• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋରାପୁଟ ବିଧାନସଭା ଆସନ, କଂଗ୍ରେସରୁ ଦୁଇ ମୁଖ୍ୟ ଆଶାୟୀଙ୍କ ମଧ୍ୟରେ କୃଷ୍ଣ ସଗରିଆ ଓ କୃଷ୍ଣ କୁଲଦୀପ

Proprietor Abhimanyu Maharana by Proprietor Abhimanyu Maharana
March 16, 2024
in Uncategorized, ଓଡ଼ିଶା, କୋରାପୁଟ, ରାଜନୀତି, ହୋମ୍
0
କୋରାପୁଟ ବିଧାନସଭା ଆସନ, କଂଗ୍ରେସରୁ ଦୁଇ ମୁଖ୍ୟ ଆଶାୟୀଙ୍କ ମଧ୍ୟରେ କୃଷ୍ଣ ସଗରିଆ ଓ କୃଷ୍ଣ କୁଲଦୀପ
Share on FacebookShare on TwitterWhatsapp

୧୬ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) କୋରାପୁଟ :-> ରାଜ୍ୟରେ କଂଗ୍ରେସ ଯଥା ସିଘ୍ର ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କହୁଥିଲେ ମଧ୍ୟ ବିଜେଡି ବିଜେପି ମେଣ୍ଟ ହେବାକୁ ନେଇ ପ୍ରାୟ ଦୁଇ ସପ୍ତାହ ହେବ ଯେଉଁ ଚର୍ଚ୍ଚା ଚାଲିଛି ସେଥିପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବାରେ ବିଳମ୍ କରୁଥିବା ପ୍ରତୀୟମାନ ହେଉଛି । ତେବେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଅନୁସୂଚିତ ଜାତି ବର୍ଗର ପ୍ରାର୍ଥୀ ମାନଙ୍କ ନିମନ୍ତେ ସଂରକ୍ଷିତ ଥିବା ଏକମାତ୍ର ବିଧାନସଭା ନିର୍ବାଚନମଣ୍ଡଳୀ ହେଉଛି କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀ ।

୨୦୦୯ ରେ ଏଠାରୁ ବିଜୁଜନତା ଦଳର ରଘୁରାମ ପାଡାଲ ନିର୍ବାଚନ ଜିତିଥିଲେ । ସେତେବେଳେ ଶ୍ରୀ ପାଡାଲ ୩୩,୨୩୫ ଭୋଟ ପାଇ ବିଜୟୀ ହୋଇଥିଲା ବେଳେ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦୀ କଂଗ୍ରେସର କୃଷ୍ଣ ଚନ୍ଦ୍ର ସଗରିଆ ୩୨,୧୨୧ ଖଣ୍ଡ ଭୋଟ ପାଇଥିଲେ । ସେହିପରି ବିଜେପିର ଜୟରାମ ଗରଡ଼ା ୮,୯୧୭ ଓ ବିଏସପିର ସୋମନାଥ ଖରା ୫୩୯୮, ଓ ସ୍ବାଧୀନ ପ୍ରାର୍ଥୀ ଆନନ୍ଦ ପାତିକା ୪୧୧୭ ଖଣ୍ଡ ଭୋଟ ପାଇଥିଲେ ।

ସେହିପରି ୨୦୧୪ ନିର୍ବାଚନର କଂଗ୍ରେସର କୃଷ୍ଣ ଚନ୍ଦ୍ର ସଗରିଆ ୫୦,୬୭୨ ଭୋଟ ପାଇ ନିର୍ବାଚିତ ହୋଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ରଘୁରାମ ପାଡାଲ ଙ୍କୁ ଏଠାରେ ପ୍ରାର୍ଥୀ କରାନଯାଇ ରଘୁରାମ ମାଛଙ୍କୁ ପ୍ରାର୍ଥୀ କରାଯାଇଥିଲା । ଶ୍ରୀ ମାଛ ୪୫, ୬୯୬ ଖଣ୍ଡ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ଥିଲେ। ସେହିପରି ବିଜେପି ର ଜୟରାମ ଗରଡ଼ା ୧୩,୬୬୫, ନୋଟାରେ ୨୨୦୪ ଓ ବିଏସପିର ବଳଭଦ୍ର ମାଣ୍ଡିଙ୍କୁ ମିଳିଥିଲା ୨୦୯୧ ଖଣ୍ଡ ଭୋଟ ।

ସେହିପରି ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ରଘୁରାମ ପାଡାଲ ଏଠାରୁ ୪୮,୧୭୧ ଭୋଟ ପାଇ ଜିତିଥିଲା ବେଳେ କଂଗ୍ରେସର କୃଷ୍ଣ କୁଲଦୀପ ୪୧,୮୮୬ ଖଣ୍ଡ ଭୋଟ ପାଇ ଦ୍ବତୀୟ ଓ ବିଜେପିର ତ୍ରିପୁରାରୀ ଗରଡ଼ା ୩୩,୯୮୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ଥିବା ବେଳେ ନୋଟାରେ ୩୨୩୫ ଓ ବିଏସପି ପ୍ରାର୍ଥୀ ଭାଗିରଥି ପାଣ୍ଟିଆ ପାଇଥିଲେ ୨୪୮୯ ଖଣ୍ଡ ଭୋଟ ପାଇଥିଲେ ।

ତେବେ କୃଷ୍ଣ ଚନ୍ଦ୍ର ସଗରିଆ କଂଗ୍ରେସରୁ ୨୦୧୪ ରେ ନିର୍ବାଚିତ ହୋଇଥିଲେ ମଧ୍ୟ କାର୍ଯ୍ୟକାଳ ପ୍ରାୟ ୬ ମାସ ବାକି ଥାଇ ୨୦୧୮ ଅକ୍ଟୋବର ମାସରେ କୁନ୍ଦୁଲି ପୀଡିତାଙ୍କୁ ନ୍ଯାୟ ନମିଳିବା ଅଭିଯୋଗ କରି ବିଧାୟକ ପଦବୀରୁ ଇସ୍ତଫା ଦେଇଥିଲେ ଓ କେତେକ ଘଟଣାକୁ ନେଇ କଂଗ୍ରେସ ତାଙ୍କୁ ଦଳରୁ ନିଲମ୍ବିତ କରିଥିଲା । ସେହିପରି ଶ୍ରୀ ସଗରିଆ ବହୁଜନ ସମାଜପାର୍ଟିରେ ଯୋଗଦେଇ ଥିଲେ ।

ଅବଶ୍ୟ ସଗରିଆଙ୍କ ରାଜନୈତିକ ଜୀବନ ବିଏସପି ରୁ ହିଁ ଆରମ୍ଭ ହୋଇଥିଲା । ସେହିପରି ପ୍ରାୟ ଏକମାସ ତଳେ କୃଷ୍ଣ ସଗରିଆଙ୍କ ଉପରୁ କଂଗ୍ରେସ ନିଲମ୍ବନ ଆଦେଶ ପ୍ରତ୍ୟାହୃତ କରିଥିବା ବେଳେ ସେ ପୁଣି ଦଳରେ ସାମିଲ ହୋଇଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାରେ ଥିବା ୧୪ ଟି ବିଧାନସଭା ନିର୍ବାଚନମଣ୍ଡଳୀ ଥିବା ବେଳେ ଏକମାତ୍ର କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀ ଟି ଅନୁସୂଚିତ ଜାତି ବର୍ଗର ପ୍ରାର୍ଥୀ ମାନଙ୍କ ପାଇଁ ସଂରକ୍ଷିତ ରହିଛି ।

ବର୍ତ୍ତମାନ ବିଭିନ୍ନ ଦଳରୁ ଅନେକ ଆଶାୟୀ ପ୍ରାର୍ଥୀମାନେ ରହିଥିବା ବେଳେ କଂଗ୍ରେସରେ ମଧ୍ୟ ଏକାଧିକ ଆଶାୟୀ ରହିଛନ୍ତି , ତେବେ ଆଶାୟୀଙ୍କ ମଧ୍ୟରେ ମୁଖ୍ୟତଃ ଦୁଇ କୃଷ୍ଣ ଆଗରେ ଥିବା ଜଣାପଡ଼ିଛି । ଦୁହିଁଙ୍କ ମଧ୍ୟରେ ପୁର୍ବତ୍ତନ ବିଧାୟକ କୃଷ୍ଣ ଚନ୍ଦ୍ର ସଗରିଆ ରହିଥିବା ବେଳେ ଅନ୍ଯ ଜଣେ ହେଉଛନ୍ତି କୃଷ୍ଣ କୁଲଦୀପ ରହିଛନ୍ତି । ବର୍ତ୍ତମାନ ଚର୍ଚ୍ଚା ହେଉଛି ଯାହା ହେଲେ ବି କଂଗ୍ରେସ ଜଣେ କୃଷ୍ଣ ନାମ ଧାରି ଙ୍କୁ ପ୍ରାର୍ଥୀ କରିବ ଏଥିରେ ସନ୍ଦେହ ନାହିଁ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version