• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୟପୁରରୁ ତାରା ନିଶ୍ଚିତ : ବିଜେଡି ଓ ବିଜେପି ପ୍ରାର୍ଥୀତ୍ୱକୁ ନେଇ ଚିତ୍ର ଅସ୍ପଷ୍ଟ

Proprietor Abhimanyu Maharana by Proprietor Abhimanyu Maharana
March 17, 2024
in ଓଡ଼ିଶା, କୋରାପୁଟ, ହୋମ୍
0
ଜୟପୁରରୁ ତାରା ନିଶ୍ଚିତ : ବିଜେଡି ଓ ବିଜେପି ପ୍ରାର୍ଥୀତ୍ୱକୁ ନେଇ ଚିତ୍ର ଅସ୍ପଷ୍ଟ
Share on FacebookShare on TwitterWhatsapp

୧୬ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) କୋରାପୁଟ  :-> ଅବିଭକ୍ତ କୋରାପୁଟ ଜିଲ୍ଲା ରେ ଥିବା ୧୪ ଆସନ ମଧ୍ୟରୁ ୧୨ ଟି ବିଧାନସଭା ଆସନ ଅନୁସୂଚିତ ଜନଜାତି ବର୍ଗର ପ୍ରାର୍ଥୀଙ୍କ ପାଇଁ ଉଦ୍ଦିଷ୍ଟ ଥିବାବଳେ ଗୋଟିଏ ଅନୁସୂଚିତ ଜାତିଙ୍କ ପାଇଁ କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀ ଓ ଅନ୍ୟ ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ ଜୟପୁର ହେଉଛି ସାଧାରଣ ବର୍ଗଙ୍କ ପାଇଁ । ୧୯୭୧ ମଶିହାରୁ ଏଠାରେ ଯେଉଁ ନିର୍ବାଚନ ହୋଇଛି କଂଗ୍ରେସ ପ୍ରାର୍ଥୀ ମାନେ ଏଠାରୁ ୮ଥର ଜିତିକରି ଆସିଛନ୍ତି ।

୧୯୭୪ ମଶିହାରୁ ୧୯୯୫ ମଧ୍ୟରେ ହୋଇଥିବା ନିର୍ବାଚନରେ ରଘୁନାଥ ପଟ୍ଟନାୟକ ୫ ଥର ନିର୍ବାଚିତ ହୋଇ ଅର୍ଥ , ଆଇନ ମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ବ ସମ୍ଭାଳିଥିଲେ। ଅବଶ୍ୟ ଗୁପ୍ତ ପ୍ରସାଦ ଦାସ ୧୯୮୫ରେ କଂଗ୍ରେସରୁ ଜିତିଥିଲେ । ରବି ନାରାୟଣ ନନ୍ଦ ବିଜୁଜନତା ଦଳର ପ୍ରାର୍ଥୀ ଭାବେ ଏଠାରୁ ୨୦୦୦ ମଶିହାରୁ ୨୦୦୯ ପର୍ଯ୍ୟନ୍ତ ଲଗାତର ୩ ଥର ବିଜୟୀ ହୋଇଥିଲେ । ତେବେ ତାରା ପ୍ରସାଦ ବାହିନୀପତି ରବି ନାରାୟଣ ନନ୍ଦଙ୍କୁ ଟକ୍କର ଦେଇ ୨୦୧୪ ଓ ୨୦୧୯ ଲଗାତାର ଭାବେ ଜିତି ଆସୁଛନ୍ତି । ତାରା ପ୍ରସାଦ (ଭାଲୁ ବାହିନୀ ପତି ) ।

ସେହିପରି ତାରାପ୍ରସାଦ ୨୦୧୪ ମଶିହାରେ ଏଠାରେ ୬୫୩୭୮ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ଵନ୍ଦୀ ରବି ନନ୍ଦ ୫୭,୦୧୧ ଖଣ୍ଡ ଓ ବିଜେପି ର ଭୃଗୁ ବକ୍ସିପାତ୍ର ୧୪୪୬୨ ଖଣ୍ଡ ଭୋଟ ପାଇଥିଲେ । ୨୦୧୯ ରେ ଭାଲୁ ବାହିନୀ ପତି ଏଠାରୁ ୫୯,୭୮୫ ଖଣ୍ଡ ଭୋଟ ପାଇ ନିର୍ବାଚିତ ହୋଇଥିବା ବେଳେ ନିକଟତମ ପ୍ରତିଦ୍ଵନ୍ଦୀ ରବି ନନ୍ଦ ୫୪,୩୩୪ ଓ ବିଜେପି ର ଗୌତମ ସାମନ୍ତରାୟ ୩୩,୮୦୫ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ଥିଲେ । ଚଳିତ ନିର୍ବାଚନରେ ତାରାପ୍ରସାଦ ବାହିନୀ ପତି ଏଠାରୁ ପ୍ରାର୍ଥୀ ହେବା ଏକ ପ୍ରକାର ସ୍ଥିର ନିଶ୍ଚିତ କହିଲେ ଅତ୍ୟୁକ୍ତି ହେବନାହିଁ , ମାତ୍ର ବିଜେଡି ରୁ ପ୍ରାର୍ଥୀ କିଏ ହେଉଛି ତାହା ସ୍ପଷ୍ଟ ହୋଇନାହିଁ ।

ଏଠାରୁ ପୁର୍ବତନ ମନ୍ତ୍ରୀ ରବିନାରାୟଣ ନନ୍ଦ ଲଗାତାର ପରାଜିତ ହୋଇଥିବା କାରଣରୁ ଦଳ ତାଙ୍କୁ ପ୍ରାର୍ଥୀ ଦଳ କରୁଛି ନା ଆଉ କାହାକୁ ତାହା ଅସ୍ପଷ୍ଟ । ସେହିପରି ବର୍ତ୍ତମାନ ରାଜ୍ଯ ସାଧାରଣ ସମ୍ପାଦକ ଥିବା ଈଶ୍ବର ପାଣିଗ୍ରାହୀ ଏଠାରୁ ପ୍ରାର୍ଥୀ ହେବା ପାଇଁ କସରତ ଆରମ୍ଭ କରିଥିବା ଜଣାପଡିଛି । ରବି ନାରାୟଣ ନନ୍ଦଙ୍କୁ ଯଦି ଦଳ ଟିକଟ ନଦିଏ ତାଙ୍କ ପତ୍ନୀ ଇନ୍ଦିରା ନନ୍ଦଙ୍କ ପାଇଁ ସେ ଦାବୀ କରି ପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଅନ୍ଯପକ୍ଷରେ ବିଜେପି ପକ୍ଷରୁ ଗତଥର ପ୍ରାର୍ଥୀ ହୋଇଥିବା ଗୌତମ ସାମନ୍ତରାୟ ଓ ୨୦୧୪ ରେ ପ୍ରାର୍ଥୀ ହୋଇଥିବା ପୁର୍ବତ୍ତନ ମନ୍ତ୍ରୀ ସ୍ବର୍ଗତ ହରିଶ୍ଚନ୍ଦ୍ର ବକ୍ସିପାତ୍ରଙ୍କ ପୁଅ ଭୃଗୁ ବକ୍ସିପାତ୍ରଙ୍କ ମଧ୍ୟରୁ କାହାକୁ ପ୍ରାର୍ଥୀ କରି ପାରେ ବୋଲି ଚର୍ଚ୍ଚା ହେଉଥିବା ବେଳେ ଆଉ ଜଣେ ଦୁଇଜଣଙ୍କ ନାଆଁ ମଧ୍ଯ ଶୁଣିବାକୁ ମିଳୁଛି । ତେବେ ଯାହା ହେଉନା କାହିଁକି ବର୍ତ୍ତମାନ କୋରାପୁଟ ଜିଲ୍ଲା ସହିତ ରାଜ୍ୟରେ ତାରା ପ୍ରସାଦ ବାହିନୀପତି ଙ୍କ ପତିଆରା ଥିବା ସହିତ ଜୟପୁରରୁ ବିଧାନସଭା ନିର୍ବାଚନମଣ୍ଡଳୀ ରେ ତାଙ୍କର ସ୍ବଚ୍ଛ ଭାବମୂର୍ତ୍ତି ଓ ଲୋକସମ୍ପର୍କ ଥିବାରୁ ପୁଣି ଏଠାରୁ ପ୍ରାର୍ଥୀ ହୋଇ ହାର୍ଡ ଟ୍ରିକ୍ କରିବା ଲକ୍ଷ୍ୟରେ ଥିବା ଜଣାପଡ଼ିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version