• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା’ ସମଲେଶ୍ୱରୀ କ୍ରିକେଟ୍ ଟୁର୍ନାମେଣ୍ଟ, ସ୍ୱର୍ଣ୍ଣା କୁ ହରାଇ ବରହାକାନି ଚମ୍ପିୟାନ

Proprietor Abhimanyu Maharana by Proprietor Abhimanyu Maharana
March 28, 2024
in ଓଡ଼ିଶା, ସମ୍ବଲପୁର, ହୋମ୍
0
ମା’ ସମଲେଶ୍ୱରୀ କ୍ରିକେଟ୍ ଟୁର୍ନାମେଣ୍ଟ, ସ୍ୱର୍ଣ୍ଣା କୁ ହରାଇ ବରହାକାନି ଚମ୍ପିୟାନ
Share on FacebookShare on TwitterWhatsapp

୨୭ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ସମ୍ବଲପୁର :->  ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଯୁଯୋମୁରା ବ୍ଲକ ବାହାମ ପଞ୍ଚାୟତ କଦଳିମୁଣ୍ଡା ଠାରେ ଲିଙ୍କ ଇନ୍ ପାର୍କ କ୍ରିକେଟ କ୍ଳବ ପଡିଆବାହାଲ ପକ୍ଷରୁ ଅନୁଷ୍ଠିତ ପ୍ରଥମ ପଞ୍ଚଦୀବସୀୟ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦଯାପିତ ହୋଇଯାଇଛି I ଆଜିକାର ଫାଇନାଲ ମ୍ୟାଚ ରେ ୫୫ ରନ୍ ରେ ବରହାକାନି (ଝାରସୁଗୁଡା) ଦଳ ସ୍ଵର୍ଣ୍ଣା (ବରଗଡ) ଦଳ କୁ ହରାଇ ଚମ୍ପିୟାନ କପ୍ ହାସଲ କରିଛନ୍ତି I ଏହି ଟୁର୍ନାମେଣ୍ଟରେ ମୁଖ୍ୟଅତିଥି ଭାବେ ଵିଜୁ ଯୁବ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ହୀରାଲାଲ ବେହେରା ମୁଖ୍ୟ ଅତିଥି, ସମ୍ମାନୀତ ଅତିଥି ଭାବେ ବାହାମ ସମିତି ସଭ୍ୟ ପ୍ରଫୁଲ୍ଲ ମଗର ,

ପୂର୍ବତନ ଜ଼ିଲ୍ଲା ପରିଷଦ ସଦସ୍ୟ ଦେବାନନ୍ଦ ଭୋସାଗର, ପୂର୍ବତନ ସରପଞ୍ଚ ସଂଜିପ ନାଥ, ଅଲେଖ ଦେହୁରୀ, ଇସମାଇଲ ଆଜାଦ ବଢ଼େଇ, ଭକ୍ତ ଦାସ ପ୍ରମୁଖ ଯୋଗଦାନ କରି ବିଜେତା ଓ ଉପ ବିଜେତା ଙ୍କୁ ପୁରସ୍କାର ବିତରଣ କରିଥିଲେ I ପ୍ରଥମେ ବ୍ୟାଟିଂ କରି ବରହାକାନି ଦଳ ନିର୍ଦ୍ଧାରିତ ୯ ଓଭରରେ ୪ ୱାଇକେଟ୍ ବିନିମୟ ରେ ୧୧୨ ରନ୍ ସଂଗ୍ରହ କରିଥିଲେ I ସ୍ବର୍ଣ୍ଣI ଦଳ ୫ ୱାଇକେଟ୍ ହରାଇ ନିର୍ଦ୍ଧାରିତ ୯ ଓଭର ରେ ୫୭ ରନ୍ କରିଥିଲେ I ଏହି ଖେଳ କୁ ଅମ୍ପାୟାର ଭାବେ କରନ ନାଗ ଏବଂ ଅରବିନ୍ଦ ପୁରୋହିତ ପରିଚାଳନା କରିଥିଲେ I

ରାହୁଲ ମହାକୁଳ ଧାରା ବିବରଣୀ ପ୍ରଦାନ କରିଥିଲେ I କ୍ଳବ ର ସୁମନ୍ତ ନାୟକ, କାହ୍ନI ମହାପାତ୍ର, କରନ ନାଗ, ଜିତେନ୍ ଷଣ୍ଢ, ରୋହନ ରଣବିଡା, ଅଂଶୁମାନ ପୂଜାରୀ, ଦୁଃଖନ ଭୋଇ ତଥା ସଦସ୍ୟ ମାନେ ଏହି ଟୁର୍ନାମେଣ୍ଟ ରେ ସକ୍ରୀୟ ସହଯୋଗ କରିଥିଲେ I ଟୁର୍ନାମେଣ୍ଟ ରେ ସମୁଦାୟ ୧୬ ଟି ଦଳ ଅଂଶ ଗ୍ରହଣ କରିଥିଲେ I ବିଜେତା ଦଳ କୁ ଟ୍ରଫି ସହ ନଗଦ ରାଶି ୧୮ ହଜାର ଟଙ୍କା ଏବଂ ଉପ ବିଜେତା ଦଳ କୁ ଟ୍ରଫି ସହିତ ନଗଦ ରାଶି ୧୩ ହଜାର ଟଙ୍କା ପ୍ରଦାନ କରାଯାଇଥିଲା I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version