• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୀଳଗିରି : ପୋଲରେ ଝୁଲିଲା ଆମ୍ବୁଲାନ୍ସ

Proprietor Abhimanyu Maharana by Proprietor Abhimanyu Maharana
March 14, 2024
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ନୀଳଗିରି : ପୋଲରେ ଝୁଲିଲା ଆମ୍ବୁଲାନ୍ସ
Share on FacebookShare on TwitterWhatsapp

୧୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ନିଶା ହେଲା କାଳ :->  ପୋଲରେ ଝୁଲିଲା ଆମ୍ବୁଲାନ୍ସ ନୀଳଗିରି :-> ଗର୍ଭବତୀ ମହିଳାଙ୍କୁ ଆଣିବାକୁ ଯାଉଥିବା ନିର୍ମାଣଧିନ ପୋଲ ଉପରେ ଝୁଲିଲା ଆମ୍ବୁଲାନସ । ବିଳମ୍ବିତ ରାତିରେ ଶମ୍ଭୁ ନାମକ ୧୦୨ଆମ୍ବୁଲାନ୍ସର ଚାଳକ ଫୋନ୍ କଲ୍ ପାଇ ବାଲେଶ୍ୱର ଜିଲା ନୀଳଗିରି ଡାକ୍ତରଖାନାରୁ ପୋଡ଼ାଶୋଳ ଅଞ୍ଚଳକୁ ରୋଗୀ ଆଣିବାକୁ ଯାଉଥିଲେ ।

ତେବେ ଚାଳକ ଜଣକ ନିଶାସକ୍ତ ଅବସ୍ଥାରେ ଏକ ନିର୍ମାଣାଧୀନ ପୋଲ ଉପରକୁ ଏହି ଆମ୍ବୁଲାନ୍ସକୁ ଚଢ଼ାଇ ଦେଇଥିଲେ । ସୌଭାଗ୍ୟ ବସତଃ ଉକ୍ତ ଆମ୍ବୁଲାନ୍ସରେ କୌଣସି ରୋଗୀ ନଥିବା ଯୋଗୁ ବଡ଼ ଅଘଟଣ ଘଟିନଥିଲା । ଚାଳକ ମଧ୍ୟ ସୁରକ୍ଷିତ ଥିବା ଜଣାପଡ଼ିଛି । ତେବେ ଏହି ଚାଳକ ଜଣକ ପୂର୍ବରୁ ଭାଲୁକାଶୁଣିରେ ଏକ ଗଛକୁ ଧକ୍କା ଦେଇଥିବା ବେଳେ କିଛିଦିନ ପରେ ଜଣେ ସାଇକେଲକୁ ଧକ୍କା ଦେଇ ଗୋଡ଼ ଭାଙ୍ଗି ଦେଇଥିଲା ।

ପୁଣି ଗର୍ଭବତୀ ରୋଗୀଙ୍କ ପରିବାର ପାଖରୁ ଲାଞ୍ଚ ଟଙ୍କା ନେଇ ଧରାପଡ଼ିବା ପରେ କାନମୁଣ୍ଡ ଆଉଁସି ଟଙ୍କା ଫେରାଇଥିଲା । ଏତେ ସବୁ ଘଟଣା ପରେ ସ୍ୱାସ୍ଥ୍ୟ ବିଭାଗ ଏଭଳି ଚାଳକକୁ ବିଦା ନକରି ଗାଡ଼ି ଚଳାଇବା ପାଇଁ ଅନୁମତି ଦେବା ଘଟଣା ସମସ୍ତଙ୍କୁ ଚକିତ କରିଛି । ଏଥିପ୍ରତି ବିଭାଗ ପକ୍ଷରୁ ତୁରନ୍ତ ଦୃଷ୍ଟି ଦେଇ ଚାଳକ ଓ ଗାଡ଼ି ମାଲିକଙ୍କ ଉପରେ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । ସେପଟେ ନିଶା ନୁହେଁ, କୁହୁଡ଼ି ଯୋଗୁ ଦୁର୍ଘଟଣା ଘଟିଲା ବୋଲି ସମ୍ପୃକ୍ତ ଚାଳକ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version