• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳା କୁ ଏନ ଏ ସି ମାନ୍ୟତା ଦାବିରେ ଆମରଣ ଅନଶନ  

Proprietor Abhimanyu Maharana by Proprietor Abhimanyu Maharana
March 20, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରାଜସୁନାଖଳା କୁ ଏନ ଏ ସି ମାନ୍ୟତା ଦାବିରେ ଆମରଣ ଅନଶନ  
Share on FacebookShare on TwitterWhatsapp

୧୯ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ରାଜସୁନାଖଳା :-> ରାଜସୁନାଖଳା କୁ ଏନ ଏ ସି ମାନ୍ୟତା ଦାବିରେ ଆମରଣ ଅନଶନ ଜାରି l ସ୍ଥାନୀୟ ଯୁବସମାଜସେବୀ ତଥା ସାମ୍ବାଦିକ ଆର୍ତତ୍ରାଣ ପ୍ରଧାନ ମଙ୍ଗଳବାର ଠାରୁ ଆମରଣ ଅନଶନ ଆରମ୍ଭ କରିଛନ୍ତି l ସ୍ଥାନୀୟ ସିଟିସ୍କୁଲ ପଡିଆ ଠାରେ ମଞ୍ଚ ପ୍ରସ୍ତୁତ କରି ଅହୋରାତ୍ର ଆମରଣ ଅନଶନ ରେ ବସିଛନ୍ତି ଆର୍ତତ୍ରାଣ l ଆଞ୍ଚଳିକ ବିକାଶ ପରିଷଦ ଆନୁକୂଲ୍ୟରେ ଏହି ଅନଶନ ଜାରି ରହିଛି l ତେଵେ ଏହି ଅନଶନ କୁ ସ୍ଥାନୀୟ ବୁଦ୍ଧିଜୀବୀ, ସ୍ବେଛାସେବୀ, ସାମ୍ବାଦିକ ତଥା ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ସମର୍ଥନ ଜଣାଇଛନ୍ତି lସମ୍ପ୍ରତି ନିର୍ବାଚନ ପାଇଁ ଆଚରଣ ଵିଧି ଲାଗିଥିବା ବେଳେ ସରକାର ବିଜ୍ଞାପିତ ଅଞ୍ଚଳ ଘୋଷଣା କରିବାର ସମ୍ଭାବନା ନ ଥିବାରୁ ନିର୍ଭରଯୋଗ୍ୟ ପ୍ରତିଶୃତି ପ୍ରଦାନ ପର୍ଯ୍ୟନ୍ତ ଅନଶନ ଜାରି ରହିବ ବୋଲି ସୂଚନା ଦେଇଛି ପରିଷଦ l ସରକାର ରାଜ୍ୟର ଅନେକ ସ୍ଥାନକୁ ନିର୍ବାଚନ ପୂର୍ବରୁ ଏନ ଏ ସି ମାନ୍ୟତା ପ୍ରଦାନ କରିଥିବା ବେଳେ ରାଜ ସୁନାଖଳା ସମ୍ପୂର୍ଣ ଯୋଗ୍ୟ ହୋଇ ମଧ୍ୟ ଏହି ମାନ୍ୟତରୁ ବଞ୍ଚିତ ରହିଛି l ତେଵେ ସ୍ଥାନୀୟ ଜନସାଧାରଣ ଏନେଇ ଦାବି ଜୋର କରିଛନ୍ତି lଅନଶନ ଭଙ୍ଗ କରିବାକୁ ପ୍ରଶାସନିକ ଚାପ ପଡିଲେ ସ୍ଥାନୀୟ ଜନସାଧାରଣ ଙ୍କ ସହ ପରିଷଦ ରାଜ ରାସ୍ତାକୁ ଓଲ୍ହାଇବ ବୋଲି ସୂଚନା ମିଳିଛି l ଏହି ଅନଶନ କୁ ବିଭିନ୍ନ ଦଳର ରାଜନେତା ସମର୍ଥନ ଜଣାଉଥିବା ଦେଖିବାକୁ ମିଳିଛି l ପୂର୍ବରୁ ଶ୍ରୀପ୍ରଧାନ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ଜିଲ୍ଲାପାଳ, ଏସ ପି, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ, ନଗର ଉନ୍ନୟନ ସଚିବ ଙ୍କୁ ଅନଶନ ପାଇଁ ସ୍ମାରକପତ୍ର ପଠାଇଥିଲେ l ତେଵେ ଖୁବ ଶୀଘ୍ର ରାଜ୍ୟ ସରକାର ଦୃଷ୍ଟି ଦେବାକୁ ସ୍ଥାନୀୟ ଅଧିବାସୀ ନିବେଦନ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version