• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜମି ବିବାଦକୁ କେନ୍ଦ୍ର କରି ମାମୁଁ ଭଣଜା ମଧ୍ୟରେ ମାରପିଟ : ଦୁଇ ପରିବାରର ୭ ଜଣ ଆହତ

Proprietor Abhimanyu Maharana by Proprietor Abhimanyu Maharana
April 21, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଜମି ବିବାଦକୁ କେନ୍ଦ୍ର କରି ମାମୁଁ ଭଣଜା ମଧ୍ୟରେ ମାରପିଟ : ଦୁଇ ପରିବାରର ୭ ଜଣ ଆହତ
Share on FacebookShare on TwitterWhatsapp

୨୧ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  କନ୍ଧମାଳ :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଏକ ଜମି ବିବାଦକୁ କେନ୍ଦ୍ର କରି ମାମୁଁ ଭଣଜା ଙ୍କ ମଧ୍ୟରେ ମାରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡ଼ିଛି । ଏହି ଗୋଷ୍ଠୀ ସଙ୍ଘର୍ଷରେ ୭ ଜଣ ଗୁରୁତର ଆହାତ ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ସମ୍ପର୍କୀୟ ଲୋକେ । ପ୍ରାଥମିକ ଚିକିତ୍ସା ପରେ ଦୁଇଜଣ ଗୁରୁତରଙ୍କୁ ରବିବାର ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି ।

ସୂଚନା ପ୍ରକାରେ ବାଲିଗୁଡ଼ା ମସଜିଦ ନିକଟସ୍ଥ ଆଣ୍ଟସାହି ରେ ରହୁଥିବା ଏମ.ଡି. ଅସରଫ୍ ଓ ଆଲ୍ଲା ଉଦ୍ଦିନଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନରୁ ଜାଗାବାଡ଼ିକୁ ନେଇ କଳହ ଲାଗି ରହିଥିଲା । ଉଭୟେ ସମ୍ପର୍କରେ ମାମୁଁ ଭଣଜା ହୋଇଥିବା ଜଣାପଡ଼ିଛି । ଦୀର୍ଘ ଦିନରୁ ଲାଗି ରହିଥିବା କଳହ ଶନିବାର ବିଳମ୍ବିତ ରାତ୍ରରେ ଉଗ୍ର ରୂପ ନେଇଥିବା ବେଳେ ଅସରଫ୍ ଓ ଆଲ୍ଲାଉଦ୍ଦିନ୍ ଙ୍କ ପରିବାର ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇଥିଲା ।

ଏଣେ ମାମୁଙ୍କ ପକ୍ଷରୁ ପ୍ରତି ଆକ୍ରମଣରେ ମଧ୍ୟ ଭଣଜା ସମେତ ମାମୁର ଦୁଇ ପୁଅ ଓ ଭଣଜାର ସ୍ତ୍ରୀ ଓ ପିଲାଙ୍କ ସମେତ ୭ଜଣ ମଧ୍ୟ ଆକ୍ରମଣ ଶିକାର ହୋଇଛନ୍ତି । ତେବେ ଦୁଇ ପରିବାର ପକ୍ଷରୁ ବାଲିଗୁଡ଼ା ଥାନା ରେ ଏତଲା ଦେବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଅବ୍ୟାହତ ରଖିଥିବା ବିଷୟ ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version