• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସବୁ ଅଙ୍କ ଭୁଲ୍ ହୋଇଗଲା ,ବଡ଼ଚଣାରେ ବର୍ଷା ପ୍ରିୟଦର୍ଶିନୀ ଙ୍କୁ ପ୍ରାର୍ଥୀ କରି ଚକ୍ ମା ଦେଖାଇଲା ବିଜେଡି, ଆଶ୍ଚର୍ଯ୍ୟ ଆଶାୟୀ, ହତଚକିତ ବିଜେପି

Proprietor Abhimanyu Maharana by Proprietor Abhimanyu Maharana
April 21, 2024
in ଓଡ଼ିଶା, ଯାଜପୁର, ରାଜନୀତି, ହୋମ୍
0
ସବୁ ଅଙ୍କ ଭୁଲ୍ ହୋଇଗଲା ,ବଡ଼ଚଣାରେ ବର୍ଷା ପ୍ରିୟଦର୍ଶିନୀ ଙ୍କୁ ପ୍ରାର୍ଥୀ କରି ଚକ୍ ମା ଦେଖାଇଲା ବିଜେଡି, ଆଶ୍ଚର୍ଯ୍ୟ ଆଶାୟୀ, ହତଚକିତ ବିଜେପି
Share on FacebookShare on TwitterWhatsapp

୨୦ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବଡଚଣା :->  ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ଶାସକ ବିଜୁଜନତା ଦଳ। ତେବେ ଏହି ତାଲିକାରେ ବହୁ ପ୍ରତୀକ୍ଷିତ ଯାଜପୁର ଜିଲ୍ଲାର ବଡଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଜଣେ ଏପରି ପ୍ରାର୍ଥୀଙ୍କୁ ଦଳ ପ୍ରାର୍ଥୀ କରିବା ପାଇଁ ଘୋଷଣା କରିଛି ଯାହା ଫଳରେ ଏଠାରେ ଆଶାୟୀ ଥିବା ଅନେକ ଆଶାୟୀଙ୍କୁ ହତ ଚକିତ କରିଥିଲା ବେଳେ ବିରୋଧୀ ବିଜେପିର ହୃଦ କମ୍ପନ ସୃଷ୍ଟି ହୋଇଛି । ଏଠାରେ ୬ ଥରର ବିଧାୟକ ଥିବା ଅମର ପ୍ରସାଦ ଶତପଥୀ ଙ୍କୁ ଦଳ ପ୍ରାର୍ଥୀ କଲାନି ସତକଥା କିନ୍ତୁ ଏହି ନିର୍ବାଚନମଣ୍ଡଳୀରୁ ବିଜୁ ଜନତା ଦଳର ଏକାଧିକ ଆଶାୟୀଙ୍କ ମୁହଁ ଏକପ୍ରକାର ବନ୍ଦ କରିଦେଲା କହିଲେ ଅତ୍ୟୁକ୍ତି ହେବନାହିଁ । ଅପର ପକ୍ଷରେ ଏଠାରେ ଏକାଧିକ ଆଶାୟୀ ଥିବା କାରଣରୁ ଯାହାକୁ ବି ପ୍ରାର୍ଥୀ କଲେ ଗୋଛିକଟା କଟିରେ ଦଳୀୟ ପ୍ରାର୍ଥୀଙ୍କ ପରାଜୟ ସମ୍ଭାବନା ଅଧିକ ଥିବା କାରଣରୁ ବହୁ ମାନସ ମନ୍ଥନ ପରେ ଦଳ ଏଭଳି ନିଷ୍ପତ୍ତି ନେଇଥିବା ଅନୁମାନ କରାଯାଉଛି ।

ତେବେ ଏଠାରେ ଆଶାୟୀ ଥିବା ବିଧାୟକ ଅମର ଶତପଥିଙ୍କ ସହିତ ରାଜ୍ୟ ସାଧାରଣ ସମ୍ପାଦକ ଜନ୍ମଜୟ ଲେଙ୍କାଙ୍କ ସହିତ କଂଗ୍ରେସ ଛାଡ଼ି ଗତ ଦୁଇ ଦିନ ତଳେ ବିଜେଡିରେ ଯୋଗଦେଇ ଶଙ୍ଖ ଫୁଙ୍କିଥିବା କ୍ଯାପ୍ଟେନ ରାଜନାରାୟଣ ମହାପାତ୍ରଙ୍କ ସହିତ ଅନ୍ୟ କିଛି ଆଶାୟୀ ବର୍ତ୍ତମାନ କଣ କରିବେ ତାହା କୁ ନେଇ ଆଲୋଚନା ଜୋର ଧରିଛି । ସେହିପରି ବିଜେପି ପୁର୍ବରୁ ଏଠାରେ ଗତଥରର ପ୍ରାର୍ଥୀ ଅମର ନାୟକଙ୍କୁ ପ୍ରାର୍ଥୀ କରିଥିବା ବେଳେ ଗତ ଥର ଅପେକ୍ଷା ତାଙ୍କର ଏଠାରେ ବର୍ତ୍ତମାନ ସଂଗଠନ ଆଗପରି ନଥିବା ଆଲୋଚନା ହେଉଛି ।

ଏପରିକି ଅମର ଶତପଥୀ ଯେ ହେତୁ ଗତ ନିର୍ବା ଚନରେ ଅଳ୍ପ ଭୋଟରେ ଜିତିଥିଲେ ଏଥର ବିଜେଡି ଅମର ପ୍ରସାଦ ଶତପଥୀଙ୍କୁ ପ୍ରାର୍ଥୀ କଲେ ଯେହେତୁ ତାଙ୍କ ବିରୋଧରେ ଜନମତ ଅଧିକ ଥିବାର ଫାଇଦା ନେବା ଆଶାରେ ଶ୍ରୀ ନାୟକ ରହିଥିଲେ। କିନ୍ତୁ ବିଜେଡି ଏଠାରେ ବର୍ଷାଙ୍କୁ ପ୍ରାର୍ଥୀ କରି ଦଳର ଆଶାୟୀଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଥିଲା ବେଳେ ବିରୋଧୀ ବିଜେପିକୁ ଚକ୍ ମା ଦେଇଥିବା ପ୍ରତୀୟମାନ ହେଉଛି । ସୂଚନାଯୋଗ୍ୟ କଂଗ୍ରେସ ବର୍ତ୍ତମାନ ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ । (ଶରତ ନାୟକ ଓ ଜୟକାନ୍ତ ରାଉତଙ୍କ ରିପୋର୍ଟ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

April 26, 2026
ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version