• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚୈତ୍ର ତୃତୀୟ ମଙ୍ଗଳବାର : ଶ୍ୟାମଳାଇ ଓ କରେଇଶୁଣୀ ପୀଠ ପାଲଟିଲା ଜନସମୁଦ୍ର

Proprietor Abhimanyu Maharana by Proprietor Abhimanyu Maharana
April 9, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଚୈତ୍ର ତୃତୀୟ ମଙ୍ଗଳବାର : ଶ୍ୟାମଳାଇ ଓ କରେଇଶୁଣୀ ପୀଠ ପାଲଟିଲା ଜନସମୁଦ୍ର
Share on FacebookShare on TwitterWhatsapp

୯ ଏପ୍ରିଲ, ୨୦୨୪ (ଓଡିଶା ତାଜା ନ୍ୟୁଜ) ହିଞ୍ଜିଳିକାଟୁ :-> ଚୈତ୍ର ମାସ ତୃତୀୟ ପାଳି ମଙ୍ଗଳବାର ଉପଲକ୍ଷେ ହିଞ୍ଜିଳିକାଟୁ ବ୍ଳକ ନୂଆଁ ବୁରୁପଡ଼ା ସ୍ଥିତ ଶକ୍ତିପୀଠ ମା ଶ୍ୟାମଳାଇଙ୍କ ପୀଠରେ ଭକ୍ତଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି । ମଙ୍ଗଳବାର ଭୋରରୁ ମା’ଙ୍କ ମାର୍ଜଣା, ମଙ୍ଗଳଆଳତୀ, ସୂର୍ଯ୍ୟପୂଜା, ମଇଲମ, ବାଳଭୋଗ, ଦେବୀନୀତି ସହ ସମସ୍ତ ରୀତିନୀତି ସମାପନ ପରେ ପୂଜାର୍ଚ୍ଚନା କରାଯାଇଥିଲା । ପରେ ମନ୍ଦିର ଦ୍ୱାର ଖୋଲା ଯାଇଥିଲା । ଦୂରଦୁରାନ୍ତରରୁ ଭକ୍ତ ମାନେ ସେମାବାର ରାତିରୁ ଆସି ମନ୍ଦିର ପରିସରରେ ଭିଡ଼ ଜମାଇବା ସହ ମନ୍ଦିର ପ୍ୱାର୍ଶ୍ବରେ ମାନସିକ ଧାରୀ ମାନେ ନିଜ ନିଜ ଶିଶୁ ମାନଙ୍କୁ ମୁଣ୍ଡନ କରାଉଥିବାର ଦେଖିବାକୁ ମିଳିଥିଲା ।

ଏପରିକି ମନ୍ଦିର ପରିସରରେ ଭକ୍ତ ମାନଙ୍କ ଅସମ୍ଭବ ଭିଡ଼ ପରିଲିକ୍ଷିତ ହୋଇଥିଲା । ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ସକାଶେ ଭକ୍ତ ମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ଲମ୍ବା ଲାଇନରେ ଅପେକ୍ଷା କରିଥିବା ଦେଖିବାକୁ ମିଳିଥିଲା । ମନ୍ଦିର ଚର୍ତୁପ୍ୱାର୍ଶରେ ବିଭିନ୍ନ ରକମର ଖେଳଣା, ବାରମଜା, ଥଣ୍ଡାପାନୀୟ, ବେଲୁନ ଦୋକାନର ଅସ୍ଥାୟୀ ଦୋକାନ ବଜାର ମାନ ଗଢି ଉଠିଥିଲା । ଭକ୍ତ ମାନେ ନିଜ ନିଜ ପରିବାର ଓ ବନ୍ଧୁବର୍ଗଙ୍କ ସହ ମନ୍ଦିର ନିକଟରେ ଭୋଜିଭାତର ଆୟୋଜନ କରିଥିବାର ଦେଖିବାକୁ ମିଳିଥିଲା । ମନ୍ଦିର ନିକଟରେ ଛାଗବଳି ନିଷେଧ ରହିଥିଲେ ମଧ୍ୟ ଭକ୍ତମାନେ ପରିବାର ଓ ସମ୍ପର୍କୀୟଙ୍କ ସହ ଛାଗବଳି ପକାଉଥିବା ଦେଖିବାକୁ ମିଳିଥିଲା । ଏହାକୁ ନେଇ କିଛି ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା ।

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ମନ୍ଦିର ପ୍ରଶାସନ ଓ ସ୍ୱେଛାସେବୀ ମାନଙ୍କ ପକ୍ଷରୁ ପାନୀୟ ଜଳ ବଣ୍ଟନ ସହ ସିଞ୍ଚନ କରାଯାଉଥିବା ଦେଖିବାକୁ ମିଳିଥିଲା । ମଙ୍ଗଳବାର ଭୋରରୁ ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀନିବାସ ସେଠିଙ୍କ ତତ୍ୱାବଧାନରେ ପୁଲିସ ଟିମ୍ ମନ୍ଦିର ପରିସରରେ ମୃତୟନ ରହିବା ସହ ଶାନ୍ତି ଶୃଙ୍ଖଳା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ । ଶ୍ୟାମଳାଇ ଛକ ତଥା ୫୯ ନମ୍ବର ଜାତୀୟ ରାଜପଥର ଉଭୟ ପ୍ବାର୍ଶରେ ବହୁ ଯାନବାହନ ରହିଥିଲା । ମନ୍ଦିର ଚର୍ତୁପାଶ୍ୱର୍ରେ ଭକ୍ତ ମାନେ ଆସ୍ଥାନ ଜମାଇବା ସହ ମନ୍ଦିର ପରିସର ଠାରୁ ପ୍ରାୟ ୨କିଲୋମିଟର ପରିଧି ପର୍ଯ୍ୟନ୍ତ ଭକ୍ତ ମାନେ ନିଜ ନିଜର ପରିବାର ଓ ବନ୍ଧୁ ପରିଜନ ମାନଙ୍କ ସହ ଭୋଜିଭାତର ଆୟୋଜନ କରୁଥିବା ଦେଖିବାକୁ ମିଳିଥିଲା।

ଭକ୍ତ ମାନେ ନିଜ ନିଜର କାର୍ଯ୍ୟ ସମାପନ କରି ସନ୍ଧ୍ୟାରେ ନିଜ ଗ୍ରାମକୁ ପ୍ରତ୍ୟାବର୍ତ୍ତନ କରିଥିଲେ । ଭକ୍ତ ମାନଙ୍କ ଭିଡ଼କୁ ଆଖି ଆଗରେ ରଖି ମନ୍ଦିର ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଭକ୍ତ ମାନଙ୍କ ପ୍ରତ୍ୟାବର୍ତ୍ତନ ପରେ ମନ୍ଦିର ଚର୍ତୁପାଶ୍ୱର୍ରେ ଅଇଁଠା ଖଲି, ପ୍ଳେଟ ଓ ପ୍ଳାଷ୍ଟିକ ଗ୍ଳାସ ପଡି ରହିଥିଲା । ଫଳରେ ସ୍ଥାନୀୟ ଅଞ୍ଚଳବାସୀ ଓ ମନ୍ଦିର ପ୍ରଶାସନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଅନୁରୁପ ଭାବେ ସ୍ଥାନୀୟ ବ୍ଳକ ଖରିଡ଼ା ଗ୍ରାମରେ ଅଧିଷ୍ଠିତ ମା’ କରେଇଶୁଣୀଙ୍କ ପୀଠରେ ମଧ୍ୟ ଭକ୍ତ ମାନଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ବହୁ ମାନସିକ ଧାରୀ ନିଜ ନିଜ ଶିଶୁଙ୍କ ମୁଣ୍ଡନ କରାଇବା ସହ ମନ୍ଦିର ଚର୍ତୁପ୍ୱାର୍ଶରେ ଭୋଜିଭାତର ଆୟୋଜନ କରିଥିବା ଦେଖିବାକୁ ମିଳିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version