• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କାନ୍ଦିଲେ …

Proprietor Abhimanyu Maharana by Proprietor Abhimanyu Maharana
March 24, 2024
in ଓଡ଼ିଶା, ଦେଶ, ହୋମ୍
0
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କାନ୍ଦିଲେ …
Share on FacebookShare on TwitterWhatsapp

୨୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ନୂଆଦିଲ୍ଲୀ :-> ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଇଡି ପକ୍ଷରୁ ଗିରଫ ଏବଂ ରିମାଣ୍ଡକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି । ଗୋଟିଏ ଦିନ ପୂର୍ବରୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ କେଜ୍‌ ରିୱାଲଙ୍କୁ ଜାମିନ ଦେବାକୁ ମନା କରିଦେଇଥିଲେ ଏବଂ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ତାଙ୍କୁ ଇଡି ହେପାଜତକୁ ପଠାଇଥିଲେ । ଏବେ ହାଇକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ତାଙ୍କ ପକ୍ଷରୁ ଯୁକ୍ତି ଦର୍ଶାଯାଇଛି ଯେ ଉଭୟ ଇଡିଦ୍ୱାରା ଗିରଫ ଏବଂ ରିମାଣ୍ଡ ଆଦେଶ ଅବୈଧ ।

ଏଣୁ ସେ ତୁରନ୍ତ ଇଡି ହେପାଜତରୁ ମୁକ୍ତ ହେବା ଯୋଗ୍ୟ । କେଜ୍ରିୱାଲଙ୍କ ତରଫରୁ ୨୪ ମାର୍ଚ୍ଚ ରବିବାର ପର୍ଯ୍ୟନ୍ତ ତୁରନ୍ତ ଶୁଣାଣି ପାଇଁ ହାଇକୋର୍ଟର କାର୍ଯ୍ୟକାରୀ ପ୍ରଧାନ ବିଚାରପତିଙ୍କ ନିକଟରେ ଦାବି କରାଯାଇଛି । ତେବେ ବର୍ତ୍ତମାନ ସୂଚନା ଆସୁଛି ଯେ ହୋଲି ଛୁଟି ପରେ କେଜ୍ରିୱାଲଙ୍କ ଆବେଦନ ଶୁଣାଣି ହେବ । ଦିଲ୍ଲୀ ଅବକାରୀ ପଲିସିରେ ଟଙ୍କା ହେରଫେର ଅଭିଯୋଗର ତଦନ୍ତ କରୁଥିବା ଇଡି ଗୁରୁବାର ରାତିରେ କେଜ୍ରିୱାଲଙ୍କୁ ଗିରଫ କରିଛି ।

ଇଡି ଟିମ୍‌ ପ୍ରଥମେ କେଜ୍ରିୱାଲଙ୍କ ଘରେ ପହଞ୍ଚି ଖୋଜାଖୋଜି କରିଥିଲେ । ଏହା ପରେ କେଜ୍ରିୱାଲଙ୍କୁ ରାତି ପ୍ରାୟ ୯ଟା ସମୟରେ ଗିରଫ କରାଯାଇଥିଲା । ଗିରଫ ପରେ ଇଡି ଟିମ୍ ତାଙ୍କୁ ଶୁକ୍ରବାର ରାଉସ ଆଭେନ୍ୟୁ କୋର୍ଟରେ ହାଜର କରିଥିଲେ । କୋର୍ଟରେ କେଜ୍ରିୱାଲଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଇଡ ଟିମ୍ ଦାବି କରିଥିଲା । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ କୋର୍ଟ କେଜ୍‌ ଦ୍ଭରିୱାଲଙ୍କୁ ଜାମିନ ଦେବାକୁ ମନା କରିଦେଇଥିଲେ । ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ତାଙ୍କୁ ଇଡି ହେପାଜତକୁ ପଠାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version