• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କଳାହାଣ୍ଡି ଜିଲ୍ଲା ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
March 29, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କଳାହାଣ୍ଡି ଜିଲ୍ଲା ଗସ୍ତ
Share on FacebookShare on TwitterWhatsapp

୨୮ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) କଳାହାଣ୍ଡି :-> କଳାହାଣ୍ଡି ଓ ନୂଆପଡା ଜିଲ୍ଲାରେ ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ପ୍ରଶାସନ ପ୍ରସ୍ତୁତିକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଆଜି ଭବାନୀପାଟଣାରେ ସମୀକ୍ଷା କରିଛନ୍ତି । ସ୍ଥାନୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ଆର ଡି ସି ସମ୍ବଲପୁର ଶ୍ରୀ ଶ୍ରୀକାନ୍ତ ପୃଷ୍ଟି , ଦକ୍ଷିଣ ପଶ୍ଚିମାଞ୍ଚଳ ଡି ଆଇ ଜି ଚରଣ ସିଂ ମୀନା, କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ,ନୂଆପଡା ଜିଲ୍ଲାପାଳ ହେମନ୍ତ କୁମାର ସା, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ମିହିର ପ୍ରସାଦ ମହାନ୍ତି ,

ସହକାରୀ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ସାହୁ , ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଏବଂ ତ୍ରିଲୋଚନ ପାତ୍ର , ଉପ ଜିଲ୍ଲାପାଳ ଧର୍ମଗଡ ଧୀମନ ଚକମା , ଉପଜିଲ୍ଲାପାଳ ଭବାନୀପାଟଣା ବିଶ୍ଵଜିତ ଦାସ , ସି ଡି ଓ ଜିଲ୍ଲାପରିଷଦ ଦୟାମୟ ପାଢୀଙ୍କ ସମେତ କଳାହାଣ୍ଡି ଓ ନୂଆପଡା ଜିଲ୍ଲାର ବିଭିନ୍ନ ନିର୍ବାଚନ ସମ୍ବନ୍ଧୀୟ କମିଟି ଓ ସଂଯୁକ୍ତ ଅଧିକାରୀ ଉପସ୍ଥିତ ଥିଲେ । ପି ପି ଟି ମାଧ୍ୟମରେ ପ୍ରଦତ୍ତ ସୂଚନା ଅନୁଯାୟୀ କଳାହାଣ୍ଡି ଜିଲ୍ଲାରେ ୫/୧/୨୦୨୪ ସୁଦ୍ଧା ୧୧,୯୪,୭୫୭ ଜଣ ଭୋଟର ଥିବା ବେଳେ ପୁରୁଷ ଭୋଟର ୫,୯୯,୨୯୩ ଜଣ ଏବଂ ମହିଳା ଭୋଟର ୫,୯୫,୩୯୩ ଜଣ , ତୃତୀୟ ଲିଙ୍ଗ ୭୧ ଜଣ ଏବଂ ଦିବ୍ୟାଙ୍ଗ ୧୫,୯୨୭ ଜଣ ଅଛନ୍ତି ।

ମୁଖ୍ୟ ନିର୍ବାଚନ ଅଧିକାରୀ ଜିଲ୍ଲାରେ ମତଦାନ କେନ୍ଦ୍ର ମାନଙ୍କରେ ପାନୀୟ ଜଳ , ଆସବାବପତ୍ର , ବିଦ୍ୟୁତ , ଦିବ୍ୟଙ୍ଗମାନଙ୍କ ପାଇଁ ରାମ୍ପ , ଶୌଚ।ଳୟ , ପିଂକ ବୁଥ, ହୋମ ଭୋଟିଂ , ବାଲାଟ ପେପର , ଭୋଟହାର ବୃଦ୍ଧି ଓ ନୂତନ ଭୋଟର ସଚେତନତା , ଇଭିଏମ ଓ ଭିଭିପାଟ ଉପରେ ଜନ ସଚେତନତା ଓ ନିର୍ବାଚନ ସଂଯୁକ୍ତ ଅଧିକାରୀଙ୍କୁ ତାଲିମ , ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ଏବଂ ଧର୍ମଗଡ ସ୍ଥିତ ପଞ୍ଚାୟତ ମହାବିଦ୍ୟାଳୟରେ ଭୋଟ ଗଣତି କେନ୍ଦ୍ର,ବିତରଣ ଓ ଗ୍ରହଣ କେନ୍ଦ୍ରର ପ୍ଲାନିଂ , ପୋଲିସ ପ୍ଲାଟୁନର ଆବଶ୍ୟକତା , ସି ଭିଜିଲ ଆପର ବ୍ୟବହାର, ଆଦର୍ଶ ଆଚରଣ ବିଧି,ଖର୍ଚ୍ଚ ବିବରଣୀ ଟିମ ଓ ଅନ୍ୟାନ୍ୟ ଟିମର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଥିଲେ । ଜିଲ୍ଲାପାଳ ପି ଅନ୍ବେଶା ରେଡ୍ଡୀ ଜିଲ୍ଲାରେ ୫ ଟି ନିର୍ବାଚନ ମଣ୍ଡଳୀର ପ୍ରସ୍ତୁତି ଉପରେ ପିପିଟି ମାଧ୍ୟମରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରିଥିଲେ । ସେଭଳି ନୂଆପଡା ଜିଲ୍ଲାପାଳ ହେମନ୍ତ କୁମାର ସା ପିପିଟି ମାଧ୍ୟମରେ ନୂଆପଡା ଓ ଖରିଆର ନିର୍ବାଚନ ମଣ୍ଡଳୀର ପ୍ରସ୍ତୁତି ଉପରେ ଅବଗତ କରିଥିଲେ ।

ଏହା ପରେ ଦ୍ବିତୀୟ ପର୍ଯ୍ୟାୟରେ ଦୁଇ ଜିଲ୍ଲାରେ ଆଇନ ଶୃଙ୍ଖଳା ସ୍ଥିତିକୁ ନେଇ ସୁରକ୍ଷା ଓ ପୋଲିସ ଅଧିକାରୀଙ୍କୁ ନେଇ ବୈଠକ କରିଥିଲେ । ବର୍ତ୍ତମାନ କଳାହାଣ୍ଡି ଜିଲ୍ଲାରେ ୧୪୦ ଟି ସମ୍ବେଦନଶୀଳ ବୁଥ ରହିଛି ଓ ୧୯୪ ଜଣ ପୋଲିସ ସେକ୍ଟର ଅଧିକାରୀ ନିୟୋଜିତ ଅଛନ୍ତି।ଛତିଶଗଡ ଜିଲାର ଧର୍ମଗଡ ସୀମାରେ ସିମଳା, କଦଳୀମୁଣ୍ଡା , ଗୋଲାମୁଣ୍ଡା ସୀମାରେ ଡୁମେର ପଦର , କୋକସରା ସୀମାରେ ବେହେରାଗୁଡା, ପାଇକପଡା ରେ ଅବୈଧ କାରବାରକୁ ରୋକିବା ଲାଗି ଚେକପୋଷ୍ଟ କରାଯାଇଛି । ସେଭଳି କନ୍ଧମାଳ , ବଲାଙ୍ଗିର, ରାୟଗଡା , ନୂଆପଡା ଓ ନବରଙ୍ଗପୁର ସୀମାରେ ୧୩ ଟି ଅନ୍ତଜିଲ୍ଲା ଚେକ ପୋଷ୍ଟ କରାଯାଇଛି । ମଦ , ଗଞ୍ଜା ଓ ଅନ୍ୟାନ୍ୟ ନିଶାଦ୍ରବ୍ୟ , ଅବୈଧ ଟଙ୍କା କାରବାରକୁ ରୋକିବା ପାଇଁ ବ୍ୟବସ୍ଥା କରାଯାଇଛି।

ସି ଇ ଓ ଶ୍ରୀ ଧଳ ଲାଇସେନ୍ସ ବନ୍ଧୁକ ଜମା କରିବା, ସୋସିଆଲ ମିଡିଆ ମନିଟରିଂ , ମାଓ ନିୟନ୍ତ୍ରଣ ଉପରେ ବିଭିନ୍ନ ପ୍ରଶ୍ନ ପୋଲିସ ଅଧିକାରୀଙ୍କୁ ପଚାରିଥିଲେ। ନିର୍ବାଚନକୁ ଅବାଧ, ମୁକ୍ତ ଓ ଶାନ୍ତିପୂର୍ଣ୍ଣ ଭାବରେ କରିବାକୁ ଜିଲ୍ଲାପାଳ, ଏସ ପି, ରିଟର୍ଣିଂ ଅଧିକାରୀ,ନୋଡାଲ ଅଧିକାରୀ ନିଜ ଦାୟିତ୍ଵକୁ ସଠିକ୍ ଭାବେ ପାଳନ କରିବାକୁ କହିଥିଲେ । ଭୋଟର ମାନେ ଯେଭଳି ସୁବିଧାରେ , ଶାନ୍ତିପୂର୍ଣ୍ଣ ଭାବରେ ମତଦାନ କରିବେ , ତା ଉପରେ ସମସ୍ତ ପ୍ରକାର ସୁବ୍ୟବସ୍ଥା କରିବା ପାଇଁ ନିଶ୍ଚିତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version