• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରହିଥିବା କରୋନା ଆକ୍ରାନ୍ତଙ୍କୁ ଦିଆଯାଇଥିବା ଖାଦ୍ୟ ରେ ବିଛା

Proprietor Abhimanyu Maharana by Proprietor Abhimanyu Maharana
August 2, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରହିଥିବା  କରୋନା ଆକ୍ରାନ୍ତଙ୍କୁ ଦିଆଯାଇଥିବା ଖାଦ୍ୟ ରେ ବିଛା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୨ ଅଗଷ୍ଟ ରବିବାର) ପାରଳାଖେମୁଣ୍ଡି :- ପାରଳାଖେମୁଣ୍ଡି ବେତାଗୁଡା ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗତକାଲି ରାତ୍ରି ଭୋଜନ ପାଇଁ ଖାଦ୍ୟ ପୁଡିଆ ଦିଆଯାଇଥିବା ବେଳେ ଆକ୍ରାନ୍ତ ଜଣକ ପୁଡିଆ ଖୋଲିବା ବେଳକୁ ସେଥିରୁ ଏକ ମଲା ବିଛା ରହିଥିବା ଦେଖିବାକୁ ପାଇଥିଲେ ଫଳରେ ସେହି ରୁମରେ ରହିଥିବା ଅନ୍ୟ ଆକ୍ରାନ୍ତ ମାନେ ମଧ୍ୟ ଖାଇନଥିଲେ କିନ୍ତୁ ଏହା ପୂର୍ବରୁ ଅନ୍ୟ ରୁମରେ ଥିବା କିଛି ଆକ୍ରାନ୍ତ ବ୍ୟକ୍ତି ଖାଦ୍ୟ ଖାଇ ସାରିଥିଲେ ସେମାନଙ୍କ ମଧ୍ୟରେ ଏକ ଆତଙ୍କର ବାତାବରଣ ଖେଳାଇ ଦେଇଥିଲା କାଳେ ତାଙ୍କ ସ୍ଵାସ୍ଥ୍ୟ ବିଗିଡି ଜିବନିତ କିନ୍ତୁ ବିଳମ୍ବିତ ରାତି ହୋଇଥିବାରୁ ଅଭିଯୋଗ ପରେ ମଧ୍ୟ ଖାଇବାକୁ ଆଉ ପାଇନଥିବା ଜଣା ପଡ଼ିଛି ।

ଅନ୍ୟ ପକ୍ଷରେ କୋରନା ପରିଚାଳନାରେ ଅବ୍ୟବସ୍ଥା ସମ୍ପର୍କରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନର ଅବହେଳା କରୁଥିବା ଅଭିଯୋଗ ହେଉଛି । ପୂର୍ବରୁ ମଧ୍ୟ ଅସ୍ଥାୟୀ ସ୍ଵାସ୍ଥ୍ୟ କେନ୍ଦ୍ର ଓ କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ଏଭଳି ଅବ୍ୟବସ୍ଥା ନେଇ ଅଭିଯୋଗ ହୋଇ ଥିଲା ଜିଲ୍ଲା ପ୍ରଶାସନ ସମାଧାନ ମଧ୍ୟ କରିଥିଲେ l ବାରମ୍ବାର ଏଭଳି ଘଟଣା ଘଟୁଥିବାରୁଏହାର ତଦନ୍ତ କରି ଖାଦ୍ୟ ସାମଗ୍ରୀ ଯୋଗlଉ ଥିବା ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବୀ ହେଉଛି l (ପାରଳାଖେମୁଣ୍ଡି,ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version