• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈରୀ ଥାନା ଅଞ୍ଚଳରେ ପୁଲିସ ଓ ସିଆରପିଏଫ୍ ପକ୍ଷରୁ ଫ୍ଲାଗମାର୍ଚ୍ଚ

Proprietor Abhimanyu Maharana by Proprietor Abhimanyu Maharana
March 24, 2024
in ଓଡ଼ିଶା, ଯାଜପୁର, ହୋମ୍
0
୧୬ନଂ ଜାତୀୟ ରାଜପଥରେ ଦୁର୍ଘଟଣାରେ ଜଣ ମୃତ ବରଣ କରିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି
Share on FacebookShare on TwitterWhatsapp

୨୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ବଡଚଣା  :-> ଆସନ୍ତା ସାଧାରଣ ନିର୍ବାଚନକୁ ପରିପେକ୍ଷୀରେ ବଡଚଣା ନିର୍ବାଚନ ମଣ୍ଡଳୀରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ ରଖିବା ପାଇଁ ଶନିବାର ଅପରାହ୍ନ ୩ଟା ବୈରୀ ଥାନାର ବିଭିନ୍ନ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି । ଏହି ଫ୍ଲାଗ ମାର୍ଚ୍ଚ ଛତିଆ, ନେଳୀଆ, ଚମ୍ପାପୁର, ବୈରୀ, ବନ୍ତଳା, କାଇମାଟିଆ, ଶାଳପଡ଼ା, ସୋଲର, ସମିଆଁ ଓ ପାରିଆ ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ହୋଇଥିବା ଜଣାପଡିଛି ।

ଏହି କାର୍ଯ୍ୟକ୍ରମରେ ବୈରୀ ଥାନା ଅଧିକାରୀ ଶରତଚନ୍ଦ୍ର ନାୟକ, ଛତିଆ ବିଟ୍ ହାଉସ ଅଧିକାରୀ ମହେନ୍ଦ୍ର କୁମାର ସେଠୀ, ଏସ୍ ଅଇ ସ୍ନେହଲତା ଗିରି, ସଂଗ୍ରାମ କେଶରୀ ରାଉତ ଏଏସଆଇ ଅକ୍ଷୟ କୁମାର ବେହେରା , ସିଆରପିଏଫର ଇନିସପେକ୍ଟର ବିନୟ କୁମାରଙ୍କ ନେତୃତ୍ଵରେ ଅଧିକାରୀ ମାନେ ସାମିଲ ହୋଇଥିଲେ।

ସିଆରପିଏଫର ସଶସ୍ତ୍ର ଜବାନ ଫ୍ଲାଗମାର୍ଚ୍ଚ କରିଥିଲେ । ଚଳିତ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ ଓ ଶାନ୍ତି ଶୃଙ୍ଖଳାରେ ନିରପେକ୍ଷ ସହିତ ପରିଚାଳନା କରିବା କ୍ଷେତ୍ରରେ ପୁଲିସ ଓ ସୁରକ୍ଷା ବାହିନୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version