• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସହର ଉପକଣ୍ଠ ରେ ଥିବା ର୍ସିୟୁଟିଏମ୍ ରେ ଛାତ୍ର ଅସନ୍ତୋଷ – ପୋଲିସକୁ ମାରପିଟ ଅଭିଯୋଗ

Proprietor Abhimanyu Maharana by Proprietor Abhimanyu Maharana
March 19, 2024
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସହର ଉପକଣ୍ଠ ରେ ଥିବା ର୍ସିୟୁଟିଏମ୍ ରେ ଛାତ୍ର ଅସନ୍ତୋଷ – ପୋଲିସକୁ ମାରପିଟ ଅଭିଯୋଗ
Share on FacebookShare on TwitterWhatsapp

୧୮ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ପାରଳାଖେମୁଣ୍ଡି :->  ଦୀର୍ଘ ବର୍ଷ ପରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ତଥା ଗୋଷାଣି ବ୍ଲକ ଆର୍.ସୀତାପୁର ଗ୍ରାମ ନିକଟରେ ଥିବା ସେଞ୍ଚୁରିୟନ ବିଶ୍ବ ବିଦ୍ୟାଳୟରେ କୌଣସି କାରଣକୁ ନେଇ ଛାତ୍ରମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିବାର ଜଣାପଡିଛି । ଗତକାଲି ବିଳମ୍ବିତ ରାତ୍ର ସମୟରେ ଛାତ୍ରମାନେ ଉତ୍ତେଜିତ ହୋଇ କ୍ୟାମ୍ପସ ମଧ୍ୟରେ ହାଙ୍ଗାମା କରୁଥିବାର ଭିଡିଓ ଭାଇରାଲ ହେବାରେ ଲାଗିଛି । ସୂଚନା ମୁତାବକ ରାତ୍ର ସମୟରେ ଛାତ୍ରମାନେ ସଂଘବଦ୍ଧ ହୋଇ ସିୟୁଟିଏମ୍ କ୍ୟାମ୍ପସରେ ହୋ ହାଲ୍ଲା କରୁଥିଲେ ।

ତେବେ ଏପରି କାହା ବିରୋଧରେ ଅସନ୍ତୋଷ ପ୍ରକଟ କରୁଥିଲେ ସ୍ପଷ୍ଟ ଭାବେ ଜଣାପଡି ନଥିଲେ ମଧ୍ୟ ଗୁରାଣ୍ଡି ପୋଲିସକୁ ଖବର ଦିଆଯାଇଥିଲା ।ଘଟଣା ସ୍ଥଳରେ ଗୁରାଣ୍ଡି ପୋଲିସ ପହଞ୍ଚି ଆୟତ୍ତ କରିବା ପାଇଁ ଶେଷ୍ଠ କରୁଥିବା ବେଳେ କେତେକ ବାହାର ରାଜ୍ୟ ଅଣ ଓଡିଆ ଛାତ୍ରମାନେ ପୋଲିସ ସହ ଧସ୍ତାଧସ୍ତି ହେବା ସହ ଅତର୍କିତ ଭାବେ ଆକ୍ରମଣ କରିଥିଲେ । ଏହାପରେ ପାରଳାଖେମୁଣ୍ଡି ଠାରୁ ପୋଲିସ୍ ଫୋର୍ସ ପହଞ୍ଚି ଉତ୍ତେଜିତ ଛାତ୍ରଙ୍କୁ ବୁଝାସୁଝା କରିଥିଲେ । ହେଲେ କୌଣସି କାରଣରୁ ଉତ୍ତେଜିତ ଥିବା ଛାତ୍ରମାନେ ପଛଘୁଞ୍ଚା ଦେଇନଥିଲେ ମଧ୍ୟ ପୋଲିସ ଘୋଡାଇବାରୁ ସେମାନେ ନିଜ ନିଜ କ୍ୟାମ୍ପସ ମଧ୍ୟକୁ ଯାଇଥିଲେ ।

ଏପରି କି କିଛି ଛାତ୍ର ପୋଲିସ ମାଡ ମାରିଥିବାର କହି ଭିଡିଓ ଭାଇରାଲ କରିଛନ୍ତି । ତେବେ ଏନେଇ ସିୟୁଟିଏମ୍ କର୍ତ୍ତୃପକ୍ଷ ସାଧାରଣ ବଚସା ହୋଇଥିବା କହୁଥିଲା ବେଳେ ପୋଲିସ ଘଟଣାର ଅନୁଧ୍ୟାନ କରୁଥିବା କହିଛି । ଆଜି ମଧ୍ୟ ସିୟୁଟିଏମ୍ ପରିସରରେ ବ୍ୟାପକ ପୋଲିସ ମୁତୟନ ହୋଇଥିବାର ଦେଖିବାକୁ ମିଳିଛି ଅନ୍ୟପକ୍ଷରେ ଏହି ଛାତ୍ରମାନେ କାହା ବିରୁଦ୍ଧରେ ସ୍ୱର ଉତ୍ତାଳନ କରୁଥିଲେ, କାହିଁକି ଅଧାରାତ୍ରରେ କ୍ୟାମ୍ପସରେ ହାଙ୍ଗାମା କରୁଥିଲେ ତାର କୌଣସି ସଠିକ ଉତ୍ତର କାହାରି ପାଖରେ ନାହିଁ ।

ହେଲେ ଉତ୍ତେଜିତ ଛାତ୍ରଙ୍କ ଦ୍ବାରା ମାଡ ଖାଇଥିବା ପୋଲିସ କଣ ପଦକ୍ଷେପ ଗ୍ରହଣ କରୁଛି ନାଁ ଚୁପ ରହୁଛି ତାହା ପରବର୍ତୀ ସମୟରେ ସ୍ୱଷ୍ଟ ହେବ । ପ୍ରକାଶ ଥାଉକି ଏହି ସିୟୁଟିଏମ୍ ବିଶ୍ବବିଦ୍ୟାଳୟ ବୈଷୟିକ ଜ୍ଞାନ କୌଶଳ ପାଠ୍ୟକ୍ରମ ଓ ଶୃଙ୍ଖଳିତ ଶିକ୍ଷାଦାନରେ ଖ୍ୟାତି ଅର୍ଜନ କରିଥିବା ବେଳେ ବିଶ୍ବବିଦ୍ୟାଳୟର ଛାତ୍ରମାନେ କାହିଁକି ଉତ୍ତେଜିତ ହୋଇ ପୋଲିସକୁ ଆକ୍ରମଣ କଲେ ତାହାକୁ ନେଇ ସାଧାରଣରେ ଆଲୋଚନା ହେବାସହ ଘଟଣାକୁ ନେଇ ନାନାଦି ପ୍ରଶ୍ନ ସୃଷ୍ଟି ହେଉଛି. ସାଧାରଣ ନିର୍ବାଚନ ତାରିଖ ଘୋଷଣା ହୋଇ ସାରିଥିବାରୁ ପୋଲିସ ପ୍ରଶାସନ ସିୟୁଟିଏମ୍ ପରିସରରେ ପୂର୍ବଭଳି ଶାନ୍ତ ବାତାବରଣ ବଜାୟ ରଖିବା ପାଇଁ ଉଦ୍ୟମ ଜାରି ରଖିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version