ୍ୟତ – ଭାଷା ବଞ୍ଚିଲେ ଏ ଜାତି ବଞ୍ଚିବ

୧୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନ :->  ଭୁବନ ଶ୍ରୀରାମ ମନ୍ଦିର ପରିସରରେ ଆଞ୍ଚଳିକ ସାହିତ୍ୟ, କଳା, ସେବା ପରିଷଦ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ପୂଜ୍ୟ ପୂଜା ଆନୁକୁଲ୍ୟରେ ଅବନୀ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ କବି,ଲେଖକ ଓ କଳାକାର ମାନଙ୍କୁ ନେଇ ପ୍ରଥମ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ କୁ ପୂର୍ବତନ ବିଚାରପତି ସାହିତ୍ୟିକ ଭିକାରୀ ଚରଣ ରାଉତ ଉଦଘାଟନ କରି ଲେଖକ ମାନେ ସାରସ୍ଵତ ସାହିତ୍ୟ ଉପରେ ଅଧିକ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଦୈନିକ ” ସମାଜ ” ଅନୁଗୁଳ ସଂସ୍କରଣ ମୁଖ୍ୟ ସୁକାନ୍ତ କୁମାର ମିଶ୍ର,ବରିଷ୍ଠ ସାମ୍ବାଦିକ ଦେବୀ ମିଶ୍ର ଅତିଥି ଭାବେ ଯୋଗଦେଇ ଭାଷା ହିଁ ଅତୀତ ଓ ଭାଷା ହିଁ ଭବିଷ୍ୟତ।ଭାଷା ବଞ୍ଚିଲେ ସାହିତ୍ୟ ବଞ୍ଚି ରହିବ ।

ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ଯୋଗୁ ଓଡ଼ିଶା ଓ ଓଡ଼ିଆ ଭାଷୀ ସାରା ବିଶ୍ବରେ ପରିଚୟ ପାଇଛି । ଓଡ଼ିଆ ଭାଷା ସମେତ ଅନ୍ୟ ଭାଷା ଶିଖିଲେ ସେସବୁ ଓଡ଼ିଆରେ ଅନୁବାଦ କରି ହେବ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭଜମନ ବେହେରା ଙ୍କୁ ” ମାଟି ଗୌରବ” ସମ୍ମାନ ରେ ସମ୍ମାନିତ କରାଯାଇଥିଲା । ଅର୍ଯ୍ୟକବି ପଣ୍ଡିତ ପ୍ରମୋଦ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ମୟୂରଭଞ୍ଜ ର ଭୂମିପୁତ୍ର ତଥା କବି ଆଇ ଏ ଏସ ହରିଶ୍ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବେ ବୟସ ଓ ଯୋଗ୍ୟତା କୁ ଦେଖି ସମ୍ମାନ ଦିଆଯାଉଥିଲା କିନ୍ତୁ ଏବେ ପିଲା ମାନେ ବାପା, ମାଆ ଓ ଗୁରୁଜନ ଙ୍କୁ ସମ୍ମାନ ଦେବାରେ କୁଣ୍ଠିତ ହେଉଛନ୍ତି ବୋଲି କହିଥିଲେ ।

ବିଶିଷ୍ଟ ପାଲା ଗାୟକ ବାଣୀ ଭୂଷଣ ରାମଚନ୍ଦ୍ର ଦାସ,ଗାୟକ ଅଶୋକ କୁମାର ସାମଲ,ଶିକ୍ଷକ ନେତା ବିପ୍ରବର ସାହୁ,ଅନୁଗୁଳର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଇଂ ସସ୍ମିତା ବେହେରା,ନୂଆ ଭୁବନ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାତା ହରିହର ସାହୁ,ନଗରପାଳ ଶୁଭେନ୍ଦୁ ସାହୁ,ପୂର୍ବତନ ନଗରପାଳ ନରହରି ସାହୁ ,ସମାଜସେବୀ ସୁବାସ ମିଶ୍ର,ଶିକ୍ଷକ ଭାଗବତ ବେହେରା ପ୍ରମୁଖ ଙ୍କୁ ସମ୍ବର୍ଦ୍ଧନା ଦିଆ ଯାଇଥିଲା । କବି ସୁରେନ୍ଦ୍ର କୁମାର ପୃଷ୍ଟି ଙ୍କ ସଂଯୋଜନାରେ ଅନୁଷ୍ଠିତ କବିତା ପାଠୋତ୍ସବ ରେ ନାରୀ କବି ତୁଳସୀ ରାଣୀ ବେହେରା,ବିଳାସିନୀ ପୃଷ୍ଟି,ଚିତ୍ରଶିଳ୍ପୀ ନାରାୟଣ ସାହୁ,କବି ଚିତ୍ତ ରଞ୍ଜନ ମିଶ୍ର,ତୁଷାର କାନ୍ତି ମିଶ୍ର ,ହୃଷୀକେଶ ସାହୁ ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version