• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟାଟା ଷ୍ଟିଲ୍ କଳିଙ୍ଗନଗରରେ ୫୩ତମ ଜାତୀୟ ସୁରକ୍ଷା ସପ୍ତାହ ଉଦ୍‌ଯାପିତ

Proprietor Abhimanyu Maharana by Proprietor Abhimanyu Maharana
March 23, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଟାଟା ଷ୍ଟିଲ୍ କଳିଙ୍ଗନଗରରେ ୫୩ତମ ଜାତୀୟ ସୁରକ୍ଷା ସପ୍ତାହ ଉଦ୍‌ଯାପିତ
Share on FacebookShare on TwitterWhatsapp

୨୨ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) କଳିଙ୍ଗନଗର :-> ଟାଟା ଷ୍ଟିଲ୍ କଳିଙ୍ଗନଗର (ଟିଏସ୍‌କେ)ର କାରଖାନା ପରିସରରେ ୫୩ତମ ଜାତୀୟ ନିରାପତା ସପ୍ତାହର ସମାପନୀ ଉତ୍ସବ ଗୁରୁବାର ଦିନ ଉଦ୍‌ଯାପିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଟିଏସ୍‌କେର ଉପସଭାପତି (ଅପରେସନ) ରାଜୀବ କୁମାର ଏବଂ ସମ୍ମାନିତ ଅତିଥି ଭାବେ ଟାଟା ଷ୍ଟିଲର ସେଫ୍ଟି, ହେଲ୍ଥ ଆଣ୍ଡ୍ ସଷ୍ଟେନେବିଲିଟି (ଏସ୍‌ଏଚ୍‌ଏସ୍‌)ର ଉପସଭାପତି ରାଜୀବ ମଙ୍ଗଲ,ଟାଟା ଷ୍ଟିଲ୍ କଳିଙ୍ଗନଗର ୱାର୍କର୍ସ ୟୁନିଅନ୍ (ଟିଏସ୍‌କେଡବ୍ଲ୍ୟୁୟୁ) ର ସଭାପତି ରବୀନ୍ଦ୍ର ଜାମୁଦା, ଟାଟା ଷ୍ଟିଲ୍ ସୁରକ୍ଷା (ଆଇଆଣ୍ଡଏସ୍‌ଇ) ବିଭାଗର ମୁଖ୍ୟ ନୀରଜ ସିହ୍ନା, ଟିଏସ୍‌କେର ଅନ୍ୟ ବରିଷ୍ଠ ଅଧିକାରୀ ଏବଂ ବ୍ୟବସାୟୀ ଅଂଶୀଦାରମାନେ ଯୋଗ ଦେଇଥିଲେ । ଜାତୀୟ ନିରାପତା ସପ୍ତାହର ସମାପନୀ ସମାରୋହରେ କର୍ମକ୍ଷେତ୍ର, ସଡ଼କ, ଗୃହ ଏବଂ ସମୁଦାୟ ସମେତ ଜୀବନର ବିଭିନ୍ନ ଦିଗରେ ନିରାପତାର ଗୁରୁତ୍ୱକୁ ପାଳନ କରିବା ପାଇଁ କର୍ମଚାରୀ ଏବଂ ବିଭିନ୍ନ ବ୍ୟବସାୟିକ ଅଂଶୀଦାରଙ୍କ ସମେତ ୩୦୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗ ଦେଇଥିଲେ ।

ଏହି ଉତ୍ସବ ଚଳିତ ବର୍ଷର ବିଷୟବସ୍ତୁ ଇଏସ୍‌ଜି ଉତ୍କର୍ଷତା ପାଇଁ ନିରାପତା ନେତୃତ୍ୱ ଉପରେ ଧ୍ୟାନ’ ଉପରେ କେନ୍ଦ୍ରିତ ଯାହା ଦୀର୍ଘସ୍ଥାୟୀ ଏବଂ ଦାୟିତ୍ୱପୂର୍ଣ୍ଣ ବିକାଶକୁ ପ୍ରୋତ୍ସାହିତ କରିବା, ବ୍ୟକ୍ତି ବିଶେଷ ଏବଂ ପରିବେଶର କଲ୍ୟାଣ ସୁନିଶ୍ଚିତ କରିବାରେ ସକ୍ରିୟ ନେତୃତ୍ୱ ଉପରେ ଗୁରୁତ୍ୱାରୋପ କରେ । ଏହି ଅବସରରେ ଟିଏସ୍‌କେ ମଧ୍ୟରେ ଥିବା ବିଭିନ୍ନ ବିଭାଗକୁ ପ୍ରୋସେସ୍ ସେଫ୍ଟି ମ୍ୟାନେଜମେଂଟ (ପିଏସ୍‌ଏମ), କଂଟ୍ରାକ୍ଟର ସେଫ୍ଟି ମ୍ୟାନେଜମେଂଟ (ସିଏସଏମ), ରେଳ ଓ ସଡ଼କ ସୁରକ୍ଷା, ପ୍ଲାଂଟ ମେଂଟେନାନ୍ସ ଏବଂ ଇଞ୍ଜିନିୟରିଂ (ପିଏମଇ), ଦକ୍ଷତା ଉନ୍ନତୀକରଣ, ଜରୁରୀକାଳୀନ ପ୍ରତିକ୍ରିୟା ଦଳ (ଇଆରଟି) ପଦକ୍ଷେପ, ନିରାପତା ପ୍ରଦର୍ଶନ ସୂଚକାଙ୍କ (ଏସ୍‌ପିଆଇ), ପ୍ରାଥମିକ ଚିକିତ୍ସା ଅଭ୍ୟାସରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱୀକୃତି ଓ ପୁରସ୍କାର ପ୍ରଦାନ କରାଯାଇଥିଲା ।

ଏହି ଅବସରରେ ସଡ଼କ ସୁରକ୍ଷା ମାସ ଓ ଜାତୀୟ ନିରାପତା ସପ୍ତାହରେ ଆୟୋଜିତ କୁଇଜ୍ ଓ ପୋଷ୍ଟର ମେକିଂ ପ୍ରତିଯୋଗିତା ସମେତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ସମ୍ମାନିତ କରାଯାଇଥିଲା । ସମସ୍ତ କର୍ମଚାରୀଙ୍କ ପାଇଁ ଏକ ସୁରକ୍ଷିତ କାର୍ଯ୍ୟ ବାତାବରଣ ସୁନିଶ୍ଚିତ କରିବା ପାଇଁ ଟାଟା ଷ୍ଟିଲ୍‌ର ଅତୁଟ ପ୍ରତିବଦ୍ଧତାର ପ୍ରମାଣ ଥିଲା ଏହି ସମାପନ ସମାରୋହ । କର୍ମଚାରୀ, ପରିଚାଳନାବର୍ଗ, ଅଂଶୀଦାର ଏବଂ ନିରାପତା ବିଶେଷଜ୍ଞମାନଙ୍କୁ ଏକାଠି କରି କର୍ମକ୍ଷେତ୍ରରେ ନିରାପତାର ଗୁରୁତ୍ୱ ଉପରେ ଆଲୋଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଣ୍ଟାବାଞ୍ଜି ପ୍ରେସ୍ କ୍ଲବର ଷଷ୍ଠ ବାର୍ଷିକୀ ଧୂମଧାମରେ ପାଳିତ

କଣ୍ଟାବାଞ୍ଜି ପ୍ରେସ୍ କ୍ଲବର ଷଷ୍ଠ ବାର୍ଷିକୀ ଧୂମଧାମରେ ପାଳିତ

August 21, 2026
କଣ୍ଟାବାଞ୍ଜି ମହିଳା କଲେଜରେ ଶକ୍ତିଶ୍ରୀ ଆତ୍ମସୁରକ୍ଷା ଶିବିର ଉଦ୍‌ଘାଟିତ

କଣ୍ଟାବାଞ୍ଜି ମହିଳା କଲେଜରେ ଶକ୍ତିଶ୍ରୀ ଆତ୍ମସୁରକ୍ଷା ଶିବିର ଉଦ୍‌ଘାଟିତ

August 21, 2026
SDI Bhubaneswar @5 – Celebrating Five Years of the Permanent Campus

SDI Bhubaneswar @5 – Celebrating Five Years of the Permanent Campus

August 21, 2026
ପୁରୀ ବିଚ୍ ଫଟୋଗ୍ରାଫର ମହସଂଘ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

ପୁରୀ ବିଚ୍ ଫଟୋଗ୍ରାଫର ମହସଂଘ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

August 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଣ୍ଟାବାଞ୍ଜି ପ୍ରେସ୍ କ୍ଲବର ଷଷ୍ଠ ବାର୍ଷିକୀ ଧୂମଧାମରେ ପାଳିତ

କଣ୍ଟାବାଞ୍ଜି ପ୍ରେସ୍ କ୍ଲବର ଷଷ୍ଠ ବାର୍ଷିକୀ ଧୂମଧାମରେ ପାଳିତ

August 21, 2026
କଣ୍ଟାବାଞ୍ଜି ମହିଳା କଲେଜରେ ଶକ୍ତିଶ୍ରୀ ଆତ୍ମସୁରକ୍ଷା ଶିବିର ଉଦ୍‌ଘାଟିତ

କଣ୍ଟାବାଞ୍ଜି ମହିଳା କଲେଜରେ ଶକ୍ତିଶ୍ରୀ ଆତ୍ମସୁରକ୍ଷା ଶିବିର ଉଦ୍‌ଘାଟିତ

August 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version