• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିକ୍ଷକଙ୍କ ‘ବିଶ୍ଵ ଜଳ ଦିବସ’ ଉପଲକ୍ଷେ ସଚେତନତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
March 24, 2024
in ଓଡ଼ିଶା, କଟକ, ହୋମ୍
0
ଶିକ୍ଷକଙ୍କ ‘ବିଶ୍ଵ ଜଳ ଦିବସ’ ଉପଲକ୍ଷେ ସଚେତନତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୨୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ନିଆଳି :-> ବିଶ୍ବ ଜଳ ଦିବସ ପାଳନ ଅବସରରେ ସମାଜ ସେବୀ ନିରଞ୍ଜନ ବିଶ୍ଵାଳଙ୍କ ଗାଁ ଗାଁରେ ଜଳକୁ କିପରି ସଂରକ୍ଷିତ ରଖିପାରିବା ଏବଂ ଏହାର ସଦୁପଯୋଗ କରିବା ଲାଗି ସମସ୍ତେ ଧ୍ୟାନ ଦେବା ଉଚିତ ବୋଲି କହିବା ସହ ସଚେତନ ପାଇଁ ପ୍ରଚାର ପ୍ରସାର କରିଥିଲେ । ପ୍ରତିବର୍ଷ ମାର୍ଚ୍ଚ ୨୨ ତାରିଖରେ ବିଶ୍ବସାରା ପାଳିତ ହୋଇଥାଏ। ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ଵ ତଥା ଆବଶ୍ୟକତା ବିଷୟରେ ବିଜ୍ଞାନ ଶିକ୍ଷକ ତଥା ସମାଜସେବୀ ନିରଞ୍ଜନ ବିଶ୍ୱାଳ ଏକ ଜନ ସଚେତନତା କାର୍ଯ୍ୟକ୍ରମ ସୃଷ୍ଟି କରିଛନ୍ତି।

ଜଳ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ପିଇବା ଠାରୁ ଆରମ୍ଭ କରି ଗାଧୋଇବା ପର୍ଯ୍ୟନ୍ତ ଜଳ ହେଉଛି ଏକ ପ୍ରାକୃତିକ ଉତ୍ସ ଯାହା ଆମର ଦୈନନ୍ଦିନ ଜୀବନରେ ଅପରିହାର୍ଯ୍ୟ ଅଟେ। ଆମେ ଦୈନନ୍ଦିନ କାର୍ଯ୍ୟକଳାପ ପାଇଁ ବ୍ୟବହାର କରୁଥିବା ଅଧିକାଂଶ ଜଳ ଭୂତଳ ଜଳ, ତୁଷାର ଏବଂ ନଦୀ ତଥା ଝରଣା ଗୁଡିକରୁ ଆସିଥାଏ। ଆମର ସ୍ଥିର ଏବଂ ସୁସ୍ଥ ଜୀବନଶୈଳୀ ଅଛି ବୋଲି ସୁନିଶ୍ଚିତ କରିବାରେ ଏହି ପ୍ରାକୃତିକ ସମ୍ପଦ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମଧୁର ଜଳର ଗୁରୁତ୍ବ ସର୍ବୋତ୍ତମ ଅଟେ । ମଧୁର ଜଳ ନିଶ୍ଚିତ କରେ ଯେ ଶରୀରର ସୁସ୍ଥତା ଆଉ ସବଳତା । ଜନସଂଖ୍ୟା ବୃଦ୍ଧି ସହିତ ଜଳର ବ୍ୟବହାର ବୃଦ୍ଧି ପାଉଛି, ସେତେବେଳେ ଏହାର ଉପଲବ୍ଧତା ହ୍ରାସ ପାଉଛି।

ଆମକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରାକୃତିକ ସମ୍ପଦ ଠାରୁ ଦୂରେଇ ନ ଯିବା ପାଇଁ ମଧୁର ଜଳ ସଂରକ୍ଷଣରେ ଏକତ୍ର ହୋଇ କାର୍ଯ୍ୟ କରିବା ଆବଶ୍ୟକ। ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲସ୍ଥିତ ରିଓ ଡି ଜେନିରୋ ଠାରେ ମିଳିତ ଜାତିସଂଘର ଆୟୋଜିତ ‘ ପର୍ଯ୍ୟାବରଣ ଓ ବିକାଶ ସମ୍ମେଳନ ‘ ରେ ବିଶ୍ବ ଜଳ ଦିବସ ପାଳନ କରାଯିବାର ନିଷ୍ପତି ନିଆଯାଇଥିଲା।୧୯୯୩ ମସିହାଠାରୁ ବିଶ୍ବ ଜଳ ଦିବସ ଜାତିସଂଘ ଆନୁକୁଲ୍ୟରେ ପାଳିତ ହୋଇ ଆସୁଅଛି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ (SDG) -୬ ‘ ସ୍ୱଚ୍ଛ ଜଳ ଏବଂ ପରିମଳ ‘ ଉପରେ ଧ୍ୟାନ ଦେଇଥାଏ।

ବିଶ୍ବ ପରିବେଶରେ ସୁଧାର ଆଣିବା ପାଇଁ ମିଳିତ ଜାତିସଂଘ ୧୭ ଟି ନିରନ୍ତର ବିକାଶ ଲକ୍ଷ୍ୟ ସ୍ଥିର କରିଛି।୨୦୨୪ ପାଇଁ ବିଶ୍ବ ଜଳ ଦିବସ ପାଳନର ଥିମ୍ ହେଉଛି ‘ ଶାନ୍ତି ପାଇଁ ଜଳ ‘। ଏହାର ଉଦ୍ଦେଶ୍ୟ ହେଉଛି ବିଶ୍ବ ରାଜନୀତିରେ ସ୍ଥିରତା ଏବଂ ଶାନ୍ତି ପ୍ରତିଷ୍ଠା ପାଇଁ ଜଳର ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ଆଲୋକପାତ କରିବା। ଏହା ମଧ୍ୟ ବିଶ୍ବବ୍ୟାପୀ ଜଳକୁ ଏକତ୍ର କରି ଯେଉଁ ପ୍ରସଙ୍ଗ ଗୁଡ଼ିକ ରହିଛି ତାହା ଉପରେ ଚର୍ଚ୍ଚା କରିବାକୁ ଲକ୍ଷ୍ୟ ରଖିଛି। ଜଳ ଜୀବନର ଏକ ଅତ୍ୟାବଶ୍ୟକ ମୌଳିକ ଉପାଦାନ। ବଞ୍ଚିବା ପାଇଁ ଆମ ସମସ୍ତଙ୍କୁ ଜଳ ନିହାତି ଆବଶ୍ୟକ।

ଜଳ ବିନା ପୃଥିବୀରେ କୌଣସି ଜୀବର ସତ୍ତା ନାହିଁ। ଶିକ୍ଷକ ନିରଞ୍ଜନ ଏହି ଦିବସ ଉପଲକ୍ଷେ ଗାଁ ମାନଙ୍କୁ ଯାଇ ରାଲି କରି ଜଳର ମହତ୍ତ୍ଵ,ଆବଶ୍ୟକତା,ସ୍ୱଚ୍ଛତା, ସଂରକ୍ଷଣ, ଅନାବଶ୍ୟକ ବ୍ୟବହାର ଇତ୍ୟାଦି ବିଷୟରେ ସ୍ଲୋଗାନ ପ୍ରଦାନ କରି ଏକ ସଚେତନତା ସୃଷ୍ଟି କରିଛନ୍ତି।ଶିକ୍ଷକ ନିରଞ୍ଜନ ବିଶ୍ୱାଳ ଖଲ୍ଲିକୋଟ ବ୍ଲକ୍ ଅନ୍ତର୍ଗତ କଞ୍ଚଣା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା ବୃତ୍ତିରେ ନିୟୋଜିତ ହେବା ସହିତ ପୂର୍ବରୁ ବହୁ ସମାଜ ମଙ୍ଗଳକାରି କାର୍ଯ୍ୟମାନ କରି ଜନସାଧାରଣରେ ଉଚ୍ଚ ପ୍ରଶଂସିତ ହୋଇଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version