• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା’ ବିରଜାଇ ଦେବୀଙ୍କ ପୀଠରେ ମହାବିଷୁବ ପଣା ଯାତ୍ରା ଓ ଘୃତଯଞ୍ଜ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 14, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ମା’ ବିରଜାଇ ଦେବୀଙ୍କ ପୀଠରେ ମହାବିଷୁବ ପଣା ଯାତ୍ରା ଓ ଘୃତଯଞ୍ଜ ଅନୁଷ୍ଠିତ
Share on FacebookShare on TwitterWhatsapp

୧୪ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଓଡଗାଁ :-> ଶରଣକୁଳ ଦକ୍ଷିଣାର୍ଦ୍ଧ ସୁଆରସାହି ଠାରେ ପ୍ରତିଷ୍ଠିତ ମା’ ବିରଜାଇ ଦେବୀ ଙ୍କ ପୀଠରେ ମହାବିଷୁବ ପଣା ଯାତ୍ରା ମହାସମାରୋହ ରେ ପାଳିତ ହୋଇଯାଇଛି । ରବିବାର ସକାଳେ ବେଦଜ୍ଞ ବ୍ରାହ୍ମଣ ତୋଷବନ୍ତ କର ଙ୍କ ଦ୍ଵାରା ନିକଟସ୍ଥ କୁସୁମୀ ନଦୀରୁ ଗ୍ରାମର ମହିଳା ଓ ପୁରୁଷ ମିଶି ୧୦୮ କଳସ ଜଳ ଏକ ଶୋଭାଯାତ୍ରାରେ ଆଣି ମା ଙ୍କ ପୀଠରେ ପହଞ୍ଚିଥିଲେ । ପରେ ପୂଜାର୍ଚ୍ଚନା କରାଯାଇ ଯଜ୍ଞରେ ଅଗ୍ନି ସ୍ଥାପନ ପୂର୍ବକ ସମସ୍ତ ଦେବାଦେବୀ ଙ୍କୁ ଘୃ୍ତlହୂତି ପ୍ରଦାନ କରାଯାଇ ଅପରାହ୍ନ ରେ ପୂର୍ଣ୍ଣାହୁତି କାର୍ଯ୍ୟ ସମାପନ ହୋଇ ଥିଲା ।

କର୍ତ୍ତା ପ୍ରଶାନ୍ତ କୁମାର ମିଶ୍ର ସମେତ ତୋଷବନ୍ତ କର , କୈଳାସ ମହାପାତ୍ର,ପ୍ରଭାତ କୁମାର ମହାପାତ୍ର, ପ୍ରଭାତ କୁମାର ବଡ଼ପଣ୍ଡା, ଶ୍ରୀଧର ମହାପାତ୍ର ପ୍ରମୁଖ ବ୍ରାହ୍ମଣ ମାନେ ଯଜ୍ଞ କାର୍ଯ୍ୟ ସମ୍ପାଦନ କରିଥିଲେ । ସନ୍ଧ୍ୟା ରେ ମନ୍ଦିର ରେ ପୂଜକ ପାପୁ ମହାପାତ୍ର ମା ଙ୍କୁ ପୂଜାର୍ଚ୍ଚନା ସହିତ ମହାଆଳତି କରିବା ପରେ ଠାକୁରାଣୀ ଙ୍କ ଚଳନ୍ତି ପ୍ରତିମା ବ୍ୟାଘ୍ର ବିମାନ ରେ ଉପବେସନ କରି ଏକ ପାଟୁଆରରେ ଭୋଗଲାଗି ପାଇଁ ବାହାରିଥିଲେ l ଏହି ଯାତ୍ରା ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ବେଳେ ସୋମବାର ସନ୍ଧ୍ୟାରେ ରାମନାଟକ ପରିବେଷଣ କରାଯିବ l

ଗ୍ରାମ ସଭାପତି ମଦନସାହୁ,ସମ୍ପାଦକ କାଳୁ ଦାଶ ଓ କୋଷାଧକ୍ଷ କୈଳାସ ଗାଆଣ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଉତ୍ସବରେ ସୁଆରସାହିର ସମସ୍ତ ଗ୍ରାମ ବାସୀ ସହଯୋଗ କରିଥିଲେ । ସେହିପରି ନିକଟସ୍ଥ ବାଉଁଶିଆ ଗ୍ରାମ ମା ବ୍ରାହ୍ମଣୀଦେବୀ,ଆଙ୍ଗିସିଙ୍ଗି ଗ୍ରାମ ମା ବିରଜାଈ,ଶିଖରପୁର ମା ତାରିଣୀ, ବଡ଼ପୁଟ ମା ତାରିଣୀ ଙ୍କ ପୀଠରେ ମହାବିଷୁବ ପଣା ଯାତ୍ରା ମହାସମାରୋହରେ ପାଳନ କରାଯାଇଛି l ସମସ୍ତ ଦେବୀ ଙ୍କ ପୀଠ ରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା l ଏଥି ସହିତ ମା ଙ୍କୁ ଦର୍ଶନ କରି ସାନିଧ୍ୟ ଲାଭ କରି ବିଭିନ୍ନ ପ୍ରକାର ସୁସ୍ୱାଦୁ ପଣା ପିଇବା ପାଇଁ ରବିବାର ସନ୍ଧ୍ୟା ରେ ଭିଡ ଲାଗି ରହିଥିବା ଦେଖିବାକୁମିଳିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version