• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଖରିଡାରେ ସ୍ୱାବ ଟେଷ୍ଟ , ବିଶୋଧନ ଏବଂ ସଚେତନତା

Proprietor Abhimanyu Maharana by Proprietor Abhimanyu Maharana
July 31, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
ଖରିଡାରେ ସ୍ୱାବ ଟେଷ୍ଟ , ବିଶୋଧନ ଏବଂ ସଚେତନତା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୩୧ ଜୁଲାଇ ଶୁକ୍ରବାର ) ହିଞ୍ଜିଳିକାଟୁ :- କରୋନା ସଂକ୍ରମଣ କୁ ପ୍ରତିହତ କରିବା ପାଇଁ ହିଞ୍ଜିଳି ବ୍ଳକରେ ପ୍ରଶାସନ ପକ୍ଷରୁ ତ୍ୱରାନ୍ୱିତ ହୋଇଛି ବିଭିନ୍ନ ପଦକ୍ଷେପ । ସ୍ୱାସ୍ଥ୍ୟ ବିଭାଗର ତ୍ୱରିତ ପଦକ୍ଷେପ ସହ ବ୍ଳକ ପ୍ରଶାସନ ପକ୍ଷରୁ ଆରମ୍ବ ହୋଇଛି କରୋନା କସରତ । ଗ୍ରାମାଞ୍ଚଳ ଗୁଡ଼ିକରେ ସ୍ୱାବ ଟେଷ୍ଟକୁ ଗୁରୁତ୍ୱ ପ୍ରଦାନ କରାଯାଇଛି । ଏହା ମାଧ୍ୟମରେ ଖୋଜି ଖୋଜି ଆକ୍ରାନ୍ତଙ୍କ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । ଏହି ପରିପ୍ରେକ୍ଷୀରେ ହିଞ୍ଜିଳି ବ୍ଳକ ଖରିଡା ଗ୍ରାମରେ ଗତ କାଲି ସ୍ୱାବ ଟେଷ୍ଟ ଓ ଶୁକ୍ରବାର ସଂକ୍ରମିତ ଙ୍କୁ ଚିକିତ୍ସା ବ୍ୟବସ୍ଥା,ବିଶୋଧନ ପ୍ରକ୍ରିୟା ଓ ସଚେତନତା ରାଲି ଆୟୋଜିତ ହୋଇଥିଲା ।

ହିଞ୍ଜିଳି ବ୍ଳକ ଓଏସଡ଼ି ଜଗୁ ପୂଜାରୀ,ବେଲ ଗାଁ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମୃତ୍ୟୁଞ୍ଜୟ ପାଣିଗ୍ରାହୀ ଓ ଟିମ ୪୬ଜଣ ଙ୍କ ସ୍ୱାବ ଟେଷ୍ଟ କରିଥିଲେ । ଚିହ୍ନଟଙ୍କ ମଧ୍ୟରୁ ୪ ଜଣ ପଜିଟିଭ ଥିବା ବେଳେ ଡାକ୍ତରଙ୍କ ଦ୍ୱାରା ସେମାନଙ୍କ ଚିକିତ୍ସା ବ୍ୟବସ୍ଥା କରାଯାଇଛି । ଜଣେ ଚିହ୍ନଟଙ୍କୁ କୋଭିଡ କେୟାର ହୋମକୁ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୃହ ସଙ୍ଗରୋଧରେ ରହିବା ପାଇଁ କୁହାଯାଇଛି । ୨ ଜଣ ଗର୍ଭବତୀ ମହିଳାଙ୍କ ମଧ୍ୟରେ ଜଣକୁ ଶିତଳାପଲ୍ଲୀ କୋଭିଡ କେୟାର ହସ୍ପିଟାଲରେ ଭର୍ତ୍ତି କରିବା ପାଇଁ ନିଶ୍ଚିତ ହୋଇଥିଲା ବେଳେ ଅନ୍ୟ ଗର୍ଭବତୀ ହୋମ କ୍ୱାରେଣ୍ଟାଇନରେ ରହି ଥିବା ଜଣାପଡ଼ିଛି ।

ଶୁକ୍ରବାର ପିଇଓ ସୁଶାନ୍ତ କୁମାର ପାତ୍ର,ଜିଆର ଏସ ଶ୍ରୀକାନ୍ତ ପଣ୍ଡା, କୋଭିଡ ମନିଟର, ଆଶା, ଅଙ୍ଗନବାଡି ଏବଂ ସ୍ବେଚ୍ଛାସେବୀ ମିଳିତ ଭାବେ ପ୍ଲାକାର୍ଡ ପ୍ରଦର୍ଶନ କରି ଗାଁ ରେ କରୋନା ସଚେତନ କରିଥିଲେ । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଓ ପଡୋଶୀ ଙ୍କ ଗୃହ ସମେତ କେନାଲ ସାହିକୁ ଅଗ୍ନିଶମ କର୍ମଚାରୀ ଙ୍କ ସହାୟତା ରେ ବିଶୋଧିତ କରାଯାଇଛି।ଗାଁର ସମସ୍ତ ଜନସାଧାରଣଙ୍କୁ ମାସ୍କ ବ୍ୟବହାର, ସାମାଜିକ ଦୂରତ୍ୱ ପାଳନ କରିବା ସହ ରୋଗ ନ ଲୁଚାଇବା ପାଇଁ ପିଇଓ ପାତ୍ର ଗ୍ରାମବାସୀ ଙ୍କୁ ନିବେଦନ କରିଛନ୍ତି । ( ରିପୋର୍ଟ-ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version