• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖଣ୍ଡାୟତ କ୍ଷତ୍ରିୟ କଳ୍କୀ ସେନାର ସାଙ୍ଗଠନିକ ବୈଠକ ଓ ଜନ୍ମ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 16, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଖଣ୍ଡାୟତ କ୍ଷତ୍ରିୟ କଳ୍କୀ ସେନାର ସାଙ୍ଗଠନିକ ବୈଠକ ଓ ଜନ୍ମ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

୧୫ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ  :->  ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ପାଳନ ଅବସରରେ ବେଗୁନିଆ ବ୍ଲକ ଅନ୍ତର୍ଗତ ଭୋଗଡା ଗ୍ରାମସ୍ଥିତ ମା ଡାହାଳିଆଣି ଦେବୀଙ୍କ ପୀଠରେ ଖଣ୍ଡାୟତ କ୍ଷତ୍ରିୟ କଳ୍କୀ ସେନାର ସାଙ୍ଗଠନିକ ବୈଠକ ଓ ଜନ୍ମ ଜୟନ୍ତୀ ପାଳନ ହୋଇଛି । ଏଥିରେ ଖଣ୍ଡାୟତ କ୍ଷତ୍ରିୟ କଳ୍କୀ ସେନାର ରାଜ୍ୟ ସଭାପତି ଯୋଗୀନାଥ ବଳିଆରସିଂହଙ୍କ ଅଧ୍ୟକ୍ଷତାରେ ଉପସଭାପତି ଭୀମସେନ ବିଶ୍ଵାଳ ଓ ବିରାଟ ବଳିୟାରସିଂହ ଉପଦେଷ୍ଟା ନବ କିଶୋର ବିଧାର ଓ ଦିବାକର ସୁନ୍ଦରାୟ,ରାଜ୍ୟ ସମ୍ପାଦକ ବିଷ୍ଣୁ ଚରଣ ସାମନ୍ତରାୟ,

ଯୁଗ୍ମ ସମ୍ପାଦକ ସତ୍ୟବାନ ଶ୍ରୀ ଚନ୍ଦନ ଓ ଶ୍ରୀ ନିବାସ ରଣସିଂହ, ମିଡ଼ିଆ ସେଲ ଅଧ୍ୟକ୍ଷ ସମୀର ସୁନ୍ଦରାୟ,ବେଗୁନିଆ ବ୍ଲକ ସମ୍ପାଦକ ସନ୍ତୋଷ ବଳିୟାରସିଂହ, କଣାସ ବ୍ଲକ ସଦସ୍ୟ ବବ୍ରୁବାହାନ ପରିଡ଼ା,ଗଡଖାରଦ ଦଳବେହେରା, କେଦାରଶ୍ୱର ଜଗଦେବ,ବୋଲଗଡ ଉପସଭାପତି ସର୍ବେଶ୍ଵର ମାର୍ଥା, କୋଷାଧ୍ୟକ୍ଷ ପଞ୍ଚୁ ପଣ୍ଡିତ,ପଂଚାୟତ ସମ୍ପାଦକ ସନାତନ ବରାଡ,ସଂଯୋଜକ ବିଶ୍ଵାଳ ଓ ଜମ୍ବେଶ୍ଵର ମଙ୍ଗରାଜ,

ହାଟବସ୍ତ ପାଇକ ଆଖଡ଼ା ସମ୍ପାଦକ ମାଗି ବେହେରା ସୁରେଶ ସଦସ୍ୟ ନୃସିଂହ ଛୋଟରାୟ,ବିନୋଦ ରାଉତରାୟ,ମାଗି ବେହେରା,ଯୋଗେଶ୍ୱର ଛୋଟରାୟ, ବିଭୂତି ଭୂଷଣ ଗୁମାନସିଂହ,ବସନ୍ତ ଜୟସିଂହ ଓ କାହ୍ନୁ ଚରଣ ମାନସିଂହ ସମେତ ଭୋଗଡ଼ା ଗ୍ରାମବାସୀ ଉପସ୍ଥିତ ରହି ସଙ୍ଗଠନକୁ ସୁଦୃଢ଼ କରି ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କରିବା ପାଇଁ ସମ୍ମତି ପ୍ରକାଶ କରିଥିଲେ । ନିଖିଳ ଓଡ଼ିଶା ପାଇକ ମହସଂଘ ସଭାପତି ଶମ୍ଭୁଦତ ସ୍ଵାଇଁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version