• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ : ଇରାନୀଙ୍କ ସମେତ ଶତାଧୀକ ସମର୍ଥକ ବିଜେଡିରେ ଯୋଗ ଦେଲେ

Proprietor Abhimanyu Maharana by Proprietor Abhimanyu Maharana
March 24, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ରାଜନୀତି, ହୋମ୍
0
ନୟାଗଡ଼ : ଇରାନୀଙ୍କ ସମେତ ଶତାଧୀକ ସମର୍ଥକ ବିଜେଡିରେ ଯୋଗ ଦେଲେ
Share on FacebookShare on TwitterWhatsapp

ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ କଲେ ସ୍ୱାଗତ

ବିଜେପିକୁ ଟାର୍ଗେଟ କରିଛନ୍ତି ଇରାନୀ ନାରୀଙ୍କୁ ସମ୍ମାନ ଦେଇ ଜାଣେନି ବିଜେପି ।

ବିଜେଡିରେ ଯୋଗ ଦେଇ ଇରାନୀ କହିଛନ୍ତି ଯେ, ସେ ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶ ଦ୍ୱାରା ଅନୁପ୍ରାଣିତ ହୋଇ ଦଳରେ ଯୋଗ ଦେଇଛନ୍ତି ।

ସାଂସଦ ସସ୍ମିତ ପାତ୍ର କହିଛନ୍ତି, ନାରୀ ସଶକ୍ତିକରଣକୁ ଆଗେଇ ନେବା ପାଇଁ ଇରାନୀ ବିଜେଡିରେ ମିଶିଛନ୍ତି ।

୨୪ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ ) ନୟାଗଡ଼ :->  ବିଜେପି ନେତ୍ରୀ ଇରାନୀ ରାୟ ବିଜେଡ଼ିରେ ଯୋଗ ଦେଇଛନ୍ତି । ଶତାଧିକ ସମର୍ଥକଙ୍କ ସହିତ ଇରାନୀ ରାୟ ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି । ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ବିଧାୟକ ତଥା ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସାଂସଦ ସଶ୍ମିତ ପାତ୍ର, ପ୍ରିୟବ୍ରତ ମଲ୍ଲିକ ମଧ୍ୟ ଏହି ଅବସରରେ ସେଠାରେ ଉପସ୍ଥିତ ଥିଲେ । ବିଜେଡିରେ ଯୋଗ ଦେଇ ଇରାନୀ କହିଛନ୍ତି ଯେ, ସେ ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶ ଦ୍ୱାରା ଅନୁପ୍ରାଣିତ ହୋଇ ଦଳରେ ଯୋଗ ଦେଇଛନ୍ତି ।

ବିଜେପିରେ ତାଙ୍କୁ ଅଣଦେଖା କରାଯାଉଥିଲା ଓ କୌଣସି ମିଟିଂକୁ ତାଙ୍କୁ ଡକା ଯାଉନଥିଲା ବୋଲି ସେ ଅଭିଯୋଗ କରିଛନ୍ତି । ବିଜେଡିରେ ମିଶିବା ସହ ବିଜେପିକୁ ଟାର୍ଗେଟ କରିଛନ୍ତି ଇରାନୀ କହିଛନ୍ତି, ‘ନାରୀଙ୍କୁ ସମ୍ମାନ ଦେଇ ଜାଣେନି ବିଜେପି । ପୌର, ପଞ୍ଚାୟତ ନିର୍ବାଚନରେ କାମ କରିବା ସତ୍ତ୍ବେ ସମ୍ମାନ ମିଳିଲା ନାହିଁ । ଯେଉଁଠି ସମ୍ମାନ ନାହିଁ, ସେଠି କାହିଁକି ରହିବି । ମୁଁ ବିଜେପି ପାଇଁ ଶତ ପ୍ରତିଶତ କାମ କରୁଥିଲେ । ପରିଶ୍ରମ କରିବା ସହ ତ୍ୟାଗ କରିଥିଲେ । ହେଲେ ମୋ ପ୍ରତି ବିଜେପି ଅନ୍ୟାୟ କରିଛି ।’ କିଛିଦିନ ତଳେ ଇରାନୀ ବିଜେପିର କାର‌୍ୟ୍ୟକାରିଣୀ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ୨୦୧୯ରେ ସେ ନୟାଗଡରୁ ବିଜେପି ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଇରାନୀ ଓ ତାଙ୍କ ଶତାଧିକ ସମର୍ଥକଙ୍କୁ ଦଳକୁ ସ୍ୱାଗତ କରିଥିଲେ ସାଂସଦ ମାନସ ରଞ୍ଜନ ମଙ୍ଗରାଜ । ଏହି ଅବସରରେ ନୟାଗଡ଼ ବିଧାୟକ ଡ. ସାହୁ ଇରାନୀଙ୍କ ସମେତ ସମସ୍ତ ସମର୍ଥକ ମାନଙ୍କୁ ସ୍ୱାଗତ କରିଥିଲେ । ଇରାନୀ ଜଣେ ଆଗଧାଡ଼ିର ଦକ୍ଷ ନେତ୍ରୀ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଅନେକ ବିକାଶ ମୁଳକ କାମ ହୋଇଛି । ସମୃଦ୍ଧ ଓଡ଼ିଶା ଗଠନରେ ମୁଖ୍ୟମନ୍ତ୍ରୀ ପ୍ରୟାସ ଜାରି ରଖିଛନ୍ତି । ଇରାନୀ ରାୟଙ୍କ ଯୋଗ ଦାନ ପରେ ନୟାଗଡ଼ ବିଜୁ ଜନତା ଦଳ ଅଧୀକ ଶକ୍ତିଶାଳୀ ହେବ ବୋଲି ଡ. ସାହୁ ପ୍ରକାଶ କରିଥିଲେ ।

ଆଜିର ଏହି ମିଶ୍ରଣ ପର୍ବରେ ବିଜେପି ମଣ୍ଡଳ ସଭାପତି ବିନୋଦ ନାୟକ, ଜିଲ୍ଲା ବିଜେପି କୋଷାଧ୍ୟକ୍ଷ ପ୍ରଭାତ ଷଡ଼ଙ୍ଗୀ, ଓଡ଼ଗାଁ ଏନଏସିର ମଣ୍ଡଳ ସଭାପତି ପ୍ରକାଶ ଦାସ, ବୀରେନ୍ଦ୍ର ନାୟକ, ମାନସ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସାଂସଦ ମାନସ ମଙ୍ଗରାଜ କହିଛନ୍ତି, ନୟାଗଡରେ ସଂଗଠନ ଆହୁରି ସୁଦୃଢ ହେବ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସମ୍ମାନ ସବୁବେଳେ ରଖିଛନ୍ତି । ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶାର ପ୍ରୟାସରେ ଅନୁପ୍ରାଣିତ ହୋଇ ସେ ମିଶିଛନ୍ତି । ନବୀନ ବାବୁଙ୍କ ନେତୃତ୍ୱକୁ ଗ୍ରହଣ କରି ଲୋକେ ବିଜେଡିରେ ମିଶୁଛନ୍ତି । ଦଳକୁ ଆହୁରି ସଶକ୍ତ କରିବାରେ ସେ କାମ କରିବେ । ସାଂସଦ ସସ୍ମିତ ପାତ୍ର କହିଛନ୍ତି, ନାରୀ ସଶକ୍ତିକରଣକୁ ଆଗେଇ ନେବା ପାଇଁ ଇରାନୀ ବିଜେଡିରେ ମିଶିଛନ୍ତି । ଏହା ଏକ ମାଇଲଖୁଣ୍ଟ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version