• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପର୍ଯ୍ୟବେକ୍ଷକଙ୍କ ଭାପୁର ବ୍ଲକ ଗସ୍ତ 

Proprietor Abhimanyu Maharana by Proprietor Abhimanyu Maharana
April 13, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପର୍ଯ୍ୟବେକ୍ଷକଙ୍କ ଭାପୁର ବ୍ଲକ ଗସ୍ତ 
Share on FacebookShare on TwitterWhatsapp

ଭାପୁର ବ୍ଲକ ବିଜେଡ଼ି ପକ୍ଷରୁ ସ୍ଵାଗତ ସହ ବିପୁଳ ସମ୍ବର୍ଦ୍ଧନା  

୧୨ ଏପ୍ରିଲ, ୨୦୨୪ (ଓଡିଶା ତାଜା ନ୍ୟୁଜ) ଭାପୁର :-> ନାୟଗଡ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀର ଭାପୁର ବ୍ଲକ ସଦର ମହକୁମାସ୍ଥିତ ଶ୍ରୀରାମ ମନ୍ଦିର କଲ୍ୟାଣୀ ମଣ୍ଡପ ପରିସରରେ ନବ ନିଯୁକ୍ତ ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପର୍ଯ୍ୟବେକ୍ଷକ ଅମିତ୍ କୁମାର ମଲ୍ଲିକଙ୍କୁ ଆଜି ଭାପୁର ବ୍ଲକ ବିଜେଡ଼ି କର୍ମୀ ମାନଙ୍କ ପକ୍ଷରୁ ସ୍ଵାଗତ ସହ ବିପୁଳ ସମ୍ବର୍ଦ୍ଧନା କରାଯାଇଛି। ଶ୍ରୀ ମଲ୍ଲିକ ଭାପୁର ସଦର ମହକୁମା ସ୍ଥିତ ଶ୍ରୀରାମ ମନ୍ଦିର ପରିସରରେ ପହଞ୍ଚିବା ପରେ ନୟାଗଡ ଜିଲ୍ଲା ବିଜେଡ଼ି ଉପ ସଭାପତି ଗୟାଧର ପରିଡ଼ାଙ୍କ ନେତୃତ୍ୱରେ ହାଜରରୁ ଉର୍ଦ୍ଧ୍ବ ଛାମୁଆ ବିଜେଡ଼ି ନେତା ଓ କର୍ମୀ ପୁଷ୍ପଗୁଚ୍ଛ ପ୍ରଦାନ କରିବା ସହ ସଭାସ୍ଥଳକୁ ପାଛୋଟି ନେଇ ଯାଇଥିଲେ। ଆୟୋଜିତ ସଭାରେ ନୟାଗଡ ଜିଲ୍ଲା ବିଜେଡ଼ି ସାଧାରଣ ସଂପାଦକ ଜିତେନ୍ଦ୍ର କୁମାର ରଣସିଂହ, ୧୯ ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ କୁମାର ସାହୁ,୨୦ ଜୋନର ଜିଲ୍ଲା ପରିଷଦ ସଭ୍ୟ ବିଜୟ କୁମାର ସାମନ୍ତରାୟ, ଖଣ୍ଡପଡ଼ା ବ୍ଲକର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ନିରଞ୍ଜନ ବେହେରା, ବାଇଗୁଣିଆ ପଞ୍ଚାୟତର ସରପଞ୍ଚ ନିରୁପମା ମହାରଣା, ଉତ୍ତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀର ବିଜେଡ଼ି ଯୁବ ସାଧାରଣ ସଂପାଦକ ଗୋବିନ୍ଦ ଚନ୍ଦ୍ର ମଣ୍ଡଳ, ବ୍ଲକ ବିଜେଡ଼ି ବରିଷ୍ଠ ସଂଗଠକ ମାଟିଆ ସ୍ବାଇଁ ଓ ରବିନ୍ଦ୍ର କୁମାର ପଟ୍ଟନାୟକ ପ୍ରମୁଖ ମଞ୍ଚାସିନ ଥିଲେ।ସେହିପରି ବଡସହରା ପଞ୍ଚାୟତ ସରପଞ୍ଚ ବ୍ରଜ କିଶୋର ଅଳୁକ, ଶାଳପଡା ପଞ୍ଚାୟତ ସରପଂଚ ସନ୍ତୋଷ କୁମାର ପଣ୍ଡା, କେନ୍ଦୁପଲ୍ଲୀ ପଞ୍ଚାୟତର ସରପଞ୍ଚ ତରେଶ୍ଵର ମାଝୀ ଓ ସମିତି ସଭ୍ୟ ଦୀପକ କୁମାର ଜେନା, ଭାପୁର ପଞ୍ଚାୟତର ସରପଞ୍ଚ ସୁରେଖା ସାହୁ ଓ ସମିତି ସଭ୍ୟା ସୁଭଦ୍ରା ବେହେରା, ବିଜିପୁର ପଞ୍ଚାୟତର ସରପଞ୍ଚ ବାସନ୍ତୀ ପରିଡ଼ା ଓ ସମିତି ସଭ୍ୟା ମଧୁସ୍ମିତା ମହାନ୍ତିଙ୍କ ସମେତ ଭାପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର ୱାର୍ଡ ସ୍ତରୀୟ ବିଜେଡ଼ି ସଂଗଠକ, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ, ସରପଂଚ ତଥା ସମିତି ସଭ୍ୟମାନେ ଯୋଗଦେଇଥିଲେ। ଶ୍ରୀ ପରିଡ଼ା ଉକ୍ତ ସଭାରେ ସଭାପତିତ୍ବ କରିଥିବା ବେଳେ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ ସାମନ୍ତରାୟ ମଞ୍ଚପରିଚାଳନ କରିଥିଲେ। ଜିଲ୍ଲା ବିଜେଡ଼ି ସାଧାରଣ ସଂପାଦକ ଶ୍ରୀ ରଣସିଂହ ତାଙ୍କ ବକ୍ତବ୍ୟରେ ଗୟାଧର ପରିଡ଼ାଙ୍କ ଦୃଢ଼ ନେତୃତ୍ୱ ପାଇଁ ପ୍ରତ୍ୟେକ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ବିଜୟୀ ଲାଭ କରୁଥିବା ବେଳେ ଭାପୁର ବ୍ଲକ ସର୍ବଦା ବିଜୟୀ କରିବାରେ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ ।ଆଗାମୀ ୨୦୨୪ ମସିହାରେ ସାଧାରଣ ନିର୍ବାଚନରେ ଦଳ ତାଙ୍କୁ ଅଣଦେଖା କଲେ ଦଳ ପାଇଁ ଏହା ବୁମେରାଂ ହେବ ବୋଲି ମତବ୍ୟକ୍ତ କରିଥିଲେ। ସେହିପରି ବରିଷ୍ଠ ସଂଗଠକ ତଥା ପୂର୍ବତନ ସରପଂଚ ତାଙ୍କ ବକ୍ତବ୍ୟରେ ଦଳ ପାଇଁ ସଦାବେଳେ ବିଜୟୀ ଭୂମିକା ଗ୍ରହଣ କରୁଥିବା ଗୟାଧରଙ୍କୁ ଏଥର ବିଧାୟକ ଟିକେଟ ଦିଆଯାଉ ବୋଲି ମତ ପ୍ରକାଶ କରିଥିଲେ। ଶ୍ରୀ ପରିଡ଼ା ତାଙ୍କ ବକ୍ତବ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବା ପାଇଁ ଦଳୀୟ କର୍ମୀ,ନେତା ଓ ସଂଗଠକ ମାନଙ୍କୁ ଶପଥ ପାଠ କରାଇଥିଲେ। ବିଜେଡି ପର୍ଯ୍ୟବେକ୍ଷକ ଶ୍ରୀ ମଲ୍ଲିକ ତାଙ୍କ ଅଭିଭାଷଣରେ ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରୁ ଜଣେ ଉପଯୁକ୍ତ ବ୍ୟକ୍ତି ଙ୍କୁ ବିଜୁ ଜନତା ଦଳ ପକ୍ଷରୁ ବିଧାୟକ ପାର୍ଥୀ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ ବେଳେ ଆଜିର ସଭାରେ ସ୍ଵଳ୍ପ ସମୟ ମଧ୍ୟରେ ବିପୁଳ ଜନ ସମାଗମକୁ ଦେଖି ଖୁସି ବ୍ୟକ୍ତ କରିବା ସହ ଦଳର ସଂଗଠକଙ୍କ ନିକଟରେ ଅବଗତ କରାଇବା ପାଇଁ କହିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version