• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡବଲ ଶଙ୍ଖ ଆହ୍ବାନ ଦେଲେ ଅରୂପ ଓ ଅରୁଣ ‘ମାଟି ମା’ ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ସୁଯୋଗ ଦେଇଛନ୍ତି –

Proprietor Abhimanyu Maharana by Proprietor Abhimanyu Maharana
March 28, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଡବଲ ଶଙ୍ଖ ଆହ୍ବାନ ଦେଲେ ଅରୂପ ଓ ଅରୁଣ ‘ମାଟି ମା’ ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ସୁଯୋଗ ଦେଇଛନ୍ତି –
Share on FacebookShare on TwitterWhatsapp

୪ ଶହ ବିଜେପି କର୍ମୀ ବିଜେଡିରେ ଯୋଗ ଦେଇଥିଲେ

୨୮ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ନୟାଗଡ଼ :-> ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ମିଳନୀରେ ପୁରୀ ସାଂସଦ ପାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପାର୍ଥି ଡ. ଅରୁଣ କୁମାର ସାହୁ ଯୋଗ ଦେଇ ଡବଲ ଶଙ୍ଖ ପାଇଁ ଆହ୍ବାନ ଦେଇଥିଲେ।ରାଜନୀତି ସହ ସେବା ମୋ ଜୀବନର ଲକ୍ଷ ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ କହିଥିଲେ। କରେନା ମହାମାରୀ ସମୟରୁ ‘ଓଡ଼ିଶା ମୋ ପରିବାର’ ସେବା ପାଇଁ ବଳିଷ୍ଠ ଉଦ୍ୟମ ପାଲଟିଥିବା କହିଥିଲେ। ମାଟି ମା’ ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ସୁଯୋଗ ଦେଇଛନ୍ତି।ବିଜୁ ଜନତା ଦଳ ଖରା, ବର୍ଷା, ଶୀତ କାକରରେ ଲଢେଇ କରିବାର ସାମର୍ଥ ରଖିଛି ବୋଲି ନୟାଗଡ଼ ବିଧାୟକ ଡ. ସାହୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆର୍ଶୀବାଦ ନୟାଗଡ଼ ପ୍ରତି ରହିଛି। ସବୁବେଳେ ବିକାଶକୁ ଗୁରୁତ୍ଵ ଦେଇଛନ୍ତି। ବିଜୁ ଜନତା ଦଳର ସ୍ୱାଭିମାନ ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ଦଳ କଥା ପଡ଼ିଲେ ଆମ କର୍ମୀ ସବୁ ମାନ ଅଭିମାନକୁ ଭୁଲି ଆଗକୁ ଚାଲି ଆସନ୍ତି ।ନୟାଗଡ଼ ମାଟି ମୋ ପାଇଁ ଜୀବନ ମାଟି ବୋଲି କହିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପଦକ୍ଷେପ। ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଯୋଜନା। କ୍ରୀଡା ଭିତ୍ତିଭୂମି ଉନ୍ନତୀ କରଣ ମୁଖ୍ୟମନ୍ତ୍ରୀ ଭିନ୍ନ ପରିକଳ୍ପନା ବୋଲି କହିଥିଲେ। ବିରୋଧୀ ଅଣୁବିକ୍ଷଣ ଯନ୍ତ୍ରରେ ଦେଖାଯିବେ ନାହିଁ ବୋଲି ବିଧାୟକ କହିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ,ବରିଷ୍ଠ ନେତ୍ରୀ ଇରାନୀ ରାୟ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ପରିଷଦ ସଦସ୍ୟ ବିରଜା ଲକ୍ଷ୍ମୀ ସାହୁ, ବ୍ଲକ ବିଜେଡି ସଭାପତି ଅଜିତ ପ୍ରସାଦ ସାହୁ, ମହିଳା ନେତ୍ରୀ ମାଳତୀ ଗୁରୁ, ପ୍ରଭାସିନୀ ନନ୍ଦ, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ,ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଲକ୍ଷ୍ମୀପ୍ରସାଦ ପଞ୍ଚାୟତ, ନୟାଗଡ଼ ପୌର ପରିଷଦର ୪ ଶହ ବିଜେପି କର୍ମୀ ବିଜେଡିରେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

Taneira celebrates Savitri Vrata with the Inaya collection and exclusive festive offers

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version