• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀକ୍ଷେତ୍ର ପୁରୀରୁ ଆରମ୍ଭ ହୋଇଛି ବିଜେଡିର ନିର୍ବାଚନୀ ସମରସଜ୍ଜା : ପୁରୀ ଲୋକସଭା ଆସନରୁ ଅରୂପ ପଟ୍ଟନାୟକ – ଚିଲିକା ବିଧାନସଭା ଆସନରୁ ବାବା ପ୍ରସନ୍ନ ପାଟ୍ଟଶାଣୀ ପ୍ରାର୍ଥୀ

Proprietor Abhimanyu Maharana by Proprietor Abhimanyu Maharana
March 19, 2024
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ଶ୍ରୀକ୍ଷେତ୍ର ପୁରୀରୁ ଆରମ୍ଭ ହୋଇଛି ବିଜେଡିର ନିର୍ବାଚନୀ ସମରସଜ୍ଜା : ପୁରୀ ଲୋକସଭା ଆସନରୁ ଅରୂପ ପଟ୍ଟନାୟକ – ଚିଲିକା ବିଧାନସଭା ଆସନରୁ ବାବା ପ୍ରସନ୍ନ ପାଟ୍ଟଶାଣୀ ପ୍ରାର୍ଥୀ
Share on FacebookShare on TwitterWhatsapp

ସମ୍ଭାବ୍ୟ ପ୍ରାର୍ଥୀ :-> ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଉପସ୍ଥିତିରେ ଅରୂପ ପଟ୍ଟନାୟକ ଏବଂ ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ ନୟାଗଡ଼ ବିଧାୟକ ଅରୁଣ ସାହୁ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ, ପିପିଲି ବିଧାୟକ ରୁଦ୍ର ମହାରଥୀ, ସଞ୍ଜୟ ଦାସବର୍ମା, ସୁନୀଲ ମହାନ୍ତି, ଶୁଭାଶିଷ ଖୁଣ୍ଟିଆ ଏବଂ ପର୍ଯ୍ୟବେକ୍ଷକ ରବୀନ୍ଦ୍ର ଜେନା ।

୧୮ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର  :-> ନବୀନ ନିବାସରେ ପୁରୀ ସଂସଦୀୟ କ୍ଷେତ୍ର ଏବଂ ଏହାର ଅଧୀନସ୍ଥ ସବୁ ବିଧାୟକ, ସମ୍ଭାବ୍ୟ ପ୍ରାର୍ଥୀ ଏବଂ ପର୍ଯ୍ୟବେକ୍ଷକଙ୍କ ବୈଠକ ଡାକିଥିଲେ ସୁପ୍ରିମୋ । ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଉପସ୍ଥିତିରେ ଅରୂପ ପଟ୍ଟନାୟକ ଏବଂ ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ ନୟାଗଡ଼ ବିଧାୟକ ଅରୁଣ ସାହୁ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ, ପିପିଲି ବିଧାୟକ ରୁଦ୍ର ମହାରଥୀ, ସଞ୍ଜୟ ଦାସବର୍ମା, ସୁନୀଲ ମହାନ୍ତି, ଶୁଭାଶିଷ ଖୁଣ୍ଟିଆ ଏବଂ ପର୍ଯ୍ୟବେକ୍ଷକ ରବୀନ୍ଦ୍ର ଜେନା ଯୋଗଦେଇଥିଲେ । ଲୋକଙ୍କ ପାଖରେ ପହଞ୍ଚି ଦଳୀୟ କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଅତି ବିଶ୍ୱସ୍ତ ସୂତ୍ରର ଖବର ଅନୁଯାୟୀ, ସସପେନ୍ସରେ ଥିବା ପୁରୀ ଲୋକସଭା ଆସନ ସମେତ ପୁରୀ, ବ୍ରହ୍ମଗିରି ଓ ସତ୍ୟବାଦୀ ବିଧାନସଭାର ଆସନର ସମ୍ଭାବ୍ୟ ପ୍ରାର୍ଥୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଗ୍ରୀନ୍ ସିଗିନାଲ୍ ଆଯାଇଛି । ପୁରୀ ଲୋକସଭା ଆସନରୁ ଅରୂପ ପଟ୍ଟନାୟକ, ପୁରୀ ବିଧାନସଭା ଆସନରୁ ସ୍ୱର୍ଗତ ମହେଶ୍ୱର ମହାନ୍ତିଙ୍କ ପୁଅ ସୁନୀଲ ମହାନ୍ତି, ସତ୍ୟବାଦୀରୁ ସଞ୍ଜୟ ଦାସବର୍ମା ଏବଂ ବ୍ରହ୍ମଗିରିରୁ ଉମା ସାମନ୍ତରାୟ ପ୍ରାର୍ଥୀ ହେବେ । ଏଥି ନେଇ ପୂର୍ବରୁ ରହିଥିବା ସମସ୍ତ ଦ୍ୱନ୍ଦ ଦୂର ହୋଇଛି । ତେବେ ଏ ନେଇ ଆନୁଷ୍ଠାନିକ ଘୋଷଣା ହୋଇନାହିଁ । ସଂସଦୀୟ କ୍ଷେତ୍ରରେ ବିଜେଡିର ପ୍ରଦର୍ଶନ ଦମଦାର କରିବା ପାଇଁ ଦଳର ବରିଷ୍ଠ ନେତା ତଥା ବିଧାୟକ ଅରୁଣ ସାହୁଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

  • ଶ୍ରୀକ୍ଷେତ୍ର ପୁରୀରୁ ଆରମ୍ଭ ହୋଇଛି ବିଜେଡିର ନିର୍ବାଚନୀ ସମରସଜ୍ଜା । ସମୁଦାୟ ସଂସଦୀୟ କ୍ଷେତ୍ରରେ ଦଳର ସାଂଗଠନିକ ପ୍ରସ୍ତୁତିକୁ ସୁପ୍ରିମୋ ନବୀନ ପଟ୍ଟନାୟକ ସମୀକ୍ଷା କରିଥିବା ବେଳେ ଦଳୀୟ ପ୍ରାର୍ଥୀତ୍ୱ ଉପରେ କସରତ୍ କରିଛନ୍ତି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପୁରୀ ଲୋକସଭା ଆସନରୁ ଅରୂପ ପଟ୍ଟନାୟକଙ୍କ ପ୍ରାର୍ଥୀତ୍ୱ ଏକରକମ ଚୂଡ଼ାନ୍ତ ହୋଇଛି । ବିଜେଡି ପାଇଁ ଅତ୍ୟନ୍ତ ମହତ୍ତ୍ୱ ରଖୁଥିବା ଏହି ଆସନରୁ ଅରୂପଙ୍କୁ ପ୍ରାର୍ଥୀ କରିବାକୁ ନିଜେ ମୁଖ୍ୟମନ୍ତ୍ରୀ ଆଗ୍ରହ ପ୍ରକାଶ କରି ତାଙ୍କୁ ଗ୍ରୀନ୍ ସିଗନାଲ୍ ଦେଇଛନ୍ତି । ସେହିଭଳି ଚିଲିକା ବିଧାନସଭା ଆସନରୁ ବାବା ପ୍ରସନ୍ନ ପାଟ୍ଟଶାଣୀ ପ୍ରାର୍ଥୀ ହୋଇପାରନ୍ତି ।

ନିଜ ବିଧାନସଭା କ୍ଷେତ୍ର ନୟାଗଡ଼ ସମେତ ପୁରୀ ସଂସଦୀୟ କ୍ଷେତ୍ରର ଦାୟିତ୍ୱ ବୁଝିବେ । ତାଙ୍କ ନେତୃତ୍ୱ ଓ କୌଶଳ ଦଳକୁ ଅଶେଷ ସଫଳତା ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ରଖିଛନ୍ତି । ସୂଚନାଯୋଗ୍ୟ, ପୁରୀ ସଂସଦୀୟ କ୍ଷେତ୍ରର ସମ୍ଭାବ୍ୟ ପ୍ରାର୍ଥୀ ଅରୂପ ପଟ୍ଟନାୟକ ହେଉଛନ୍ତି ଡେଲାଙ୍ଗ ମାଟିର ପୁଅ । ପ୍ରଥମ ଥର ପାଇଁ ଜଣେ ଓଡ଼ିଆ ଭାବେ ମୁମ୍ବାଇର ପୁଲିସ କମିସନର ଭାବେ କାର୍ଯ୍ୟ କରି ସେ କେବଳ ତାଙ୍କ ଜନ୍ମମାଟି ନୁହେଁ, ସମଗ୍ର ଓଡ଼ିଶା ପାଇଁ ଖ୍ୟାତି ଆଣିଥିଲେ । ବିଜେଡିରେ ଯୋଗଦେବାର ଖୁବ୍ କମ୍ ସମୟ ବ୍ୟବଧାନରେ ଗତଥର ତାଙ୍କୁ ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଥିଲା ।ହେଲେ ମାତ୍ର ୨୧ ହଜାର ଭୋଟ ବ୍ୟବଧାନରେ ହାରି ଯାଇଥିଲେ । ତା’ ପରଠାରୁ ବିଜେଡିର ସାମାଜିକ ସଂଗଠନ “ଓଡ଼ିଶା ମୋ ପରିବାର’ର ଆବାହକ ଦାୟିତ୍ୱରେ ଅଛନ୍ତି । କ୍ୟାନସର ରୋଗୀଙ୍କ ପାଇଁ ତାଙ୍କର ପୁରୁଣା ସଂସ୍ଥା ‘କୋଣାର୍କ ଫାଉଣ୍ଡେସନ୍’ ମଧ୍ୟ କାର୍ଯ୍ୟ କରୁଛି । ଅଂଶୁମାନ କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ! ପୁରୀ ଆଲୋଚନା ସରିବା ପରେ ସଂଧ୍ୟାରେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଏବଂ ଅଧୀନସ୍ଥ ବିଧାନସଭା କ୍ଷେତ୍ରର ବିଧାୟକ, ସମ୍ଭାବ୍ୟ ପ୍ରାର୍ଥୀ ଏବଂ ପର୍ଯ୍ୟବେକ୍ଷକଙ୍କ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ ଉପସ୍ଥିତିରେ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ,ମନ୍ତ୍ରୀ ତଥା ଆଳି ବିଧାୟକ ପ୍ରତାପ ଦେବ, ରାଜନଗର ବିଧାୟକ ଧ୍ରୁବ ସାହୁ, ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ୍, ସମ୍ଭାବ୍ୟ ପ୍ରାର୍ଥୀ ଅରବିନ୍ଦ ମହାପାତ୍ର, ମାହାଙ୍ଗା ବିଧାୟକ ପ୍ରତାପ ଜେନା ଏବଂ ଅଂଶୁମାନ ମହାନ୍ତି ପ୍ରମୁଖ ଯୋଗଦେଇଥିଲେ । ସ୍ୱର୍ଗତ ନଳିନୀ ମହାନ୍ତିଙ୍କ ପୁଅ ଅଂଶୁମାନ ମହାନ୍ତିଙ୍କୁ କେନ୍ଦ୍ରାପଡ଼ା ଲୋକସଭା ଆସନ ଏବଂ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ରଙ୍କୁ ପାଟକୁରା ଆସନରୁ ପ୍ରାର୍ଥୀ କରିବା ପାଇଁ ଗ୍ରୀନ୍ ସିଗନାଲ୍ ଦିଆଯାଇଥିବା କୁହାଯାଉଛି । ତେବେ ଏ ନେଇ ସଠିକ୍ ସୂଚନା ମିଳିପାରିନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026
ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version