• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ର ସଫଳ ମୁକାବିଲା ଲାଗି ପ୍ରସ୍ତୁତି ବୈଠକ ଅନଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 21, 2024
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ର ସଫଳ ମୁକାବିଲା ଲାଗି ପ୍ରସ୍ତୁତି ବୈଠକ ଅନଷ୍ଠିତ
Share on FacebookShare on TwitterWhatsapp

୨୦ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ପାରଳାଖେମୁଣ୍ଡି :-> ଚଳିତ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ର ସଫଳ ମୁକାବିଲା ଲାଗି ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ସ୍ବତନ୍ତ୍ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହାର ଉଦ୍ଧେଶ୍ୟ ଚଳିତ ସାଧାରଣ ନିର୍ବାଚନ ସମୟରେ ଭୋଟର ତଥା ନିର୍ବାଚନରେ ନିୟୋଜିତ କର୍ମଚାରୀ ମାନଙ୍କର ସ୍ବାସ୍ଥ୍ୟ ସମସ୍ୟା, ଅଂଶୁଘାତରେ ଯେପରି କାହାର ସ୍ୱାସ୍ଥ୍ୟର ସମସ୍ୟା କ୍ଷତି ନହେବ ସେଥି ନିମନ୍ତେ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ଏକ ସ୍ବତନ୍ତ୍ର ବୈଠକରେ ପୁଙ୍ଖାନୁପଙ୍ଖ ଆଲୋଚନା କରାଯାଇଛି। ଅଂଶୁଘାତ ଏକ ଧନ ଜୀବନ ପ୍ରତି ବିପଦ ରହିଥାଏ, ଯେ ହେତୁ ସଧାରଣ ନିର୍ବାଚନ ଗ୍ରୀଷ୍ମ ମାସରେ ସ୍ଥିର ହୋଇଛି। ଏଣୁ ଏହି ସମୟରେ ଜନସାଧରଣ ଙ୍କ ନିର୍ବାଚନ ପ୍ରକ୍ରିୟାରେ ସହଭାଗିତା ରହିଥାଏ। ଯାଥା:- ରାଲି, ସଭା ସମିତି, ଗ୍ରାମ ଭ୍ରମଣ କାର୍ଯକ୍ରମ ଇତ୍ୟାଦି ରହିଥାଏ ।

ଲୋକମାନଙ୍କର ଅଜାଣତରେ ଅଂଶୁଘାତରେ ଶିକାର ହୋଇଥାନ୍ତି। ଏଣୁ ଏହାର ସଫଳ ମୁକାବିଲା ଲାଗି ଭୋଟର ମାନଙ୍କ ସ୍ତରରେ ବ୍ୟାପକ ସଚେତନତା ବୃଦ୍ଧି କରାଇବା ଏଵଂ ବିଭାଗୀୟ କର୍ମଚାରୀଙ୍କୁ ସେମାନଙ୍କୁ ଅବଗତ କରାଇବା ଯାହାଦ୍ଵାରା କି ନିର୍ବାଚନ ସମୟରେ ଅଂଶୁଘାତରେ କୌଣସି ଧନଜୀବନ କ୍ଷତି ରଖା ଯାଇପାରିବ। ଅଂଶୁଘାତ ସମୟରେ ୬୦ ବର୍ଷ ରୁ ଉର୍ଦ୍ଧ ବୟସ୍କ, ଭିନ୍ନକ୍ଷମ ବ୍ୟକ୍ତି ଓ ଗର୍ଭବତୀ ମହିଳା ମାନଙ୍କ ପ୍ରତି ଅଂଶୁଘାତ ହେବାର ଆଶଙ୍କା ରହିଅଛି। ତେଣୁ ଭୋଟର ମାନଙ୍କ ଜାଗ୍ରତ ବୃଦ୍ଧି କରିବା ଓ ଭୋଟର କେନ୍ଦ୍ରରେ ପାନୀୟ ଜଳ ,ଓଆରଏସ ପେକେଟ,ଆବଶ୍ୟକୀୟ ଔଷଧ ଓ ଛାୟୀ ରଖିବା ଇତ୍ୟାଦି ସୁବନ୍ଧବସ୍ତ କରିବା ଯାହାଦ୍ଵାରା କି ନିର୍ବାଚନ ସମୟରେ ସଫଳ ମୁକାବିଲା କରାଯାଇ ପାରିବ। ସେହିପରି ଗ୍ରୀଷ୍ମ ଦିନେ ବିଶେଷ କରି ପାନୀୟଜଳ ସମସ୍ୟା ଯେପରି ନ ଉପୁଜେ, ବିଦ୍ୟୁତ ବିଭ୍ରାଟ କିପରି ନ ଘଟେ, ପୋଶୁ ପକ୍ଷୀ ମାନଙ୍କ ଯତ୍ନ ନେବା,

ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼ ଲାଇନ ଅନୁଯାୟୀ ସକାଳ ସମୟରେ ଖୋଲିବା, ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା, ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ପରିବର୍ତ୍ତନ କରିବା, ଜୀବ ଜନ୍ତୁଙ୍କ ସୁରକ୍ଷା,ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ସେହିପରି ଗ୍ରାମାଞ୍ଚଳ,ପାରଳାଖେମୁଣ୍ଡି ପୌରପରିଷଦ, କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ, ସମସ୍ତ ବ୍ଲକରେ ଛକ ଜାଗାରେ ଜଳଛତ୍ର ଖୋଲଜିବାକିକୁ ମଧ୍ଯ ଆଲୋଚନା କରାଯାଇଛି। ଖରାପ ଥିବା ନଳକୂପ କୁ ତୁରନ୍ତ ମରାମତି କରିବାକୁ କୁହାଯାଇଛି।

ସେହିପରି ମଧ୍ୟାହ୍ନ ସମୟରେ ବାହାରେ ବୁଲିବାବେଳେ ପାଣି ବୋତଲ, ଟୋପି ତଥା ଓଦା କପଡ଼ା ଇତ୍ୟାଦି ମୁଣ୍ଡରେ ପକାଇ ଯାତାୟତ କରିବା ନେଇ ଜିଲ୍ଳାର ସମସ୍ତ ଜନସାଧାରଣଙ୍କୁ ବ୍ୟାପକ ସଚେତନତା କରାଯିବାକୁ ମଧ୍ଯ ଆଲୋଚନା ହୋଇଥିଲା ଏହି ବୈଠକରେ ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ. ଆନନ୍ଦ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା,ଜିଲ୍ଲା ଜରୁରକାଳୀନ ଅଧିକାରୀ ଶ୍ରୀ ଜଗନ୍ନାଥ ପାଢ଼ୀ ଓ ଜିଲ୍ଲା ବିପର୍ଯ୍ୟ ପରିଚାଳନା ପରାମର୍ଶ ଦାତା ଶ୍ରୀ ପ୍ରଦୋଷ କୁମାର ଶତପଥୀ ସମେତ ଜିଲ୍ଲାର ସମସ୍ତ ତହସିଲଦାର , ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ସମସ୍ତ ଲାଇନ୍ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version