• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରତିଦିନ ଖାଆନ୍ତୁ ଗୋଟିଏ ସେଓ ! ଶାରୀରିକ ସମସ୍ୟାରୁ ମିଳିଥାଏ ମୁକ୍ତି ।

Proprietor Abhimanyu Maharana by Proprietor Abhimanyu Maharana
July 30, 2020
in Uncategorized, ଓଡ଼ିଶା, ଜୀବନଚର୍ଯ୍ୟା, ହୋମ୍
0
ପ୍ରତିଦିନ ଖାଆନ୍ତୁ ଗୋଟିଏ ସେଓ ! ଶାରୀରିକ ସମସ୍ୟାରୁ ମିଳିଥାଏ ମୁକ୍ତି ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୩୦ ଜୁଲାଇ ଗୁରୁବାର), ରିପୋର୍ଟ -ସୋନାଲି :- ସେଓଫଳ ଖାଇବା ଶରୀର ପାଇଁ କେତେ ଲାଭଦାୟକ ତାହା ଲୋକମାନେ ଜାଣି ମଧ୍ୟ ନିଜ ପ୍ରତିଦିନର ଖାଦ୍ୟରେ ତାକୁ ସାମିଲ କରନ୍ତି ନାହିଁ । କିଛି ଲୋକ ଚାହିଁ ଖାଇ ପାରୁ ନଥିବା ବେଳେ କିଛି ଲୋକ ଖାଇବାକୁ ପସନ୍ଦ କରନ୍ତି ନାହିଁ । କିନ୍ତୁ ପ୍ରତିଦିନ ଗୋଟେ ସେଓ ଫଳ ଖାଇବା ଦ୍ୱାରା ଶରୀରକୁ ମିଳୁଥିବା ଫାଇଦା ବିଷୟରେ ଜାଣିବା ପରେ ଆପଣମାନେ ଏହାକୁ ନିହାତି ଭାବରେ ଖାଇବା ଆରମ୍ଭ କରିବେ । କିନ୍ତୁ ସେଓ ଫଳ ଖାଇବା ବେଳେ ତା’ର ଚୋପାକୁ ନ କାଟି ଚୋପା ସହ ଖାଇବାର ଅଭ୍ୟାସ କରନ୍ତୁ । ଯାହାଦ୍ୱାରା ସେଓଫଳ ଚୋପାରେ ଥିବା ପୋଷକ ଆପଣଙ୍କ ଶରୀରକୁ ମିଳି ପାରିବ । ତେବେ ଆସନ୍ତୁ ଜାଣିବା ଏହା କେଉଁସବୁ ଶାରୀରିକ ସମସ୍ୟାରୁ ମୁକ୍ତି ଦେଇଥାଏ…

୧. ସେଓ ଫଳରେ ଅଧିକ ପରିମାଣରେ ଆଣ୍ଟିଅକ୍ସିଡ଼ାଣ୍ଟ ରହିଥାଏ । ଯାହା ସ୍ମରଣ ଶକ୍ତିକୁ ସକ୍ରିୟ କରି ରଖିଥାଏ । ସେଥିପାଇଁ ପ୍ରତିଦିନ ଗୋଟେ ସେଓ ଫଳ ଖାଇବା ଦ୍ୱାରା ସ୍ମରଣ ଶକ୍ତି ବଢ଼ିଥାଏ ।

୨. ଆଜିକାଲି କର୍କଟ ରୋଗ ଅତି ସାଧାରଣ ହୋଇ ଗଲାଣି । ଦେଶରେ ଅଧାରୁ ଅଧିକ ଲୋକ କର୍କଟ ରୋଗର ଶିକାର ହେଉଛନ୍ତି । ସେଥିପାଇଁ ପ୍ରତିଦିନ ସେଓ ଫଳ ନିହାତି ଖାଇବା ଦରକାର । ଏଥିରେ କ୍ୟାଲସିୟମ,ଏଣ୍ଟିଅକ୍ସିଡ଼ାଣ୍ଟ ଏବଂ ଫ୍ଲାଭୋନଏଡର ଗୁଣ ରହିଥାଏ । ଯାହା କର୍କଟ ରୋଗ ସୃଷ୍ଟିକାରୀ ତତ୍ତ୍ୱକୁ ବଢ଼ିବାକୁ ନେଇ ନଥାଏ ।

୩. ଦାନ୍ତରେ ହେଉଥିବା କ୍ୟାଭିଟି ସମସ୍ୟାରୁ ସେଓ ଫଳ ମୁକ୍ତି ଦେଇଥାଏ । ଗର୍ଭାବସ୍ଥାରେ ଏହାକୁ ସେବନ କରିବା ଦ୍ୱାରା ଶରୀରରେ ରକ୍ତର ଅଭାବ ପୂରଣ ହୋଇଥାଏ ।

୪. ବଡ଼ ପିଲାମାନଙ୍କଠାରୁ ଆରମ୍ଭ କରି ଛୋଟ ପିଲାମାନଙ୍କ ପର୍ୟ୍ୟନ୍ତ ସମସ୍ତଙ୍କ ପାଖରେ ଦୃଷ୍ଟିଶକ୍ତି କମ ହେବାର ସମସ୍ୟା ଦେଖା ଯାଉଛି । ଏହି ସମସ୍ୟାରୁ ଦୂରରେ ରହିବା ପାଇଁ ପ୍ରତିଦିନ ସେଓ ଫଳ ଖାଇବା ଆରମ୍ଭ କରନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version