• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ମୁକାବିଲା ବ୍ୟବସ୍ଥା ଭିତରେ ଅବ୍ୟବସ୍ଥା ; ହୋମ୍ କ୍ୱାରେଂଟାଇନ ଉପରେ ରହୁନି ନଜର

Proprietor Abhimanyu Maharana by Proprietor Abhimanyu Maharana
October 7, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
କରୋନା ମୁକାବିଲା  ବ୍ୟବସ୍ଥା ଭିତରେ ଅବ୍ୟବସ୍ଥା ; ହୋମ୍ କ୍ୱାରେଂଟାଇନ ଉପରେ ରହୁନି ନଜର

CREATOR: gd-jpeg v1.0 (using IJG JPEG v62), quality = 75

Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୯ ଜୁଲାଇ ବୁଧବାର ) ହିଞ୍ଜିଳିକାଟୁ :- ସମସ୍ତଙ୍କ ସହଯୋଗରେ କରେନାର ମୁକାବିଲା କରାଯାଇପାରିବ । କରେନା ଚେନ୍‌କୁ ମାତ୍ ଦେବାକୁ ହେଲେ ସରକାରଙ୍କ ଗାଇଡ଼ ଲାଇନକୁ ମାନିବାକୁ ପଡ଼ିବ । ଅତ୍ୟାବଶ୍ୟକ ନଥିଲେ ଘରୁ ବାହାରକୁ ନାବହାରିବା ସକାଶେ ପରାମର୍ଶ ଦିଆଯିବା ସହ ଘରୁ ବାହାରକୁ ବାହାରିଲେ ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ରକ୍ଷା ପାଳନ କରିବା ପାଇଁ ପ୍ରଶାସନ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି । ଏଭଳି ନିର୍ଦ୍ଦେଶ ଭିତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବହୁ କଟକଣା ଜାରି କରାଯାିବା ସହ ଜନସଚେତନତା କରାଯାଉଥିଲେ ମଧ୍ୟ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ହିଞ୍ଜିଳିକାଟୁ ପୌରାଂଚଳ ସମେତ ବ୍ଳକ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇବାରେ ଲାଗିଛି ।

ମଙ୍ଗଳବାର ସୁଦ୍ଧା ଜିଲ୍ଲାରେ ୯୭୪୬ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ସଂକ୍ରମିତଙ୍କ ମଧ୍ୟରେ ବିଭିନ୍ନ ପ୍ରଦଶରୁ ଫେରିଥିବା ପ୍ରବାସୀ ଓଡ଼ିଆଙ୍କ ସଂପ୍ସର୍ଶରେ ଆସି ଲୋକାଲ ସଂକ୍ରମଣ ସଂଖ୍ୟା ବଢିବାକୁ ଲାଗିଛି । ଲୋକାଲ ସଂକ୍ରମଣ ଭେଳି ଭାବେ ବୃଦ୍ଧି ପଇବାରେ ଲାଗିଛି, ଗୋଷ୍ଠୀ ସଂକ୍ରମଣର ଏକ ଭୟ ସୃଷ୍ଟି ହେବାରେ ଲାଗିଛି । ଗୋଷ୍ଠୀ ସଂକ୍ରମଣ ହୋଇନଥିବାର କୁହାଯାଉଥିଲେ ମଧ୍ୟ କରୋନା ମୁକାବିଲାକୁ ନେଇ କରାଯାଇଥବା ବ୍ୟବସ୍ଥା ଭିତରେ ଅବ୍ୟବସ୍ଥା ସଂକ୍ରମଣକୁ ବୃଦ୍ଧି କରିବାରେ ସହାୟକ ହୋଇଥିବା ନେଇ ମତ ସାଧାରଣରେ ପ୍ରକାଶ ପାଇଛି । କରୋନା ଚେନକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସାରା ଗଞ୍ଜାମ ଜିଲ୍ଲାକୁ ସମ୍ପୁର୍ଣ୍ଣ ଲକଡ଼ାଉନ ଘୋଷଣା କରିଛନ୍ତି । ଲକଡ଼ାଉନ ଘୋଷଣା ପରଠାରୁ କରୋନା ସଂକ୍ରମଣ ହ୍ରାସ ପାଇଥିବା ଲକ୍ଷ୍ୟ କରାଯାଇନି । ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ୫୯ ନଂ ଜାତୀୟ ରାଜପଥ ତଥା ପୌରାଂଚଳର ଉଭୟ ପ୍ୱାଶ୍ୱର୍କୁ ସିଲ୍ କରାଯିବା ସହ ଯାନବାହାନ ଯାଂଚ କାର୍ଯ୍ୟକୁ କଡ଼ାକଡ଼ି କରାଯାଇଛି ।

ଅନ୍ୟପକ୍ଷରେ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ସ୍ଥାନୀୟ ବ୍ଳକ ପ୍ରଶାସନ ପକ୍ଷରୁ ୧୦ଟି ପଂଚାୟତକୁ କଂଟେନମେଂଟ ଓ ୫ଟି ପଂଚାୟତକୁ ବଫରଜୋନ ଭାବେ ଘୋଷଣା କରାଯିବା ସହ ସଂପୃକ୍ତ ଗ୍ରାମ ପଂଚାୟତର ପ୍ରବେଶ ପଥକୁ ବାଉଁଶବାଡ଼ ସହାୟତାରେ ସିଲ୍ କରାଯାଇଛି । ହେଲେ ପରିତାପର ବିଷୟ କଂଟେନମେଂଟ ଜୋନ ଗୁଡ଼ିକରେ କଟକଣା ଠିକ୍ ଭାବେ ପାଳନ କରାଯାଉଛି କି ନାହିଁ ତାହା ଅନୁଧ୍ୟାନ କରିବାକୁ କେହି ନାହାନ୍ତି । ହୋମ୍ କ୍ୱରେଂଟାଇନରେ ରହୁଥିବା ବ୍ୟକ୍ତିଙ୍କ ସହ ଯୋଗାଯୋଗ କରାଯାଉନଥିବା ଏବଂ ସଂପୃକ୍ତ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝାଯାଉନଥିବା ଅଭିଯୋଗ ହେଉଛି ।ବହୁ ବ୍ୟକ୍ତି ହୋମ କ୍ୱାରେଂଟାଇନରେ ରହୁଥିବା ବେଳେ ବିଭିନ୍ନ ସମୟରେ ଘରୁ ବାହାରକୁ ଆସି ବୁଲାବୁଲି କରୁଥିବାର ଦେଖିବାକୁ ମିଳୁଛି । ପ୍ରଶାସନିକ ଅଧିକାରାୀ ଏ ଦିଗରେ ଦୃଷ୍ଟି ପ୍ରଦାନ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି । (ରିପୋର୍ଟ -ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version