• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୪୭ ବିଧାନସଭା ଆସନରେ ଲଢ଼ିବାକୁ ବିଜେପି ପ୍ରାର୍ଥୀ ପାଉନି – ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
April 1, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
୧୪୭ ବିଧାନସଭା ଆସନରେ ଲଢ଼ିବାକୁ ବିଜେପି ପ୍ରାର୍ଥୀ ପାଉନି – ବିଜେଡି
Share on FacebookShare on TwitterWhatsapp

ବିଜେଡି ଜାତୀୟ ମୁଖପାତ୍ର ଡ. ସସ୍ମିତ୍ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ କଟାକ୍ଷ କରିଥିଲେ । ୮୦ ଆସନ ପାଇଁ ବି ପ୍ରାର୍ଥୀ ନାହାନ୍ତି ।

୩୧ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ଭୁବନେଶ୍ୱର :-> ବିଜେପିକୁ ଆକ୍ରମଣ ଜାରି ରଖିଛି ବିଜେଡି । ୧୪୭ ବିଧାନସଭା ଆସନରେ ଲଢ଼ିବାକୁ ବିଜେପି ପ୍ରାର୍ଥୀ ପାଉନି । ସେଥିପାଇଁ ଏ ଯାଏଁ ଜଣେ ପ୍ରାର୍ଥୀଙ୍କ ନାମ ବି ଘୋଷଣା କରିପାରିନି । ଏହା ହିଁ ବାସ୍ତବିକ ସତ୍ୟ ବୋଲି ଗତକାଲି ବିଜେଡି ଜାତୀୟ ମୁଖପାତ୍ର ଡ. ସସ୍ମିତ୍ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ କଟାକ୍ଷ କରିଥିଲେ । 

ଦଳର ମୁଖପାତ୍ର ସ୍ୱୟମ୍ ପ୍ରକାଶ ମହାପାତ୍ର ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ଓଡ଼ିଶା ବିଜେପି ପାଖରେ ୧୪୭ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଛାଡ଼ନ୍ତୁ, ୮୦ ଆସନ ପାଇଁ ବି ପ୍ରାର୍ଥୀ ନାହାନ୍ତି । ଯାହା ବିଜେପି ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି । ସେଥିପାଇଁ ଦଳ ପ୍ରାର୍ଥୀ ତାଲିକା ଘୋଷଣା କରିପାରୁନାହିଁ । ଓଡ଼ିଶା ବିଜେପିର ସ୍ଥିତି ଏମିତି ହୋଇଛି ଯେ ସେମାନେ ଯାହାକୁ ଯେଉଁଠୁ ପାରୁଛନ୍ତି ଦଳରେ ସାମିଲ କରାଉଛନ୍ତି । ଯେନତେନ ପ୍ରକାରେ ୧୪୭ ଆସନ ପାଇଁ ତାଲିକା ପୂରଣ କରିବା ଚକ୍କରରେ ଥିବା ଭଳି ସ୍ପଷ୍ଟ ଜଣାପଡୁଛି ।

ଦଳରୁ ବିତାଡ଼ିତ ଓ ଜନବିରୋଧୀ ନେତାଙ୍କ ସହ ଅପରାଧିକ କାର‌୍ୟ୍ୟରେ ଲିପ୍ତ ଥିବା ନେତାମାନେ ଏବେ ଓଡ଼ିଶା ବିଜେପି ପାଇଁ ଆଶା ଓ ଭରସା ହୋଇଛନ୍ତି । ବନ୍ୟାରେ ଭାସି ଯାଉଥିବା ବେଳେ କୁଟାଖିଅକୁ ଆଶ୍ରା କଲା ଭଳି ବିଜେପିର ଅବସ୍ଥା ହୋଇଛି । ଏହା ଦେଖି ସାଢ଼େ ଚାରି କୋଟି ଓଡ଼ିଶାବାସୀ, ଓଡ଼ିଶା ବିଜେପି ଉପରେ ହସିବା ଆରମ୍ଭ କଲେଣି ବୋଲି ବିଜେଡି ମୁଖପାତ୍ର କହିଛନ୍ତି ।

 ପଦ୍ମ ଧରିଲେ ଅନୁଭବ ବିଜେଡଇରୁ ଇସ୍ତଫା ଦେଇଥିବା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଆଜି ବିଜେପିରେ ଯୋଗ ଦେଇଛନ୍ତି । ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟ କାର‌୍ୟ୍ୟାଳୟରେ ସେ ପଦ୍ମ ଧରିଛନ୍ତି । ଦେଶର ବିକାଶ ପାଇଁ ପ୍ରତ୍ୟେକ ଯୁବକ ବିଜେପି ପରିବାରରେ ସାମିଲ ହେବା ଦରକାର ବୋଲି ସେ କହିଛନ୍ତି । ଶଙ୍ଖ ଛାଡ଼ିଲେ ସନ୍ଧ୍ୟାବତୀ ବିଜେଡିରୁ ଇସ୍ତଫା ଦେଇଛନ୍ତି ପିପିଲି ଆଶାୟୀ ପ୍ରାର୍ଥୀ ତଥା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପୂର୍ବତନ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ । ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୁଇବାହାଲ ରେ ନୁଆଁଖାଇ ଭେଟ

କୁଇବାହାଲ ରେ ନୁଆଁଖାଇ ଭେଟ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

October 10, 2026
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୁଇବାହାଲ ରେ ନୁଆଁଖାଇ ଭେଟ

କୁଇବାହାଲ ରେ ନୁଆଁଖାଇ ଭେଟ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ

October 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version