• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାହାଙ୍ଗା ବ୍ଲକ୍ : ପୋଡାମରେଇ ପଞ୍ଚାୟତ ରୁ ୬୦ ରୁ ଉର୍ଦ୍ଧ୍ବ କର୍ମୀ – ଦୁଇ ଜଣ ୱାର୍ଡ ମେମ୍ବର ବି.ଜେ.ପି ଦଳ ଛାଡ଼ି ବି.ଜେ.ଡି ଦଳରେ ମିଶିଲେ

Proprietor Abhimanyu Maharana by Proprietor Abhimanyu Maharana
April 20, 2024
in ଓଡ଼ିଶା, କଟକ, ରାଜନୀତି, ହୋମ୍
0
ମାହାଙ୍ଗା ବ୍ଲକ୍ : ପୋଡାମରେଇ ପଞ୍ଚାୟତ ରୁ ୬୦ ରୁ ଉର୍ଦ୍ଧ୍ବ କର୍ମୀ – ଦୁଇ ଜଣ ୱାର୍ଡ ମେମ୍ବର ବି.ଜେ.ପି ଦଳ ଛାଡ଼ି ବି.ଜେ.ଡି ଦଳରେ ମିଶିଲେ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା ଏବଂ ମାହାଙ୍ଗା ବିଧାୟକ ପ୍ରତାପ ଜେନା ଙ୍କ ଶାନ୍ତି, ମୈତ୍ରୀ, ଉନ୍ନତୀ ଓ ସମାଜ ସଂସ୍କାରର ନାରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନକୁ ମଜୁବୁତ କରିଛି ।

୨୦ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ମାହାଙ୍ଗା :-> ମାହାଙ୍ଗା ବ୍ଲକ୍ ଅନ୍ତର୍ଗତ ପୋଡାମରେଇ ପଞ୍ଚାୟତ ରୁ ୬୦ ରୁ ଉର୍ଦ୍ଧ୍ବ କର୍ମୀ ଓ ଦୁଇ ଜଣ ୱାର୍ଡ ମେମ୍ବର ବିଜେପି ଦଳ ଛାଡ଼ି ଓଡ଼ିଶା ର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ର ସ୍ୱଚ୍ଛ ଶାସନ ଓ ଓଡ଼ିଶା ର ପୂର୍ବତନ ମନ୍ତ୍ରୀ ତଥା ଜନ ପ୍ରିୟ ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଜେନା ମହୋଦୟ ଙ୍କ ଲୋକାଭିମୁଖୀ କାର୍ଯ୍ୟ , ମାହାଙ୍ଗା ରେ ଉନ୍ନତୀ ମୂଳକ କାର୍ଯ୍ୟ, ସୂ ସଂଗଠନ ଓ ସମସ୍ତ ମାହାଙ୍ଗା ବାସୀ ଙ୍କ ପାଖରେ ସୁଖ ରେ ଦୁଃଖରେ ପହଞ୍ଚିବା ଦେଖି ସେମାନେ ସମସ୍ତେ ସ୍ଵ ଇଚ୍ଛା ରେ ଆସି ବିଜେଡି ଦଳରେ ମିଶି ଥିଲେ ।

ଏହା ପରେ ଜନପ୍ରିୟ ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଜେନା ମହୋଦୟ କହିଥିଲେ ଯେ ମୁଁ ଆଜି ଠାରୁ ପୋଡାମରେଇ ପଞ୍ଚାୟତ ର ସମ୍ପୂର୍ଣ୍ଣ ଦାୟିତ୍ଵ ଓ ସମସ୍ତ ଉନ୍ନତୀ ମୂଳକ କାର୍ଯ୍ୟ କରିବା ପାଇଁ ଜବାବ ଦେଇଥିଲେ । ପଞ୍ଚାୟତ ରେ କିଭଳି ଭାବରେ ସଂଗଠନ ରହିବ ଓ କିଭଳି ଏକ ମନରେ ମିଶିକି ରହିବେ ସେ କଥା ମଧ୍ଯ କହିଥିଲେ । ଗତ କିଛି ଦିନ ଧରି ବିରୋଧୀ ଶିବିରର ଅନେକ ନେତା ଓ କର୍ମୀ ବିଜେଡିରେ ଯୋଗ ଦେବାରେ ଲାଗିଛନ୍ତି ।

ବିରୋଧୀ ଶିବିର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ନିର୍ବାଚନ ଯେତିକି ପାଖେଇ ଆସୁଛି ବିରୋଧୀ ଶିବିରରେ ସେତିକି ନିରାଶ ଦେଖିବାକୁ ମିଳୁଛି । ଦୁର୍ବଳ ହେଉଛି ମାହାଙ୍ଗା ନିର୍ବାଚନ ମଣ୍ଡଳୀର ବିଜେପି ଶିବିର । ପ୍ରତ୍ୟେକ ଦିନ ବିଜେପି ଛାଡ଼ି ବିଜେଡ଼ିରେ ବିଜେପି କର୍ମୀଙ୍କ ବିଜେଡ଼ିରେ ମିଶ୍ରଣ ଓ ବିଜେଡ଼ି ଏକତାରେ ଶକ୍ତିଶାଳୀ ହେଉଛି , ମାହାଙ୍ଗା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ଶିବିର ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା ଏବଂ ମାହାଙ୍ଗା ବିଧାୟକ ପ୍ରତାପ ଜେନା ଙ୍କ ଶାନ୍ତି, ମୈତ୍ରୀ, ଉନ୍ନତୀ ଓ ସମାଜ ସଂସ୍କାରର ନାରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନକୁ ମଜୁବୁତ କରିଛି । ଆଗାମୀ ସାଧାରଣ ନିର୍ବାଚନରେ ୨ ଲକ୍ଷ ୬୭ ହଜାର ୬୯୪ ଭୋଟର ମତଦାନ କରିବାକୁ ଥିବା ବେଳେ ବିଜେଡି ଯୁବ ଓ ମହିଳା ଭୋଟରଙ୍କୁ ପ୍ରାଧ୍ୟାନ୍ୟ ଦେଉଛି । ଫଳରେ ନିର୍ବାଚନ ମଣ୍ଡଳୀରେ ବିଜେଡି ଶକ୍ତି ବୃଦ୍ଧି ହୋଇ ଚାଲିଥିବା ବେଳେ ବିରୋଧି ସଂଗଠନ ଦୁର୍ବଳ ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version