• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିରୋଧି ଶିବିର ଦିନକୁ ଦିନ ଦୁର୍ବଳ ହେଉଛି : ବିଜେଡିର ମିଶ୍ରଣ ପର୍ବ

Proprietor Abhimanyu Maharana by Proprietor Abhimanyu Maharana
April 19, 2024
in ଓଡ଼ିଶା, ରାଜନୀତି, ହୋମ୍
0
ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିରୋଧି ଶିବିର ଦିନକୁ ଦିନ ଦୁର୍ବଳ ହେଉଛି  : ବିଜେଡିର ମିଶ୍ରଣ ପର୍ବ
Share on FacebookShare on TwitterWhatsapp

ବିଜେପି ନେତା ଓ କର୍ମୀଙ୍କ ସୁଅ ବିଜେଡି ମୁହାଁ ହୋଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଶାନ୍ତି, ମୈତ୍ରୀ ଓ ଉନ୍ନତୀର ନାରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନକୁ ମଜୁବୁତ କରିଛି ।

୧୯ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ନୟାଗଡ଼ :-> ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିରୋଧି ଶିବିର ଦିନକୁ ଦିନ ଦୁର୍ବଳ ହେଉଛି । ବିଜେଡି ମୁହାଁ ହେଉଛନ୍ତି ବିରୋଧୀ ନେତା । ବିଜେପି ନେତା ଓ କର୍ମୀଙ୍କ ସୁଅ ବିଜେଡି ମୁହାଁ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଶାନ୍ତି, ମୈତ୍ରୀ ଓ ଉନ୍ନତୀର ନାରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନକୁ ମଜୁବୁତ କରିଛି । ଗତ ଏକ ମାସ ମଧ୍ୟରେ ପନ୍ଦର ଶହରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି । ଓଡ଼ଗାଁ ବ୍ଲକର ୧୮ ପଞ୍ଚାୟତ ଏବଂ ନୟାଗଡ଼ ବ୍ଲକର ୨୯ ପଞ୍ଚାୟତକୁ ନେଇ ନୟାଗଡ଼ ନିର୍ବାଚନ ମଣ୍ଡଳୀ ଗଠିତ ହୋଇଥିବା ବେଳେ ଓଡ଼ଗାଁ ଏନଏସି ଓ ନୟାଗଡ଼ ପୈାର ପରିଷଦ ଏଥିରେ ସାମିଲ ରହିଛି ।

ଆଗାମୀ ସାଧାରଣ ନିର୍ବାଚନରେ ୨ ଲକ୍ଷ ୧୪ ହଜାର ଭୋଟର ମତଦାନ କରିବାକୁ ଥିବା ବେଳେ ବିଜେଡି ଯୁବ ଓ ମହିଳା ଭୋଟରଙ୍କୁ ପ୍ରାଧ୍ୟାନ୍ୟ ଦେଉଛି । ଫଳରେ ନିର୍ବାଚନ ମଣ୍ଡଳୀରେ ବିଜେଡି ଶକ୍ତି ବୃଦ୍ଧି ହୋଇ ଚାଲିଥିବା ବେଳେ ବିରୋଧି ସଂଗଠନ ଦୁର୍ବଳ ହେଉଛି । ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ନୟାଗଡ଼ ବ୍ଲକ ଅନ୍ତର୍ଗତ ନୋତର ଗ୍ରାମ ପଞ୍ଚାୟତ କୋଡିଏକାହାଣିଆ ଗ୍ରାମର ବହୁ ବିରୋଧୀ ନେତା ବିଜେଡିରେ ସାମିଲ ହୋଇଛନ୍ତି । ଏଥି ସହିତ ରାଜପାଟଣା ଗ୍ରାମ ପଞ୍ଚାୟତର ବିରୋଧୀ ନେତା ବିଜେଡିରେ ସାମିଲ ହୋଇଛନ୍ତି ।

ନୋତର ଗ୍ରାମ ପଞ୍ଚାୟତ କୋଡିଏ କାହାଣିଆ ଗ୍ରାମର ମହେଶ୍ୱର ପ୍ରଧାନ, ପ୍ରଦୀପ କୁମାର ପ୍ରଧାନ, ଛବି ପ୍ରଧାନ, ରାଜକିଶୋର ସାହୁ, ବଂଶୀଧର ସାହୁ ଓ ବେଣୁଧର ବେହେରା ବିଜେଡିରେ ସାମିଲ ହୋଇଛନ୍ତି । ଏଥି ସହିତ ରାଜପାଟଣା ଗ୍ରାମ ପଞ୍ଚାୟତର ବିରେନ ଜିତ୍ ନବୀନ ଜେନା ବିଜେଡିରେ ସାମିଲ ହୋଇଛନ୍ତି । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବା ପାଇଁ ବିରୋଧୀ କର୍ମୀ ମାନେ ବକ୍ତବ୍ୟ ରଖିଛନ୍ତି । ଏହି ମିଶ୍ରଣ ପର୍ବରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ତାଙ୍କୁ ଦଳକୁ ସ୍ୱାଗତ କରିଥିବା ବେଳେ ନେତା ଓ କର୍ମୀମାନେ ବିଜେଡିକୁ ଶକ୍ତିଶାଳୀ କରିବେ ବୋଲି କହିଛନ୍ତି । ଏହି ମିଶ୍ରଣ ପର୍ବରେ ଜିଲ୍ଲା ପରିଷଦ ସୁବାଷ ଚନ୍ଦ୍ର କଅଁର, ସମାଜସେବୀ ପୁର୍ଣ୍ଣଚନ୍ଦ୍ର ନାୟକ, ନୟାଗଡ଼ ଜିଲ୍ଲା ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା ଓ ନୟାଗଡ଼ ଜିଲ୍ଲା ବିଜେଡି ଉପସଭାପତି ପଦ୍ମ ଉଦୟଭାନୁ ପ୍ରମୁଖ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version