• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ : ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ       

Proprietor Abhimanyu Maharana by Proprietor Abhimanyu Maharana
April 12, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ସୁନ୍ଦରଗଡ଼, ହୋମ୍
0
ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ : ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ       
Share on FacebookShare on TwitterWhatsapp

୧୧ ଏପ୍ରିଲ, ୨୦୨୪ (ଓଡିଶା ତାଜା ନ୍ୟୁଜ) ନୟାଗଡ :-> ନୟାଗଡ ହାଉସିଂ ବୋର୍ଡ ନିକଟସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ଠାରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନର ନୟାଗଡ଼ ଜିଲ୍ଲା ସ୍ତରୀୟ ଶୈକ୍ଷିକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ପ୍ରମୁଖ ସମାଜସେବୀ ଶ୍ରୀଧର ସାହୁଙ୍କ ସଭାପତିତ୍ବରେ କର୍ମଶାଳା ଆରମ୍ଭ ହୋଇଥିଲା ।

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନର ମହାସଚିବ ଡା.କରୁଣା କର ପ୍ରଧାନ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କର୍ମଶାଳାକୁ ଉଦଘାଟନ କରିଥିଲା ବେଳେ ସର୍ବ ପ୍ରଥମେ ମୁଖ୍ଯ ଅତିଥିଙ୍କ ଦ୍ବାରା ଛେନାପୋଡ଼ କାଟି ଓ ବାଣ୍ଟି ବିଶ୍ବ ଛେନାପୋଡ଼ ଦିବସ ପାଳନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସଂସ୍ଥାନର ବରିଷ୍ଠ କାର୍ଯ୍ଯକର୍ତ୍ତା ଆଲୋକ ପ୍ରଭା ମହାନ୍ତି, ଗୌରାଙ୍ଗ ଚରଣ ପ୍ରଧାନ ଓ କୁରୁକ୍ଷେତ୍ର ଧାଙ୍ଗଣା ମାଝି ଯୋଗଦେଇ ବିଦ୍ୟାଳୟର ଶୈଖିକ ବ୍ଯବସ୍ଥା କିପରି ଶୃଙ୍ଖଳିତ ହେବ, ଶିଶୁ ମାନଙ୍କର ନୈତିକ ବୌଦ୍ଧିକ ଓ ଶାରିରୀକ ମାନସିକ ବିକାଶ ଦିଗରେ ବହୁ ଉପାଦେୟ ପରାମର୍ଶ ଦେଇଥିଲେ ।

ଏହି କର୍ମଶାଳାରେ ଜିଲ୍ଲାର ପ୍ରତି ବ୍ଳକରୁ ୧୭ଟି ବିଦ୍ୟାଳୟ ଅଂଶଗ୍ରହଣ କରିଥିଲେ। ସରକାରୀ ବିଦ୍ୟାଳୟ ଠାରୁ ସରସ୍ବତୀ ଶିଶୁ ବିଦ୍ଯା ମନ୍ଦିର ଗୁଡିକ ଓଡ଼ିଶାରେ ଯେପରି ଶୀର୍ଷ ସ୍ଥାନରେ ଅଛି ଓ ରହିବ ସେ ବିଷୟରେ ଆଲୋଚନା କରିଥିଲେ । ଆଗାମୀ ୨୦୨୪ -୨୫ ଶିକ୍ଷା ବର୍ଷ ପାଇଁ ବାର୍ଷିକ ଯୋଜନା ପ୍ରସ୍ତୁତି କରାଯାଇଥିଲା ।

ବିଦ୍ୟାଳୟର ସମ୍ପାଦକ ଓ ପ୍ରଧାନ ଆଚାର୍ଯ୍ୟ ମାନେ ଅଂଶଗ୍ରହଣ କରି ନିଜ ନିଜର ମତାମତ ରଖିଥିଲେ । ବୈଠକ ଅପରାହ୍ନ ରେ ଉଦ୍ ଯାପନ୍ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସହ- ପ୍ରମୁଖ କାମରାଜ ବରାଡ, ଜିଲ୍ଲା ସହ-ସଂଯୋଜକ ଅବିନାଶ ସାହୁ,

କାର୍ଯ୍ଯକର୍ତ୍ତା ମନୋଜ କୁମାର ମହାପାତ୍ର,ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ପ୍ରଧାନ ଆଚାର୍ଯ୍ଯା ପ୍ରିୟମ୍ବଦା ମହାପାତ୍ର ସହଯୋଗ କରିଥିଲା ବେଳେ ସଂସ୍ଥାନର ନୟାଗଡ଼ ଜିଲ୍ଲା ସଂଯୋଜକ ମନୋରଂଜନ ପଣ୍ଡା ଧନ୍ଯବାଦ ଅର୍ପଣ କରିଥିଲେ। ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version