କଂ‌ଗ୍ରେସକୁ ଆଉ ଏକ ଝଟ୍‌କା …

୪ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) ପାରାଦ୍ୱୀପ :-> ନିର୍ବାଚନ ପୂର୍ବରୁ ରାଜ୍ୟରେ ଦଳ ବଦଳ ଜୋର ଧରିଥିବାବେଳେ ଏବେ କଂ‌ଗ୍ରେସକୁ ଆଉ ଏକ ଝଟ୍‌କା ଲାଗିଛି। ଗୁରୁବାର ଅରିନ୍ଦମ (ବାପି) ସର୍ଖେଲ୍ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ।

ସେ ନିଜ ଇସ୍ତଫା ପତ୍ରକୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। କଂଗ୍ରେସ ଛାଡ଼ିବା ପରେ ସେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଛି ।