• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି ଜିଲ୍ଲାରେ ହୁ ହୁ ହୋଇ ବଢ଼ି ଚାଲିଥିବା କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଆଜି ଠାରୁ ଆରମ୍ଭ ହୋଇଛି ୪ ଦିନିଆ ସଟ୍ ଡାଉନ

Proprietor Abhimanyu Maharana by Proprietor Abhimanyu Maharana
July 30, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
ଗଜପତି ଜିଲ୍ଲାରେ ହୁ ହୁ ହୋଇ ବଢ଼ି ଚାଲିଥିବା କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଆଜି ଠାରୁ ଆରମ୍ଭ ହୋଇଛି ୪ ଦିନିଆ ସଟ୍ ଡାଉନ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୩୦ ଜୁଲାଇ ଗୁରୁବାର) ପାରଳଖେମୁଣ୍ଡି :- ଗଜପତି ଜିଲ୍ଲାରେ ଆଜି ଠାରୁ ଆରମ୍ଭ ହେଉଛି ୪ଦିନିଆ ସଟଡାଉନ , ହୁ ହୁ ବଢି ଚାଲିଥିବା କରୋନା ସଙ୍କ୍ରମଣକୁ ନିୟନ୍ତ୍ରଣ କରିବା ଉଦ୍ଦେଶ୍ୟରେ ଜିଲ୍ଲାରେ ୪ ଦିନିଆ ସଟଡାଉନ ଘୋଷଣା କରିଛି ପ୍ରଶାସନ, ଜିଲ୍ଲାର ସମସ୍ତ ସହରାଞ୍ଚଳ ତଥା ପାରଳାଖେମୁଣ୍ଡି ମୁନିସିପାଲିଟି ଓ କାଶୀନଗର ବିଙ୍ଗ୍ୟାପିତ ପରିଷଦ ଅଞ୍ଚଳ ଏବଂ ଜିଲ୍ଲାର ସମସ୍ତ ୭ଟି ବ୍ଲକ ମୁଖ୍ୟାଳୟ ସମେତ ସହର ନିକଟବର୍ତ୍ତୀ କେରାଣ୍ଡି, କତଲକଇଠା, ଝାମି, ରାଣିପେଣ୍ଠ ପଞ୍ଚାୟତକୁ ସଟଡାଉନ ଘୋଷଣା କରିଛି ପ୍ରଶାସନ ।

ଏହି ସମୟରେ ସହରାଞ୍ଚଳ ସହିତ ଗ୍ରାମାଞ୍ଚଳରେ ମଧ୍ୟ ପୁର୍ବଭଳି ଘର ଘର ବୁଲି ସ୍ୱାସ୍ଥ୍ୟ ଯାଞ୍ଚ କରିବା ସହ ଲକ୍ଷଣ ରହିଥିବା ଲୋକଙ୍କୁ ଏଣ୍ଟିଜେଣ୍ଟ କିଟ ମାଧ୍ୟମରେ ପରୀକ୍ଷା କରିବା ଲକ୍ଷ୍ୟ ରଖାଯାଇଛି । କିନ୍ତୁ ସପ୍ତାହର ୪ ଦିନ ସଟଡାଉନ ସାଙ୍ଗକୁ ପୁର୍ବ ଭଳି ସପ୍ତାହର ତିନିଦିନ ଲକଡାଉନ କଟକଣା ଜାରି ରହିବ ମାତ୍ର ଚଳିତ ସଟଡାଉନ ସମୟରେ ଅତ୍ୟାବଶ୍ୟକ ସେବା ଉପରେ କଟକଣା କୋହଳ କରି ଔଷଧ ଓ ଖିର ଦୋକାନ ସହିତ ପରିବା, କିରାଣି ଓ ମାଛ ମାଂସ ଦୋକାନ ଖୋଲା ରଖିବାକୁ ଅନୁମତି ଦେଇଛି ପ୍ରଶାସନ । ସଟଡାଉନ ସମୟରେ ଜିଲ୍ଲାର କୌଣସି ସରକାରୀ କର୍ମଚାରୀ ଜିଲ୍ଲା ଛାଡି ବାହାରକୁ ଜାଇ ପାରିବେ ନାହିଁ ତତସହିତ ଜିଲ୍ଲାର ସମସ୍ତ ସୀମାକୁ ସିଲ୍ କରାଯାଈଥିବା ବେଳେ ଜିବା ଆସିବା ଉପରେ କଟକଣା ଜାରି କରାଯାଇଛି ।

ଅନ୍ୟ ପକ୍ଷରେ ସଟଡାଉନକୁ କଡା କଡି ଭାବରେ ପାଳନ କରିବା ପାଇଁ ପୋଲିସ ପ୍ରଶାସନର ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି ଏବଂ ସମସ୍ତ ବ୍ଳକ ଅଞ୍ଚଳରେ ନୋଡାଲ ଅଫିସର ମଧ୍ୟ ନିୟୋଜିତ କରି ପ୍ରତେକ ବ୍ଳକରେ ଏଣ୍ଟିଜେଣ୍ଟ ପରିକ୍ଷା ଆରମ୍ଭ କରାଯାଇଛି । କୋରନା ମୁକାବିଲାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ସରକାରଙ୍କ ଦ୍ବାରା ନିଯୁକ୍ତି ପାଇଥିବା ସ୍ୱତନ୍ତ୍ର ଅଧିକାରୀ ମଧ୍ୟ ନିଜ ନିଜର କାର୍ଯ୍ୟ ଜାରି ରଖିଛନ୍ତି । ସେପଟେ ବାରମ୍ବାର ସଟଡାଉନ ଲକଡାଉନ ବିଭିନ୍ନ କଟକଣା ସ୍ବତ୍ତେ କୋରନା ସଙ୍କ୍ରମିତକୁ ନିୟନ୍ତ୍ରଣ କରିବା ଅସମ୍ଭବ ହୋଇପଡ଼ିଛି ତଥାପି କୋରନା ବିରୋଧରେ ଜାରି ରହିଛି ଲଢେଇ । ( ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

Odia Entrepreneur led Ethos Global unveils PHANTOME, an Energy Drink for Fast Moving Generation

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version