• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ସୁପାରୀ କିଲର ଲଗାଇ ଗୁତାଦରଙ୍କୁ ହତ୍ୟା ଧମକ – ଥାନାରେ ଏତାଲା

Proprietor Abhimanyu Maharana by Proprietor Abhimanyu Maharana
March 18, 2024
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ସୁପାରୀ କିଲର ଲଗାଇ ଗୁତାଦରଙ୍କୁ ହତ୍ୟା ଧମକ – ଥାନାରେ ଏତାଲା
Share on FacebookShare on TwitterWhatsapp

୧୮ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ହିଞ୍ଜିଳିକାଟୁ  :->  ଗଞ୍ଜାମ ଜିଲ୍ଲା ଶେରଗଡ଼ ତହସିଲ ଅଧିନରେ ଥିବା ପାକିଡି ବାଲିଘାଟ ଗୁତାଦାର ଗୁଡିସର ଗ୍ରାମର ସୁଧାନିଧି ଚୌଧୁରୀଙ୍କୁ ଦାଦାବଟି ମାଗିବା ସହ ହତ୍ୟା ଧମକ ଦେବା ନେଇ ସୋମବାର ଆସିକା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଭିତ୍ତିରେ ଆସିକା ଥାନାରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିବା ଥାନା ଆଇଆଇସି ରାଜେନ୍ଦ୍ର ପଟ୍ଟନାୟକଙ୍କ ସୂତ୍ରରୁ ପ୍ରକାଶ ।

ଅଭିଯୋଗ ପ୍ରକାରେ ସୋମବାର ସକାଳେ ଶେରଗଡ ତହସିଲ ପାକିଡି ଋଷିକୂଲ୍ୟା ବାଲିଶର୍ଯ୍ୟାରୁ ଟ୍ରକ ଯୋଗେ ବାଲି ଚାଲାଣ ହେଉଥିଲା । ସକାଳୁ ଆସିକା ଥାନା ଚେରମାରିଆ ଗ୍ରାମର ଅନିଳ ବିଷୋୟୀ, ସୁନିଳ ବିଷୋୟୀ, ଯୋଗୀ ବିଷୋୟୀ, ଅରବିନ୍ଦ ବିଷୋୟୀ, ବଳରାମ ବିଷୋୟୀଙ୍କ ସମେତ ସଂପୃକ୍ତ ଗ୍ରାମର ପ୍ରାୟ ୩୦ ଜଣ ସହଯୋଗୀ ବିଭିନ୍ନ ମାରଣାସ୍ତ୍ର ଧରି ୬ଟି ବାଲି ବୋଝେଇ ଟ୍ରକକୁ ୫୯ନଂ ଜାତୀୟ ରାଜପଥ ଚେରମାରିଆ ଛକରେ ଅଟକାଇଥିଲେ। ସେମାନେ ଗାଡି ଚାଳକ ମାନଙ୍କୁ ପ୍ରତ୍ୟେକ ଗାଡି ପିଛା ୧ ହଜାର ଟଙ୍କା ଲେଖାଏଁ ବଟି ମାଗିଥିଲେ ।

ବଟି ଦେବା ପାଇଁ ମନା କରିବାରୁ ସଂଘବଦ୍ଧ ହୋଇ ମାରଣାସ୍ତ୍ର ଦେଖାଇ ଗାଡ଼ି ଚାଳକ ମାନଙ୍କୁ ସେଠାରେ ଭୟଭୀତ କରିଥିଲେ । ଫଳରେ ଚେରମାରିଆ ସେତୁ ଉପରେ ବାଲି ବୋଝେଇ ଗାଡି ଗୁଡିକ ଦୀର୍ଘ ସମୟ ପାଇଁ ଅଟକି ରହି ଟ୍ରାଫିକ ସମସ୍ୟା ଦେଖା ଦେଇଥିଲା । କୌଣସି ସୂତ୍ରରୁ ଖବର ପାଇ ବାଲି ଗୁତାଦାର ସୁଧାନିଧି ଚୌଧୁରୀ ଘଟଣା ସ୍ଥଳରେ ପହଞ୍ଚିବା ପରେ ସଂପୃକ୍ତ ଯୁବକ ମାନେ ତାଙ୍କୁ ଘେରିଯାଇ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହ ବାଲିଘାଟ ଚଲାଇବାକୁ ହେଲେ ଆମକୁ ମାସିକ ୫ଲକ୍ଷ ଟଙ୍କା ଏବଂ ପ୍ରତ୍ୟେକ ବାଲି ବୋଝେଇ ଗାଡି ପିଛା ୧ ହଜାର ଟଙ୍କା ବଟି ଦେବାକୁ ଦାବି କରିଥିଲେ ।

ନଚେତ ସବୁଦିନ ଲାଗି ବାଲି ଘାଟକୁ ବନ୍ଦ କରିଦେବା ପାଇଁ ଧମକ ଦେବା ସହ ସୁପାରିକିଲରଙ୍କୁ ଲଗାଇ ତାଙ୍କୁ ହତ୍ୟା କରିବା ପାଇଁ ଧମକ ଦେଇଥିଲେ । ସେମାନଙ୍କ ଏଭଳି ଧମକପୂର୍ଣ୍ଣ କଥା ଶୁଣି ବାଲି ଗୁତାଦାର ଅତ୍ୟନ୍ତ ଭୟଭୀତ ହୋଇ ଘଟଣା ସମ୍ପର୍କରେ ଆସିକା ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଆସିକା ପୁଲିସ ଘଟଣା ସ୍ଥଳରେ ପହଞ୍ଚିବା ବେଳେ ସଂଘବଦ୍ଧ ଯୁବକ ମାନେ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲେ ।

ପ୍ରକାଶ ଥାଉକି ରାଜନୀତି ପତିଆରା ଦେଖାଇ ସଂପୃକ୍ତ ଗ୍ରାମର ଜଣେ ବ୍ୟକ୍ତି ଗତ କିଛି ଦିନ ଧରି ଗୁତାଦାରଙ୍କୁ କୌଣସି ଅର୍ଥ ରାଶି ନ ଦେଇ ଲକ୍ଷ ଲକ୍ଷ ଟଙ୍କାର ଟଙ୍କାର ବାଲି ପରିବହନ କରିଥିବା ଜଣାପଡିଛି। ଏଭଳି ଜୋର ଜବରଦସ୍ତି କାରବାରରେ ଗୁତଦାର ଜଣକ ରୋକ୍ ଠୋକ୍ ମନା କଲା ପରେ ସମ୍ପୃକ୍ତ ଯୁବକ ଗୋଷ୍ଠୀ ଦାଦବଟି ମାଗିବା ସହ ତାଙ୍କୁ ସୁପାରି କିଲରଙ୍କୁ ଲଗାଇ ମାରିଦେବା ପାଇଁ ଏଭଳି ଧମକପୂର୍ଣ୍ଣ ଚେତାବନୀ ଦେଇଥିବା ପରିବେଶ ଓ ପରିସ୍ଥିତିରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

Odia Entrepreneur led Ethos Global unveils PHANTOME, an Energy Drink for Fast Moving Generation

April 29, 2026
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

Odia Entrepreneur led Ethos Global unveils PHANTOME, an Energy Drink for Fast Moving Generation

April 29, 2026
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version