• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୃତ ସାମ୍ବାଦିକ ଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜ୍ଞାପନ – ସାମ୍ବାଦିକ ସଂଗଠନ

Proprietor Abhimanyu Maharana by Proprietor Abhimanyu Maharana
July 30, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
ମୃତ  ସାମ୍ବାଦିକ ଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜ୍ଞାପନ – ସାମ୍ବାଦିକ ସଂଗଠନ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୩୦ ଜୁଲାଇ ଗୁରୁବାର) ପାରଳଖେମୁଣ୍ଡି :- କରୋନା ମୁକାବିଲା ନେଇ କୋଭିଡ଼ ଯୋଦ୍ଧାମାନେ ଦିନ ରାତି ଏକ୍ କରି ଦେଇଛନ୍ତି । କୋଭିଡ଼ ଯୋଦ୍ଧାଙ୍କ ମଧ୍ୟରେ ସାମ୍ବାଦିକ ମଧ୍ୟ ରହିଛନ୍ତି । କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଲେ ସେମାନଙ୍କ ପରିବାରକୁ ସହାୟତା ଦିଆଯିବା ନେଇ ପୂର୍ବରୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାରି ମଧ୍ୟରେ କିଛି ଦିନ ପୂର୍ବେ କରୋନାରେ ଦୁଇ ସାମ୍ବାଦିକଙ୍କ ମୃତ୍ୟୁ ଘଟିଥିଲା । କରୋନାରେ ମୃତ୍ୟୁ ଘଟିଥିବା ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାରା ସହାୟତା ଦିଆଯିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୁଇ ମୃତକ ଗଞ୍ଜାମ ସାମଜ ପ୍ରତିନିଧି ପ୍ରିୟଦର୍ଶୀ ପଟ୍ଟନାୟକ ପରିବାରକୁ ୧୫ଲକ୍ଷ ଓ ଅନ୍ୟଜଣେ ଗଜପତିର ସାମ୍ବାଦିକ କେ ସି ଏଚ୍ ରତ୍ନମଙ୍କ ପରିବାରକୁ ମଧ୍ୟ ୧୫ଲକ୍ଷ ଟଙ୍କାର ସହାୟତା ଦିଆଯିବ । ଏନେଇ ଟ୍ୱିଟ କରି ରାଜ୍ୟ ସରକାରଙ୍କ ପରାମର୍ଶଦାତା ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି । ଗଜପତି ଓ ଗଞ୍ଜାମ ଜିଲ୍ଲାର ଦୁଇ ଜଣ ମୃତ ସମ୍ବାଦିକ ଗଜପତି ଜିଲ୍ଲାର ବରିଷ୍ଠ ସାମ୍ବାଦିକ କେସି ଏଚ ରତ୍ନମ ଓ ଗଞ୍ଜାମ ଜିଲ୍ଲାର ଯୁବ ସାମ୍ବାଦିକ ପ୍ରିୟଦର୍ଶୀ ପଟ୍ଟନାୟକଙ୍କୁ ଓଡ଼ିଶାର ମୁଖୟମନ୍ତ୍ରୀ ନବୀନ ପଟ୍ଟନାୟକ୧୫ ଲକ୍ଷ୍ୟ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ଘୋଷଣା କରିଥିବାରୁ ଗଜପତି ଜିଲ୍ଲା ସାମ୍ବାଦିକ ସଂଘ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁକୃତଜ୍ଞତା ଜ୍ଞାପନ କରିବା ସହ ଆଗାମୀ ଦିନରେ ମଧ୍ୟ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ଏଭଳି ସହାୟତାର ହାତ ସେ ବଢାଇବେ ବୋଲି ଆଶା ରଖିଛନ୍ତି ।

ସେହି ଭଳି ମୃତ ଦୁଇ ଜଣ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସ୍ତରରେ ରାଜ୍ୟ ସରକାର ଙ୍କ ନିକଟରେ ସହାୟତାର ରାଶି ବଢ଼ାଇବା ନିମନ୍ତେ ଦାବୀ କରିଥିବା ଓ ତୁରନ୍ତ ସହାୟତା ରାଶି ପ୍ରଦାନ କରିବା ନେଇ୧୦ ଟି ସାମ୍ବାଦିକ ସଂଗଠନ ପକ୍ଷରୁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଏଣୁ ୧୦ ଟି ସାମ୍ବାଦିକ ସଂଗଠନ ର କର୍ମ କର୍ତ୍ତା ମାନଙ୍କୁ ମଧ୍ୟ କୃତଜ୍ଞତା ଜ୍ଞାପନ କରିଛନ୍ତି । ଗଜପତି ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଗରୁଡ଼ ଧ୍ଵଜ ଚୌଧୁରୀ, ତାରିଣୀ ପ୍ରସାଦ ପଣ୍ଡା, ଗଣେଶ ରାଜୁ, ଡିଜେନ ପାଢ଼ୀ, ପ୍ରଦୀପ କୁମାର ନାୟକ, ରଶ୍ମୀ ରଞ୍ଜନ ମିଶ୍ର, ଶିଶିର ଗୌଡ, ରୁପେଶ ସାହୁ, ବାସୁଦେବ ଦାସ, ଗୋବିନ୍ଦ ଆଚାର୍ଯ୍ୟ ସୁଜିତ କୁମାର ବିଷୋୟୀ, ଶୋରଜ ବୀର, ବିଧାନ ଚୌଧୁରୀ କୃଷ୍ଣ ମୋହନ ପଟନାୟକ, କୃଷ୍ଣ ବେହେରା, ବୀର କିଶୋର ପଟନାୟକ, ଶିବାଜୀ ପଟ୍ଟନାୟକ,ଜଗଦୀଶ ପଣ୍ଡା, ପ୍ରଭାତ କୁମାର ପାତ୍ର, ସୁଜିତ ପ୍ରଧାନ, ବାଦଲ ବର୍ଦ୍ଧନ, ଆମୋଦ ବର୍ଦ୍ଧନ, ଗଣେଶ ବିଷୋୟୀ, ସରୋଜ ପାଣଗ୍ରାହୀ, ପ୍ରମୁଖଙ୍କ ସମେତ ସ୍ବର୍ଗତ ରତ୍ନମଙ୍କ ପରିବାର ବର୍ଗ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ତାହା ସହ ଗଜପତି ଜିଲ୍ଲାର ସାମ୍ବାଦିକ ସଙ୍ଘ ଓ ରାଜ୍ୟ ସାମ୍ବାଦିକ ସଂଗଠନ ଗୁଡ଼ିକୁ ମଧ୍ୟ କୃତଜ୍ଞତା ଜ୍ଞାପନ କରିଛନ୍ତି । ( ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

Odia Entrepreneur led Ethos Global unveils PHANTOME, an Energy Drink for Fast Moving Generation

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version