• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଗୁନିଆରେ ଜାନକୀବଲ୍ଲଭଙ୍କୁ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
April 22, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବେଗୁନିଆରେ ଜାନକୀବଲ୍ଲଭଙ୍କୁ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

୨୧ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ  :->  ବେଗୁନିଆ ଜାନକୀବଲ୍ଳଭ ସ୍ମୃତି ସଂସଦ ଆନୁକୂଲ୍ୟରେ ସ୍ଥାନୀୟ ଆଦର୍ଶ କ୍ଲବ ପରିସରରେ ରବିବାର ପୂର୍ବାହ୍ନରେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ରାଜ୍ୟପାଳ ସ୍ବର୍ଗତ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ନବମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଏଥିରେ ସ୍ମୃତି ସଂସଦର ସଭାପତି ତଥା ସିମୋର ଗ୍ରାମ ପଞ୍ଚାୟତର ସରପଞ୍ଚ ହାଡୁବନ୍ଧୁ ମହାପାତ୍ର ପୌରୋହିତ୍ୟ କରିଥିଲେ ।

ପ୍ରାରମ୍ଭରେ ସ୍ବର୍ଗତ ପଟ୍ଟନାୟକଙ୍କ ଫୋଟଚିତ୍ରରେ ମାଲ୍ୟାର୍ପଣ ସହ ଶ୍ରଦ୍ଧା କୁସୁମ ଅର୍ପଣ କରାଯାଇଥିଲା । ପରେ ପଣ୍ଡିତ ବିନୋଦ ଦାଶ ବେଦପାଠ କରିଥିଲେ ଓ ଶିକ୍ଷୟିତ୍ରୀ ପ୍ରତିମା ପ୍ରଧାନ ଶ୍ରଦ୍ଧାଞ୍ଜଳି ସଙ୍ଗୀତ ଗାନ କରିଥିଲେ । କାର୍ଯ୍ୟକ୍ରମ ଆବାହକ ପ୍ରଫେସର ରବୀନ୍ଦ୍ର ନାଥ ପାଣିଗ୍ରାହୀ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ସୂଚନା ଦେବାସହ ସ୍ବର୍ଗତ ପଟ୍ଟନାୟକଙ୍କ ନିଜ କର୍ମଭୂମି ବେଗୁନିଆ ବୋଲଗଡ ପ୍ରତି ଥିବା ଅତୁଳନୀୟ  ଅବଦାନର ଅବତାରଣା କରିଥିଲେ ।

ଏହି ଅବସରରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ସୁଧାକର ସାମନ୍ତରାୟ , ଗାୟକ ପ୍ରଦୀପ କିଶୋର ତ୍ରିପାଠୀ,ସମାଜସେବୀ ବ୍ରଜବନ୍ଧୁ ପଣ୍ଡା , ପ୍ରଶାନ୍ତ କୁମାର ବାରିକ, ମଧୁସୂଦନ ସୁବୁଦ୍ଧି , ଅଶ୍ବିନୀ କୁମାର ପଟ୍ଟନାୟକ, ଲକ୍ଷ୍ମୀଧର ମହାରଣା, କୈଳାସ ଚନ୍ଦ୍ର ପଟ୍ଟନାୟକ, ହରେକୃଷ୍ଣ ଦଳାଇ, ବିଜୟ ମହାନ୍ତି, ବସନ୍ତ କୁମାର ଦାସ, ରାମଚନ୍ଦ୍ର ସାହୁ, କୈଳାସ ଚନ୍ଦ୍ର ସାହୁ ଓ କାଳୁଚରଣ ନାୟକ ପ୍ରମୁଖ ବହୁ ଜାନକୀପ୍ରେମୀ ଏକତ୍ରିତ ହୋଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଶେଷରେ ଆଦର୍ଶ କ୍ଲବର ବରିଷ୍ଠ ସଭ୍ୟ ଲକ୍ଷ୍ମୀକାନ୍ତ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏମଜି ୱିଣ୍ଡସର୍ ଇଣ୍ଡଲଜ ଏଡିସନ୍ ଏବେ ବଜାରରେ ଉପଲବ୍ଧ

ଏମଜି ୱିଣ୍ଡସର୍ ଇଣ୍ଡଲଜ ଏଡିସନ୍ ଏବେ ବଜାରରେ ଉପଲବ୍ଧ

October 29, 2026
ବାତ୍ୟା ଅର୍ଣ୍ଣବ ପ୍ରଭାବରେ ୮ ଘଣ୍ଟା ଧରି ବିଦ୍ୟୁତ୍ ସେବାରୁ ବଞ୍ଚିତ ଉପଭୋକ୍ତା

ବାତ୍ୟା ଅର୍ଣ୍ଣବ ପ୍ରଭାବରେ ୮ ଘଣ୍ଟା ଧରି ବିଦ୍ୟୁତ୍ ସେବାରୁ ବଞ୍ଚିତ ଉପଭୋକ୍ତା

October 29, 2026
MG Windsor INDULGE Edition launched

MG Windsor INDULGE Edition launched

October 29, 2026
ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏମଜି ୱିଣ୍ଡସର୍ ଇଣ୍ଡଲଜ ଏଡିସନ୍ ଏବେ ବଜାରରେ ଉପଲବ୍ଧ

ଏମଜି ୱିଣ୍ଡସର୍ ଇଣ୍ଡଲଜ ଏଡିସନ୍ ଏବେ ବଜାରରେ ଉପଲବ୍ଧ

October 29, 2026
ବାତ୍ୟା ଅର୍ଣ୍ଣବ ପ୍ରଭାବରେ ୮ ଘଣ୍ଟା ଧରି ବିଦ୍ୟୁତ୍ ସେବାରୁ ବଞ୍ଚିତ ଉପଭୋକ୍ତା

ବାତ୍ୟା ଅର୍ଣ୍ଣବ ପ୍ରଭାବରେ ୮ ଘଣ୍ଟା ଧରି ବିଦ୍ୟୁତ୍ ସେବାରୁ ବଞ୍ଚିତ ଉପଭୋକ୍ତା

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version