• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳାବ୍ୟାଚ ପରିଧାନ କରି ସାମ୍ବାଦିକ ମାନଙ୍କ ପ୍ରତିବାଦ

Proprietor Abhimanyu Maharana by Proprietor Abhimanyu Maharana
March 16, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
କଳାବ୍ୟାଚ ପରିଧାନ କରି ସାମ୍ବାଦିକ ମାନଙ୍କ ପ୍ରତିବାଦ
Share on FacebookShare on TwitterWhatsapp

୧୫ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭାପୁର :-> ନୟାଗଡ ଜିଲ୍ଲା ଭାପୁର ବ୍ଲକ ଗଣମାଧ୍ୟମର ପ୍ରତିନିଧି ମାନେ ଆଜି ଠାରୁ କଳାବ୍ୟାଚ୍ ପରିଧାନ କରି ରାଜ୍ୟ ସରକାରଙ୍କ ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।ରାଜ୍ୟ ସରକାର ସାମ୍ବାଦିକ ମାନଙ୍କ ନ୍ୟାର୍ଯ୍ୟ ଦାବି ପ୍ରତି ବାରମ୍ବାର ଅଣଦେଖା କରି ଆସୁଛନ୍ତି। ରାଜ୍ୟ ସାମ୍ବାଦିକ ସଂଘ ଗୁଡିକ ପକ୍ଷରୁ ବିଭିନ୍ନ ଦାବି ନେଇ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ହେଁ କେବଳ ପ୍ରତିଶ୍ରୁତି ମିଳିଥିବା ଓ ପରବର୍ତ୍ତୀ ସମୟରେ ପ୍ରତିଶ୍ରୁତି ପାଣିର ଗାର ପାଲଟିଥିବା ଜଣାପଡିଛି ।

ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ସମସ୍ତ ବର୍ଗର ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ପ୍ୟାକେଜର ଵ୍ୟଵସ୍ଥା କରିଥିବା ବେଳେ ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ରାଜ୍ୟ ସରକାର ଅଣଦେଖା କରିଛନ୍ତି। ରାଜ୍ୟ ଉତ୍କଳ ସାମ୍ବାଦିକ ସଂଘର ନିଷ୍ପତ୍ତିକ୍ରମେ ଜିଲ୍ଲା, ଵ୍ଲକ ଓ ରାଜ୍ୟସ୍ତରରେ କର୍ତ୍ତବ୍ୟରତ ଗଣମାଧ୍ୟମର ପ୍ରତିନିଧିମାନେ ଗୁରୁବାରଠାରୁ କଳାବ୍ୟାଚ ପରିଧାନ କରି ଅଭିନବ ପ୍ରତିବାଦର ସ୍ବର ଉଠାଇଛନ୍ତି।

ଏହି କ୍ରମରେ ଭାପୁର ପ୍ରେସ କ୍ଲବ ପକ୍ଷରୁ ସ୍ଥାନୀୟ ଡାକ ବଙ୍ଗଳା ପରିସରରେ ଏକ ବୈଠକ ଅନୁଷ୍ଠିତ କରାଯାଇଥିଲା । ଉକ୍ତ ବୈଠକରେ ସାମ୍ୱାଦିକ ମାନଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବକୁ ଦୃଢ଼ ନିନ୍ଦା କରାଯାଇଥିଲା । ସାମ୍ୱାଦିକ ମାନଙ୍କ ପ୍ରତି ଯଦି ଆଗାମୀ ଦିନରେ ଏତାଦୃଶ ଅଣଦେଖା ଲାଗି ରହେ ତେବେ ସାମ୍ବାଦିକମାନେ ବାଧ୍ୟ ହୋଇ ରାଜ ରାସ୍ତାକୁ ଓହ୍ଲାଇବେ ବୋଲି ସଂକଳ୍ପ ନେଇଥିଲେ ।

ଏହି ଅବସରରେ ଭାପୁର ବ୍ଲକ ଗଣମାଧ୍ୟମର ପ୍ରତିନିଧି ସନାତନ ଷଡ଼ଙ୍ଗୀ, ଜ୍ଞାନ ରଞ୍ଜନ ଷଡ଼ଙ୍ଗୀ, ଶିଶିର ସାହୁ, ରଞ୍ଜନ କୁମାର ମହାପାତ୍ର, ସୁଶାନ୍ତ କୁମାର ପଟ୍ଟନାୟକ, ଜ୍ୟୋତି ରଞ୍ଜନ ମହାରଣା, ବିଭୂତି ମହାପାତ୍ର, କୁଳମଣି ଦାସ, ଶ୍ରୀକାନ୍ତ କୁମାର ରାଉତ, କନକ ଲତା ପ୍ରଧାନ ପ୍ରମୁଖ ସାମ୍ୱାଦିକମାନେ କଳାବ୍ୟାଚ ପିନ୍ଧି ପ୍ରତିବାଦ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version