ତୃତୀୟ ପର୍ଯ୍ୟାୟରେ ୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା
୫ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ତୃତୀୟ ପର୍ଯ୍ୟାୟରେ ୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେଡି । ଏହି ତାଲିକାରେ ରେଙ୍ଗାଲିରୁ ସୁଦର୍ଶନ ହରିପାଲ, ରାଉରକେଲାରୁ ସାରଦା ପ୍ରସାଦ ନାୟକ, ବରମିତ୍ରପୁର ରୋହିତ ଯୋଶେଫ ତିର୍କୀ,
କେଉଁଝରରୁ ମୀନା ମାଝୀ, ରାଇରଙ୍ଗପୁର ରାଇସିଂ ମୁର୍ମୁ, ବାଲେଶ୍ୱରରୁ ସ୍ୱରୂପ କୁମାର ଦାସ, ବାରବାଟ-କଟକରୁ ପ୍ରକାଶ ଚନ୍ଦ୍ର ବେହେରା, ସାଲେପୁରରୁ ପ୍ରଶାନ୍ତ ବେହେରା ଓ ଜୟଦେବରୁ ନବ କିଶୋର ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି ବିଜେଡି ।















