• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନ ତତଫରୁ କୃଷିମେଳା ଓ ଶ୍ରୀ ଅନ୍ନ ପ୍ରଦର୍ଶନୀ

Proprietor Abhimanyu Maharana by Proprietor Abhimanyu Maharana
March 15, 2024
in ଓଡ଼ିଶା, କଟକ, ହୋମ୍
0
କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନ ତତଫରୁ କୃଷିମେଳା ଓ ଶ୍ରୀ ଅନ୍ନ ପ୍ରଦର୍ଶନୀ
Share on FacebookShare on TwitterWhatsapp

୧୪ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ବାଲିପାଟଣା :-> କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନ (ଶିବା) ତରଫରୁ ମାହିରା ଏଫ୍.ପି.ଓ ସହାୟତା ରେ ଖୋର୍ଦ୍ଧା ଜିଲ୍ଲା ର ବାଲିପାଟଣା ବ୍ଲକ୍ ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମରେ ବୁଦ୍ଧିକେଶ୍ୱର ମନ୍ଦିର ପ୍ରାଙ୍ଗଣଠାରେ ଏହି କୃଷିମେଳା ଓ ଶ୍ରୀ ଅନ୍ନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଅଛି। ଏହି ମେଳାରେ ମୁଖ୍ୟ ଅତିଥିଭାବେ ପଦ୍ମଶ୍ରୀ ବଟକୃଷ୍ଣ ସାହୁ ଯୋଗଦେଇଥିଲେ। ଶିବାର ନିର୍ଦ୍ଦେଶିକା ଡ: ମୃଦୁଲା ଦେବୀ , ଜି.ଏଫ.ସି.ଏସ୍ ର ମୁଖ୍ୟ ଡ: ଅରୁଣ ପଣ୍ଡା (କେଏ ଏମ ଏମ ଇ) . ପ୍ରଧାନ ବୈଜ୍ଞାନିକ ଓ କନଭେନର ଡ: ଲିପି ଦାସ, ଇଫକୋ ର ରାଜ୍ୟ ମୁଖ୍ୟ ଶ୍ରୀ ଏସ.କେ ଚାର୍ଟାଜି, ନିଗମ ଏନ ଜି ଓ ର ସମ୍ପାଦକ ଶ୍ରୀ ସୁରେଶ କୁମାର ତ୍ରିପାଠୀ, ମିଲେଟମୋର ଅଗ୍ରୋ ଫୁଡ୍ ପ୍ରାଇଭେଟ୍ ଲିମିଟେଡ ର ଅଧ୍ଯକ୍ଷ ଶ୍ରୀ ବ୍ରଜ କିଶୋର ସ୍ବାଇଁ,.ଅଗ୍ରୋଧାନ ର ଅଧ୍ୟକ୍ଷ ହରପ୍ରସାଦ ପ୍ରଧାନ ,

ସନ୍ଦିପନ ରିସର୍ଚ୍ଚ ସେଣ୍ଟର ର ଅଧକ୍ଷ ଇ.ଆର ସନ୍ଦୀପ କୁମାର ସେନ, ଓ.ଡି.ଏ.ଆଇ ନେଚର୍ ଆଗ୍ରୋ ଫୁଡ୍ ପ୍ରାଇଭେଟ୍ ଲିମିଟେଡ ର ଅଧ୍ଯକ୍ଷ ଶ୍ରୀ ସତ୍ୟସ୍ଵରୂପ ନନ୍ଦ , ମାହିରା ଏଫ.ପି.ଓ ଚେୟାରମ୍ୟାନ ଶ୍ରୀମତି କୁମୁଦିନୀ ସ୍ବାଇଁ , ମାର୍କେଟିଂ ମୁଖ୍ଯ ଶ୍ରୀ ନିମାଇଁ ଚରଣ ନାୟକ, ମହିଳା ବିକାଶ ସଂଗଠନ ର ଅଧ୍ୟକ୍ଷା ମଧୁସ୍ମିତା ସେନାପତି ପ୍ରମୁଖ ଯୋଗ ଦେଇଥିଲେ ।
ଶିବାର ଶ୍ରୀ ଅତୁଲ ହେମ୍ବସ୍, ଶ୍ରୀୟା ପ୍ରିୟଦର୍ଶିନୀ ସମସ୍ତ କାର୍ଯ୍ୟରେ ସହାୟତା କରିଥିଲେ।ଡ: ଗାୟତ୍ରୀ ମହାରଣା ମଞ୍ଚ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ 350 ରୁ ଉର୍ଦ୍ଧ କୃଷିଜିବି ମହିଳା ସାମିଲ ହୋଇଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ଶିବାର ନିର୍ଦ୍ଦେଶିକା ଡ: ମୃଦୁଲା ଦେବୀ ମହିଳା ମାନଙ୍କୁ ଆତ୍ମନିର୍ଭର କରିବା ଓ ଶସକ୍ତ କରିବା ଦିଗରେ ଶିବାର ସଂପୃକ୍ତି ଓ ଅବଦାନ ସଂପର୍କ ରେ ବିସ୍ତାରରେ ଆଲୋଚନା କରିଥିଲେ।

ମିଲେଟ ପ୍ରଡକ୍ଟ ର ପ୍ରୋସେଶିଂ ଓ ଏହାର ପ୍ରସ୍ତୁତିରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଯୋଗଦାନ ଓ ଲାଭଦାୟୀତା ବିଷୟରେ ଆଲୋଚନା କରିଥିଲେ। ପ୍ରଧାନ ବୈଜ୍ଞାନିକ ଡ: ଲିପି ଦାସ ‘ଶ୍ରୀ ଅନ୍ନ ଗ୍ରାମ’ ପ୍ରୋଜେକ୍ଟ ର ଶ୍ରୀରାମ ପୁର ଓ ଆମେନାକୁଦ ଗ୍ରାମକୁ ପୋଷ୍ୟ ଗ୍ରାମ ଭାବରେ ଗ୍ରହନ କରାଯାଇଛି ବୋଲି ଦର୍ଶାଇଥିଲେ . ଏହି କାର୍ଯ୍ୟକ୍ରମ ମାଧ୍ୟମରେ କିପରି ମହିଳାମାନେ ଅଧିକ ରୁ ଅଧିକ ରୋଜଗାରକ୍ଷମ ହୋଇ ଆତ୍ମନିର୍ଭରଶିଳ ହେବେ ଏହି ବିଷୟରେ ଆଲୋଚନା କରିଥିଲେ। ଏହା ସହ ନାନୋ ଡିଏପି ଓ ୟୁରିଆ ମାଣ୍ଡିଆ ଚାଷରେ ଡେମୋନଷ୍ଟ୍ରେସନ କରିବା ପାଇଁ ଇଫକୋ ମୁଖ୍ୟ ଶ୍ରୀ ଏସ.କେ ଚାର୍ଟର୍ଜୀଙ୍କୁ କହିଥିଲେ ।

ମିଲେଟ ଆଗ୍ରୋ ଫୁଡ ପ୍ରାଇଭେଟ ଲିମିଟେଡ଼ ର ମୁଖ୍ୟ ଶ୍ରୀ ବ୍ରଜ କିଶୋର ସ୍ୱାଇଁ ମିଲେଟ ପ୍ରୋସେସିଂ ଓ ମାର୍କେଟିଙ୍ଗ ପାଇଁ ଯାହାବି ସହଯୋଗ ଲୋଡ଼ା ମାହିରା ଏଫପିଓ କୁ ଯୋଗାଇଦେବାର ପ୍ରତିଶୃତି ଦେଇଥିଲେ. ଉକ୍ତ ପ୍ରଦର୍ଶନୀ ରେ ୧୦ ରୁ ଉର୍ଦ୍ଧ ସଂସ୍ଥା ଓ କଂପାନୀ ନିଜ ନିଜର ମିଲେଟ୍ ଉତ୍ପାଦ ପ୍ରଦର୍ଶନ କରିଥିଲେ । ସର୍ବଶେଷରେ ଡ: ଲିପି ଦାସ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ board of director ବିଭୂତି ଭୂଷଣ ମହାପାତ୍ର, ତୁଷାର କାନ୍ତ ପ୍ରଧାନ,C E O ପବିତ୍ର ମହାପାତ୍ର, ଏବଂ ପଠାଣି ପାତ୍ର,ଫକିର ଚରଣ ଜେନା ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version