• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ଖଣି ମୁହଁରେ ଜରଡ଼ା ଗାଁ : ବିସ୍ଫୋରଣରେ ଥରୁଛି, ଜମି ଅଧିଗ୍ରହଣକୁ ୨୯ ବର୍ଷ, ବିସ୍ଥାପନ ନୋହିଲା !

Proprietor Abhimanyu Maharana by Proprietor Abhimanyu Maharana
April 6, 2024
in ଅନୁଗୁଳ, ଓଡ଼ିଶା, ହୋମ୍
0
ଖଣି ମୁହଁରେ ଜରଡ଼ା ଗାଁ : ବିସ୍ଫୋରଣରେ ଥରୁଛି, ଜମି ଅଧିଗ୍ରହଣକୁ ୨୯ ବର୍ଷ, ବିସ୍ଥାପନ ନୋହିଲା !
Share on FacebookShare on TwitterWhatsapp

ଆନ୍ଦୋଳନ ପାଇଁ ଗ୍ରାମବାସୀ ସଜବାଜ

୫ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) ଅନୁଗୁଳ :-> ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ୍‌ ଜରଡ଼ା ଗାଁ କଣିହାଁ ଖୋଲାମୁହଁ କୋଇଲା ଖଣିଠାରୁ ମାତ୍ର ୫ ଶହ ମିଟର ଦୂରରେ ଅବସ୍ଥିତ। ଖଣିରେ ହେଉଥିବା ଡିନାମାଇଟ୍‌ ବିସ୍ଫୋରଣ, ଖଣିଜନିତ ପ୍ରଦୂଷଣରେ ଗ୍ରାମବାସୀ ଅତିଷ୍ଠ। ସେମାନଙ୍କୁ ବିସ୍ଥାପନ କରିବାକୁ ଜରଡ଼ା ଗ୍ରାମବାସୀ ଦାବି କରିଆସୁଛନ୍ତି। ସେମାନଙ୍କୁ ବିସ୍ଥାପନ କରି ଅନ୍ୟତ୍ର ଥଇଥାନ ପାଇଁ ଖଣି କର୍ତ୍ତୃପକ୍ଷ ସ୍ଥିର ମଧ୍ୟ କରିଛନ୍ତି। କିନ୍ତୁ ବିସ୍ଥାପନ କରୁନାହାନ୍ତି। ଏହାର ପ୍ରତିବାଦରେ ଜରଡ଼ା ଗ୍ରାମବାସୀ ଆନ୍ଦୋଳନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଖଣିରେ କୋଇଲା ଖନନ ପାଇଁ ଡିନାମାଇଟ୍‌ ବିସ୍ଫୋରଣ କରାଯାଉଛି। ଫଳରେ ଗାଁ ଥରିଉଠୁଛି। କେତେକ ଘର ଫାଟି ଆଁ କଲାଣି। କେତେକ ଘର ଭାଙ୍ଗି ପଡ଼ିଥିବା ଦେଖାଯ‌ାଇଛି। ସାମାନ୍ୟ ପବନହେଲେ ଖଣି ଅଞ୍ଚଳରୁ କୋଇଲା ଗୁଣ୍ଡ ଉଡ଼ି ଲୋକଙ୍କ ଘରେ ପଡ଼ୁଛି।

ପ୍ରଦୂଷଣ ଯୋଗୁଁ ଗ୍ରାମବାସୀ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି। ସେମାନେ ବର୍ଷ ବର୍ଷ ଧରି ଆତଙ୍କିତ ଅବସ୍ଥାରେ ରହୁଛନ୍ତି। କୋଇଲା ଖଣି ପାଇଁ ଜରଡ଼ା ଗାଁର ଜମି ୧୯୯୫ ମସିହାରେ ଅଧିଗ୍ରହଣ କରାଯାଇଛି। ଜମି ଅଧିଗ୍ରହଣ କରିବାର ୩ ବର୍ଷ ମଧ୍ୟରେ ଲୋକଙ୍କୁ ନିଯୁକ୍ତି, କ୍ଷତିପୂରଣ ଦେଇ ବିସ୍ଥାପିତ କରିବା କଥା, ମାତ୍ର ଏହା ଭିତରେ ୨୯ ବର୍ଷ ବିତିଯାଇଥିଲେ ବି ସେମାନଙ୍କୁ ଏପର୍ଯ୍ୟନ୍ତ ବିସ୍ଥାପିତ କରାଗଲା ନାହିଁ। ଗ୍ରାମବାସୀଙ୍କର ବାକି ଥିବା ଜମି ବାବଦ କ୍ଷତିପୂରଣ, ଘର, ଗଛ ପାଇଁ କ୍ଷତିପୂରଣ ଓ ନିଯୁକ୍ତି ଦିଆଯିବାକୁ ଗ୍ରାମବାସୀ ଦାବି କରୁଛନ୍ତି । ସେମାନଙ୍କୁ ବିସ୍ଥାପିତ କରିବା ପାଇଁ ଗ୍ରାମବାସୀ ଅନେକ ଥର ଖଣି କର୍ତ୍ତୃପକ୍ଷ, ପ୍ରଶାସନ ଓ ଜନପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଅନେକ ଥର ଆନ୍ଦୋଳନ କରିଛନ୍ତି । ସେମାନଙ୍କୁ ବିସ୍ଥାପିତ କରାଯିବ ବୋଲି ଖଣି କର୍ତ୍ତୃପକ୍ଷ ପ୍ରଶାସନର ଉପସ୍ଥିତିରେ ଲିଖିତ ପ୍ରତିଶ୍ରୁତି ଦେଇଥିଲେ ।

କିନ୍ତୁ ଆଜି ପର୍ଯ୍ୟନ୍ତ ଗ୍ରାମବାସୀଙ୍କୁ ବିସ୍ଥାପିତ କରାଗଲାନାହିଁ । ଅନ୍ୟପକ୍ଷରେ ପଥରମୁଣ୍ଡା ଗାଁରେ କଲୋନି କରି ସେଠାରେ ଜରଡ଼ା ଗ୍ରାମବାସୀଙ୍କୁ ଥଇଥାନ କରିବେ ବୋଲି ଖଣି କର୍ତ୍ତୃପକ୍ଷ ସ୍ଥିର କରିଛନ୍ତି । ପଥରମୁଣ୍ଡା ଗାଁ କଣିହାଁ କୋଇଲା ଖଣି ଦ୍ବାରା କ୍ଷତିଗ୍ରସ୍ତ । ଏହି ଗାଁର କିଛି ପରିବାର ଖଣି ପକ୍ଷରୁ ନିଯୁକ୍ତି ପାଇଥିବା ବେଳେ କିଛି ପରିବାର ନିଯୁକ୍ତି ପାଇନାହାନ୍ତି । ଯେଉଁମାନେ ନିଯୁକ୍ତି ପାଇନାହାନ୍ତି, ସେମାନେ ନିଯୁକ୍ତି ଦାବିରେ ତାଙ୍କ ଜମି ଉପରେ ବସି ଆନ୍ଦୋଳନ ଜାରି ରଖିଛନ୍ତି । ଫଳରେ ଜରଡ଼ା ଗ୍ରାମବାସୀଙ୍କୁ ସେଠାରେ ଥଇଥାନ କରିବାରେ ଏହି ଘଟଣା ପ୍ରତିବନ୍ଧକ ସାଜିଛି । ପଥରମୁଣ୍ଡା ଗାଁର ଯେଉଁ ଲୋକମାନେ ନିଯୁକ୍ତି ପାଇନାହାନ୍ତି, ନିଯୁକ୍ତି ନମିଳିବା ପର୍ଯ୍ୟନ୍ତ ସେମାନଙ୍କ ଜମିରେ କୌଣସି ଲୋକକୁ ବାସ କରିବାକୁ ଦେବେନାହିଁ ବୋଲି ସେମାନେ ରୋକ୍‌ଠୋକ୍‌ ଶୁଣାଇ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version