• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ଜାଗା ଜବର ଦଖଲ ଉଚ୍ଛେଦ ଦାବିରେ ; ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା । 

Proprietor Abhimanyu Maharana by Proprietor Abhimanyu Maharana
March 28, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ସରକାରୀ ଜାଗା ଜବର ଦଖଲ ଉଚ୍ଛେଦ ଦାବିରେ ; ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା । 
Share on FacebookShare on TwitterWhatsapp

୨୮ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ବୋଲଗଡ :-> ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ତହସିଲ କାର୍ଯ୍ୟାଳୟ ସମ୍ମଖରେ ଆଜି ଖଙ୍ଗୁରିଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଅସନପଲ୍ଲୀ ରାଜସ୍ବ ମୌଜାର ସରକାରୀ ଜାଗାକୁ ଜବର ଦଖଲ ଉଚ୍ଛେଦ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅସନପଲ୍ଲି ଗ୍ରାମର ଗ୍ରାମବାସୀମାନେ ଗଣଧାରଣା ଦେଇଅଛନ୍ତି. ! ସୂଚନା ଅନୁଯାୟୀ ବୋଲଗଡ଼ ତହସିଲ ଅନ୍ତର୍ଗତ ଅସନପଲ୍ଲୀ ଗ୍ରାମର ଖାତା ନମ୍ବର ୪୨୭ ପ୍ଲଟ ନମ୍ବର ୫୬୪ଓ କିସମ ସରକାରୀ ଜାଗାରେ ବେଆଇନ ଭାବେ ଜବର ଦଖଲ କରି ସେହି ଗ୍ରାମର ବଂଶୀଧର ଜେନାଙ୍କ ପୁଅ ବ୍ରଜବନ୍ଧୁ ଜେନା ପ୍ରାୟ ୧୦ବଖରା ସ୍ଥାୟୀ ପକାଘର ନିର୍ମାଣ କରିଛନ୍ତି । ଏ ସଂକ୍ରତାରେ ଅସନପଲ୍ଲୀ ଗ୍ରାମବାସୀମାନେ ପ୍ରତିବାଦ କରିବାରୁ ଶ୍ରୀ ଜେନା ଗଣ୍ଡଗୋଳ କରିଛନ୍ତି ।

ଏ ନେଇ ଗ୍ରାମବାସୀଙ୍କ ପକ୍ଷରୁ ସ୍ଥାୟୀ ଜବର ଦାଖଲ କରି ରଖିଥିବା ପାକଘର ଉଚ୍ଛେଦ ପାଇଁ ବହୁବାର ସ୍ଥାନୀୟ ତହସିଲଦାର ଓ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଲିଖିତ ଭାବେ ଅଭିଯୋଗ କରିଥିଲେ ମଧ୍ୟ ଉଚ୍ଛେଦକୁ ଗୁରୁତ୍ଵ ଦିଆଯାଇନଥିଲା । ତେବେ ଏଘାଟଣାକୁ ନେଇ ଆଜି ବୁଧବାର ସକାଳୁ ଶତାଧିକ ଗ୍ରାମବାସୀମାନେ ବୋଲଗଡ଼ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଅଛନ୍ତି । ତେବେ ଉଛେଦ ଦାବି ପୂରଣ ନହେବା ପର୍ଯ୍ୟନ୍ତ ଏହି ଗଣ ଧାରଣା ଜାରି ରହିବ ବୋଲି ଗ୍ରାମବାସୀମାନଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି । ତେବେ ଏ ସମ୍ପର୍କରେ ବୋଲଗଡ ତହସିଲଦାର ନିବେଦିତା ପରିଡ଼ାଙ୍କୁ ପଚାରିବାରୁ ସେ କହିଲେ ସରକାରୀ ଜମି ଜବରଦଖଲ ଉଛେଦ କରିବାକୁ ଜବରଦଖଲ କରି ବ୍ରଜବନ୍ଧୁ ଜେନାଙ୍କୁ ନୋଟିସ ଦିଆଯାଇଅଛି ଓ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା ଏବଂ ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠୀଙ୍କୁ ଜଣାଇ ଦିଆଯାଇଅଛି.!

ଜବରଦଖଲ କରି ଶ୍ରୀ ଜେନା ଜବରଦଖଲ କରି ରଖିଥିବା ଘର କୁ ଉଛେଦ ନ କଲେ ସରକାରୀ ନିୟମ ଅନୁସାରେ ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତହସିଲଦାର ନିବେଦିତା ପରିଡା ସୂଚନା ଦେଇଅଛନ୍ତି.! ଗଣଧାରଣାସ୍ଥଳରେ ବୋଲଗଡ଼ ଥାନା ଅଧିକାରୀ ସିଗ୍ଧାମୟୀ ବରାଳ, ସବ ଇନିସ୍ପେଟର ଲିଲି ପଣ୍ଡାଓ ତହସିଲଦାର ନିବେଦିତା ପରିଡା ପ୍ରମୁଖ ମିଳିତ ଭାବେ ଶାନ୍ତିଶୃଙ୍ଖଳା ରାକ୍ଷକରି ବୁଝା ସୁଜା କରିବାରୁ ଗଣଧାରଣା କାରୀମାନେ ଗଣଧାରଣରୁ ଉଠିଯାଇଥିଲେ.! ଏ ସମସ୍ୟକୁ ନେଇ ଅସନପଲ୍ଲୀ ଗ୍ରାମରେ ତୀବ୍ର ଉତ୍ତେଜନା ଲାଗିରହିଛି.!

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

October 10, 2026
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

October 10, 2026
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version