• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନିର୍ମାଣଧିନ କୋଠାରେ ଯୁବକଙ୍କୁ ନିର୍ମମ ହତ୍ୟା – କାରଣ ଅସ୍ପଷ୍ଟ ସାଇଣ୍ଟଫିକ୍ ଟିମ୍ ଓ ପୁଲିସର ତନାଘନା

Proprietor Abhimanyu Maharana by Proprietor Abhimanyu Maharana
March 31, 2024
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ନିର୍ମାଣଧିନ କୋଠାରେ ଯୁବକଙ୍କୁ ନିର୍ମମ ହତ୍ୟା – କାରଣ ଅସ୍ପଷ୍ଟ ସାଇଣ୍ଟଫିକ୍ ଟିମ୍ ଓ ପୁଲିସର ତନାଘନା
Share on FacebookShare on TwitterWhatsapp

୩୦ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ହିଞ୍ଜିଳିକାଟୁୂ :-> ଶନିବାର ଅପରାହ୍ନରେ ଗଞ୍ଜାମ ଜିଲ୍ଲା ବେଲଗାଁ ଥାନା ଡି. ପାଟପୁର ଗ୍ରାମର ଏକ ନିର୍ମାଣଧିନ କୋଠାରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ ପୁଲିସ ଉଦ୍ଧାର କରିଛି । ମୃତକ ଜଣଙ୍କ ହେଲେ ବେଲଗାଁ ଥାନା ହନ୍ତୋଷ ଗ୍ରାମର ସଞ୍ଜୟ ନାୟକ(୩୦) । ସଞ୍ଜୟ ଘର ଭିତରେ ଖଟ ଉପରେ ଶୋଇଥିବା ଅବସ୍ଥାରେ କେହି ଦୁର୍ବୃତ୍ତ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଥିବା ବେଳେ ଅପରାଧୀ ମାନଙ୍କ ସହ ମୃତ ସଞ୍ଜୟର ଧସ୍ତାଧସ୍ତି ହୋଇଥିବା ପାରିପାଶ୍ୱିକ ସ୍ଥିତିରୁ ପୁଲିସ ସନ୍ଦେହ କରୁଛି । ଘଟଣା ସ୍ଥଳରେ ଚଳନ୍ତା ପଙ୍ଖା, ମୋବାଇଲ ପଡିଥିବା ଦେଖିବାକୁ ମିଳିଥିବା ବେଳେ ଖଟ ଉପରେ ପ୍ରଚୁର ରକ୍ତସ୍ରାବ ହୋଇଥିବା ଜଣାପଡିଛି । ଅପରାଧୀ ଗୋଷ୍ଠୀ ପେଟକୁ ଛୁରାମାଡ କରିଥିବା ବେଳେ ମୃତ ସଞ୍ଜୟଙ୍କ ଡାହାଣ ହାତ ପାପୁଲି ଓ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ଦେଖିବାକୁ ମିଳିଛି ।

ଅପରାଧୀଙ୍କ ମାରଣାସ୍ତ୍ରରେ ସଞ୍ଜୟଙ୍କ ଅନ୍ତବୁଜୁଳା ପଦାକୁ ବାହାରି ଆସିଥିବା ବେଳେ ତାଙ୍କୁ ଘରଭିତରୁ ପଦାକୁ ଟାଣିଆଣି ଘର ବାରଣ୍ଡାରେ ଫୋପାଡି ଘଟଣା ସ୍ଥଳରୁ ଅପରାଧୀ ଗୋଷ୍ଠୀ ଫେରାର ହୋଇଯାଇଥିବା ଜଣାପଡିଛି । ସବୁଠାରୁ ଗୁରୁତ୍ୱପୁର୍ଣ୍ଣ ବିଷୟ ହେଲା ଘଟଣାସ୍ଥଳ ଠାରୁ ପ୍ରାୟ ୫୦ ମିଟର ଦୂରତାରେ ଏକ କ୍ରସର ଫେକ୍ଟ୍ରି ଓ ସଂପୃକ୍ତ ଗ୍ରାମର ବଜାର ଗହଳ ଚହଳ ଥିବା ବେଳେ ନିର୍ମାଣଧିନ କୋଠାଘରେ ସଞ୍ଜୟଙ୍କୁ ପ୍ରାଣନ୍ତକ ଆକ୍ରମଣ କରି ନିର୍ମମ ହତ୍ୟା କରାଯାଇଛି ।

ପ୍ରକାଶ ଯେ, ହିଞ୍ଜିଳିକାଟୁ ବ୍ଳକ ତଥା ବେଲଗାଁ ଥାନା ହନ୍ତୋଷ ଗ୍ରାମର ସଞ୍ଜୟ ସବୁଦିନ ଭଳି ଘରେ ଭୋଜନ କରି ଡି. ପାଟପୁର ଠାରେ ନିର୍ମାଣଧିନ କୋଠାରେ ରାତ୍ରି ବିଶ୍ରାମ କରୁଥିଲେ । ଶୁକ୍ରବାର ରାତି ପ୍ରାୟ୧୧ଟାରେ ଘରୁ ଖାଇପିଇ ଡି. ପାଟପୁରରେ ନିର୍ମାଣଧିନ କୋଠାକୁ ଫେରିଥିଲେ । ଶନିବାର ସକାଳେ ଘରକୁ ନଫେରିବାରୁ ମୃତକଙ୍କ ଭଉଣୀ ଫୋନ ଯୋଗେ ଯୋଗାଯୋଗ କରିଥିଲେ ମଧ୍ୟ କୌଣସି ଉତ୍ତର ମିଳିନଥିଲା । ଅପରାହ୍ନ ପ୍ରାୟ ସାଢେ ୩ଟାରେ ନିର୍ମାଣଧିନ କୋଠାକୁ ଆସି ଘର ବାରଣ୍ଡାରେ ସଞ୍ଜୟଙ୍କ ମୃତଦେହକୁ ଦେଖିଥିଲେ । ଘଟଣା ନେଇ ସଞ୍ଜୟଙ୍କ ଭଉଣୀ ପରିବାର ଓ ପୁଲିସକୁ ଖବର ଦେଇଥିଲେ ।

ଖବର ପାଇ ବେଲଗାଁ ଥାନା ଆଇଆଇସି ସ୍ମିତାଞ୍ଜଳି ପ୍ରଧାନ ଓ ତାଙ୍କ ଟିମ ଘଟଣା ଗସ୍ଥଳରେ ପହଞ୍ଚି ଘଟଣଶର ସରଜମିଦ ତଦନ୍ତ ଆରମ୍ଭ କରିଥିଲେ । ପରେ ଆସିକା ଏସଡିପିଓ ସଞ୍ଜୟ କୁମାର ମହାପାତ୍ର, ହିଞ୍ଜିଳି ଆଇଆଇସି ଶ୍ରୀନିବାସ ସେଠି, ସାଇଣ୍ଟଫିକ୍ ଟିମ୍ ଓ ପୁଲିସ ଫୋର୍ସ ପହଞ୍ଚି ଘଟଣାର ଛାନଭିନ କରିଥିଲେ । ମୃତକଙ୍କ ଭଉଣୀ ବବିତା ନାୟକଙ୍କ ଅଭିଯୋଗ କ୍ରମେ ବେଲଗାଁ ଥାନାରେ ୨୮/୨୪ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି । ପୁଲିସ ମୃତଦେହକୁ ଜବତ କରି ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଚଳାଇଛି । ଗୃହ ନିର୍ମାଣ ନେଇ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଥାଇ ପାରେ ବୋଲି ଆଶଙ୍କା ପ୍ରକାଶ ପାଉଥିବା ବେଳେ ପ୍ରେମଜନିତ ସର୍ମ୍ପକକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥିବା ସ୍ଥାନୀୟ ଅଞ୍ଚଳରେ ଶୁଣିବାକୁ ମିଳିଛି । ବର୍ତ୍ତମାନ ସୁଦ୍ଧା ହତ୍ୟାକଣ୍ଡର କାରଣ ଅସ୍ୱଷ୍ଟ ରହିଛି । ବ୍ୟବଛେଦ ରିପୋର୍ଟ ଆସିବା ପରେ ହତ୍ୟାକଣ୍ଡର ରହସ୍ୟ ଉନ୍ମୋଚନ ହେବ ବୋଲି ପୁଲିସ କହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version