• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଋକ୍ଷାବନ୍ଧନ ଉତ୍ସବକୁ ବାକି ଅଛି ୫ ଦିନ ଏଯାଏଁ ଖୋଲିନି ରାଖୀ ଭଣ୍ଡାର ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
July 29, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଋକ୍ଷାବନ୍ଧନ ଉତ୍ସବକୁ ବାକି ଅଛି ୫ ଦିନ ଏଯାଏଁ ଖୋଲିନି ରାଖୀ ଭଣ୍ଡାର ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୯ ଜୁଲାଇ ବୁଧବାର ) ହିଞ୍ଜିଳିକାଟୁ :- ରକ୍ଷାବନ୍ଧନ ଉତ୍ସବକୁ ବାକି ରହିଛି ଆଉ ମାତ୍ର ୫ ଦିନ । ପୂର୍ବ ବର୍ଷ ଗୁଡ଼ିକରେ ଏଭଳି ସମୟରେ ସ୍ଥାନୀୟ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳ ଗୁଡ଼ିକରେ ଗଢି ଉଠିଥାନ୍ତା ବହୁ ଅସ୍ଥାୟୀ ରାଖୀର ଭଣ୍ଡାର । ସହରାଂଚଳ ଠାରୁ ଆରମ୍ଭ କରି ଗ୍ରାମାଂଚଳର ବିଭିନ୍ନ ମୁଖ୍ୟ ରାସ୍ତା ସମେତ ଛକ, ବଜାର ଓ ବିଭିନ୍ନ ସାହି ବସ୍ତିରେ ଭଳିକି ଭଳି ରାଖିର ପସରା ମେଲି ବସି ପଡ଼ନ୍ତେଣି ବହୁ ସିଜନ ବ୍ୟବସାୟୀ । ହେଲେ ଚଳିତ ବର୍ଷ କରୋନା କଟକଣା ଯୋଗୁଁ ରାଖୀ ଭଣ୍ଡାର ଦେଖିବାକୁ ମିଳିନି । କାଁ ଭାଁ କେତେକ ଗ୍ରାମାଂଚଳର ତେଜରାତି ଦୋକାନ ଗୁଡ଼ିକରେ ପୂର୍ବ ବର୍ଷର ବଳକା ରହି ଯାଇଥିବା ରାଖୀକୁ ରଖି ବିକ୍ରି କରିବାକୁ ଅନାଇ ବସିଥିବା ବେଳେ ଗ୍ରାହକ ଆସୁନଥିବା ନେଇ ରାଖିକୁ ମହଜୁଦ ରଖିଥିବା କିଛି ବ୍ୟବସାୟୀ କହିଛନ୍ତି ।

ଗତ ବର୍ଷ ବେପାର ଭଲ ଥିଲା । ବେଶ ଦୁଇ ପଇସା ଲାଭ ମିଳିଥିଲା । ହେଲେ ଚଳିତ ବର୍ଷ ରକ୍ଷାବନ୍ଧନ ଉତ୍ସବକୁ ଆଉ ମାତ୍ର ୫ ଦିନ ବାକି ରହିଥିବା ବେଳେ ଚଳିତ ବର୍ଷ କିପରି ବ୍ୟବସାୟ ହେବ, ପ୍ରଶାସନ ପକ୍ଷରୁ ରାଖୀ ବିକ୍ରି କରିବା ସକାଶେ ଅନୁମତି ମିଳିବ କି ନାହିଁ ଚିନ୍ତାରେ ରହିଛନ୍ତି ବହୁ ରାଖୀ ବ୍ରବସାୟୀ । ଏପରିକି ପୂର୍ବ ବର୍ଷର ବଳକା ରହି ଯାଇଥିବା ଷ୍ଟକ ରାଖୀର ବିକ୍ରି ହୋଇ ପାରିବ କି ନାହିଁ, ତାହାକୁ ନେଇ ଚିନ୍ତାରେ ରହିଛନ୍ତି । ହିଞ୍ଜିଳିକାଟୁ ସହରର ବଡ଼ ବଡ଼ ହୋଲସେଲ ରାଖୀ ବ୍ୟବସାୟୀ ମାନେ ଦିଲ୍ଲୀ, ମୁମ୍ବାଇ, ଅହମଦାବାଦରୁ ରାଖୀ ଆଣି ବିକ୍ରି କରିଥାନ୍ତି । ଜାନୁୟାରୀ ଓ ଫେବୃୟାରୀ ମାସରେ ସ୍ଥାନୀୟ ଅଂଚଳର ବହୁ ହୋଲସେଲ ରାଖୀ ବ୍ୟବସାୟୀ ହାତ ତିଆରି ରାଖୀ ପାଇଁ ଆଗୁଆ ଅର୍ଡ଼ର ଦେଇ ସାରିଥିଲେ । ସୂତା, ନାଇଲନ, ଷ୍ଟୋନ, ଚେନ୍‌, ବ୍ରେସଲେଟ, ଦଉଡ଼ି ଓ କାଠ ଖଣ୍ଡରେ ନିର୍ମିତ ସମେତ ଫେନ୍ସି ଓ ବିଭିନ୍ନ ରକମର ରାଖୀକୁ ନେଇ ଆରମ୍ଭ ହୋଇ ସାରନ୍ତାଣି ରାଖୀର ଅପୂର୍ବ ଭଣ୍ଡାର ।

ରାଖୀର ଦାମ ସାଧାରଣତଃ ୧୦ଟଙ୍କାରୁ ଆରମ୍ଭ ହୋଇ ୨ଶହ ଟଙ୍କା ପର୍ଯ୍ୟନ୍ତ ଦାମ୍‌ର ରାଖୀ ବିକ୍ରି କରାଯାଉଥିଲା । ହେଲେ ଚଳିତ ବର୍ଷ ମହାମାରୀ କରୋନା ଭୁତାଣୁ ସଂକ୍ରମଣର ମୁକାବିଲା କରିବା ଲାଗି ପ୍ରଶାସନ ପକ୍ଷରୁ ଲକଡ଼ାଉନ, ସଟଡ଼ାଉନ, ୧୪୪, ଜନତାକର୍ଫ୍ୟୁ, କଂଟେନମେଂଟ, ବଫରଜୋନ ସମେତ ବହୁ କଟକଣା ଜାରି କରାଯାଇଛି । ପ୍ରଶାସନର ବିଭିନ୍ନ କଟକଣା ଓ କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରକୁ ବାହାରୁନାହାନ୍ତି । ବେପାର ହେବ କେମିତି, ବ୍ୟବସାୟ ସମ୍ପୁର୍ଣ୍ଣ ଠପ୍ ହୋଇଯାଇଛି । ରାଖୀପୁର୍ଣ୍ଣିମାର ୨/୩ ଦିନ ପୂର୍ବରୁ ବ୍ୟବସାୟ କରିବା ଲାଗି ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଗଲେ କିଛି ଟା ଉପକୃତ ହୋଇ ପାରିଥାନ୍ତେ ବୋଲି ସ୍ଥାନୀୟ ଅଂଚଳର ବହୁ ହୋଲସେଲ ରାଖୀ ବ୍ୟବସାୟୀ କହିଛନ୍ତି । ହିଞ୍ଜିଳିକାଟୁ – (ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version