• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା” ରାମଚଣ୍ଡୀ ଦେବୀଙ୍କ ପଞ୍ଚଦଶ ବାର୍ଷିକ ଓ ସପ୍ତଚଣ୍ଡୀ ଯଜ୍ଞ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
April 10, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମା” ରାମଚଣ୍ଡୀ ଦେବୀଙ୍କ ପଞ୍ଚଦଶ ବାର୍ଷିକ ଓ ସପ୍ତଚଣ୍ଡୀ ଯଜ୍ଞ ଉଦଯାପିତ
Share on FacebookShare on TwitterWhatsapp

୯ ଏପ୍ରିଲ, ୨୦୨୪ (ଓଡିଶା ତାଜା ନ୍ୟୁଜ) ବୋଲଗଡ଼ :-> ବୋଲଗଡ଼ ବ୍ଲକ ଅନ୍ତର୍ଗତ ବାଂକୋଇ ଗ୍ରାମ ବାସୀମାନଙ୍କ ମିଳିତ ଆବାହକତ୍ୱରେ ମା ” ରାମଚଣ୍ଡୀଙ୍କ ତିନିଦିନ ଧରି ଚାଲିଥିବା ପଞ୍ଚଦଶ ବାର୍ଷିକ ଓ ସପ୍ତଚଣ୍ଡୀ ଯଜ୍ଞ ଉତ୍ସବ ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଅଛି. ପ୍ରଥମ ଦିବସରେ ମୁଖ୍ୟ ପୁରୋଧl ବିଶ୍ୱନାଥ ରାୟଗୁରୁ, ପୁରୋଧl ରମେଶ କର, ଭବାନୀଶଙ୍କର ମିଶ୍ର, ଲଷ୍ମୀଧର ପ୍ରହରାଜ ପ୍ରମୁଖଙ୍କ ମିଳିତ ଆବାହନରେ ଅଧିବାସ, ଅଙ୍କୁରା ରୋପଣ,

ଦ୍ୱିତୀୟ ଦିବସରେ କଳସ ଯାତ୍ରା, ଶାଲାପୂଜା, ଅଗ୍ନି ସ୍ଥାପନ ଓ ତୃତୀୟ ଦିବସରେ ସୂର୍ଯ୍ୟ ପୂଜା, ଗୋପୁଜା, ସମସ୍ତ ଦେବlଦେବୀ ଆବାହନୀ ପୂଜା ଅନୁଷ୍ଠିତ ହୋଇଥିଲା.  ଏହି ବିଶ୍ଵାଶାନ୍ତି ମହା ଯଜ୍ଞରେ ବାଂକୋଇ ଗ୍ରାମପଞ୍ଚାୟତର ବହୁ ଜନସାଧାରଣ ଓ ଶ୍ରଦ୍ଧାଳୁ ଭକ୍ତମାନେ ଯୋଗଦେଇ ନିଜ ପରିବାରର ଓ ବିଶ୍ୱର କଲ୍ୟାଣ ନିମନ୍ତେ ପୂର୍ଣ୍ଣାହୁତି ପ୍ରଦାନ କରିଥିଲେ.  

ଏହି କାର୍ଯ୍ୟକ୍ରମକୁ ଭୀମସେନ ବିଶ୍ୱାଳ, ଗୋପୀନାଥ ପଟ୍ଟନାୟକ, ପୂର୍ଣ୍ଣଚନ୍ଦ୍ର ଉତ୍ତରକବାଟ, ବସନ୍ତ କୁମାର ଉତ୍ତରକବାଟ,ମାୟାଧର ବିଶ୍ୱାଳ ବିରଞ୍ଚିନାରାୟଣ ଉତ୍ତରକବାଟ ଓ ଜନାର୍ଦ୍ଦନ ପୃଷ୍ଟିଙ୍କ ସମେତ ବହୁ ଯୁବଗୋଷ୍ଠୀ ମିଳିତ ଭାବେ ସହଯୋଗକାରୀ ପରିଚାଳନା କରିଥିଲେ. ! ରାମ ଚଣ୍ଡୀ ମନ୍ଦିର ପରିଚାଳନା କମିଟି ତରଫରୁ ଶ୍ରଦ୍ଧାଳୁ ଭକ୍ତମାନଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା.  ବିଶ୍ଵାଶାନ୍ତି ଯଜ୍ଞସ୍ଥଳରେ ବାଂକୋଇ ଫାଣ୍ଡି ପୋଲିସ ବାହିନୀ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳ ରକ୍ଷା କରିଥିଲେ.  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version