• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେଡ଼ିରେ ଯୋଗଦେଲେ ପୂର୍ବତନ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ସନ୍ନ୍ୟାସୀ ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
April 21, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ରାଜନୀତି, ହୋମ୍
0
ବିଜେଡ଼ିରେ ଯୋଗଦେଲେ ପୂର୍ବତନ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ସନ୍ନ୍ୟାସୀ ପ୍ରଧାନ
Share on FacebookShare on TwitterWhatsapp

୨୦ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ନୟାଗଡ଼ ଜିଲ୍ଲା ରଣପୁର ନିର୍ବାଚନମଣ୍ଡଳୀର ପୂର୍ବତନ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ସନ୍ନ୍ୟାସୀ ପ୍ରଧାନଙ୍କ ସମେତ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସନ୍ନ୍ୟାସୀ ପ୍ରଧାନଙ୍କ ସହ ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ଅରୁଣ କୁମାର ସାହୁ, ଶ୍ରୀ ସତ୍ୟନାରାୟଣ ପ୍ରଧାନ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ ।

ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ରଣପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଅରୁଣ କୁମାର ସାହୁ, ଶ୍ରୀ ସତ୍ୟନାରାୟଣ  ପ୍ରଧାନ ଓ ଡକ୍ଟର ପାତ୍ର କହିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସନ୍ନ୍ୟାସୀ ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି ।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ ନୟାଗଡ଼ ଜିଲ୍ଲାପରିଷଦ ସଭାପତି ଦେବାଶିଷ ପଟ୍ଟନାୟକ, ଜୋନ ୪ର ଜିଲ୍ଲାପରିଷଦ ସଦସ୍ୟ ସଂଯୁକ୍ତା ପାଢ଼ୀ,

ଗୋଡ଼ିପଡ଼ା ଜୋନର ପୁର୍ବତନ ଜିଲ୍ଲା ପରିସଦ ଭାଗବତ ସେଠି, ଜୋନ ୩ର ଜିଲ୍ଲାପରିଷଦ ସଦସ୍ୟ ଚିନ୍ମୟ ଦାଶ, ରଣପୁର ଆତ୍ମା ସଂଘର ଅଧ୍ୟକ୍ଷା ନର୍ମଦା ରାୟ, ଜୋନ ୨୧ର ଜିଲ୍ଲାପରିଷଦ ସଦସ୍ୟ କିଶୋର ପଟ୍ଟନାୟକ, ବିଜେପି ମହିଳା ନେତ୍ରୀ ସ୍ମୀତା ସିଂହ, ସମିତି ସଭ୍ୟ ଭାଗବତ ସେଠୀ, ରଣପୁର ନିର୍ବାଚନ ମଣ୍ଡଳୀର ବିଜେପି କୃଷକ ମୋର୍ଚ୍ଚା ସଭାପତି ଜନାର୍ଦ୍ଦନ ଦଳବେହେରା, ସ୍ୱାଧୀନତା ସଂଗ୍ରାମୀ ପରିବାର ସଦସ୍ୟ ତ୍ରିନାଥ ବିଶ୍ୱାଳଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version