• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନରେନ୍ଦ୍ରପୁର୍ ଗ୍ରାମପଞ୍ଚୟତ ଅଫିସରେ : ପାନୀୟ ଜଳ ଅଭାବ – ସାଧାରଣ ଜନତା ହନ୍ତସନ୍ତ  

Proprietor Abhimanyu Maharana by Proprietor Abhimanyu Maharana
April 23, 2024
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
ନରେନ୍ଦ୍ରପୁର୍ ଗ୍ରାମପଞ୍ଚୟତ ଅଫିସରେ : ପାନୀୟ ଜଳ ଅଭାବ – ସାଧାରଣ ଜନତା ହନ୍ତସନ୍ତ  
Share on FacebookShare on TwitterWhatsapp

ପଞ୍ଚାୟତ ଅଫିସ ରେ ପିଇବା ପାଣି ନଥିବା ବଡ଼ ଆଶ୍ଚର୍ଯ୍ୟ ସୃଷ୍ଠି କରିବା ସହ ପ୍ରଶାସନର ଅକ୍ଷମତା ସୁଚୋଉଛି ।

23 ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ଆମ ଓଡ଼ିଶା ତାଜା ନ୍ୟୁଜ୍ ପ୍ରତିନିଧି  ଦିନ ଏଗାର ବେଳେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମପଞ୍ଚୟତ ଅଫିସ୍ କାର୍ଯ୍ୟାଳୟରେ ପହଁଚି ପି.ଇ.ଓ ବିପିନ କୁମାର ବଳିଆରସିଂଙ୍କୁ ପିଇବା ପାଇଁ ପାଣି ମାଗିବାରୁ ମହାଶୟ ଅକ୍ଷମତା ପ୍ରକାଶ କରିଥିଲେ । ପଚାରି ବୁଝିବାରେ ଜଣା ପଡ଼ିଛି ତିନି ଚାରି ମାସ ତଳେ ପଞ୍ଚାୟତ କାର୍ଯ୍ୟାଳୟ କୂଅରେ ଏକ ବିଲେଇ ପଡ଼ି ଯାଇଥିଲା ।

କୂଅକୁ ଉଝାଳିଥିଲେ ବି ବ୍ଲିଚିଂ ପାଉଡର ପଡି ନାହିଁ ଏବଂ ପାଣି ମଟର ଟା ଆକାମି ହୋଇ ପଡିଛି। ଅବଶ୍ୟ ପଞ୍ଚାୟତରେ ଆକୁଆଗାର୍ଡ ଲାଗିଛି କିନ୍ତୁ ଏ ସବୁ ଅସୁବିଧା ପାଇଁ ପାଣି ନାହିଁ। ଏଠି କଥା ଉଠୁଛି ଏତେ ବଡ ଖରାଦିନେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସତ୍ବେ ପଞ୍ଚାୟତ ଅଧିକାରୀ ଓ ସରପଞ୍ଚଙ୍କ ମନ ବୃତିର ଅଭାବରୁ ଦେଖା ଦେଇଛି ଜଳ ସଙ୍କଟ ।

ଅବଶ୍ୟ ପ୍ରତିକ୍ରିୟାରେ ପଞ୍ଚାୟତ ଅଧିକାରୀ ଦୁଇ ଦିନ ମଧ୍ୟରେ ସମାଧାନ ହୋଇ ଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ବ୍ଲକ୍ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ସ୍ଵତନ୍ତ୍ର ଦୃଷ୍ଟି ଆକର୍ଷଣ ନିମନ୍ତେ ସାଧାରଣରେ ଦାବି ହେଉଛି । ଏଠି କଥା ଉଠୁଛି ସାଧାରଣ ଜନତା ପଞ୍ଚାୟତକୁ ଭତ୍ତା, ରାସନ ଓ ଭିନ୍ନ ଭିନ୍ନ କାମରେ ଡହ ଡହ ଖରାରେ ଆସୁଥିବା ବେଳେ ଖୋଦ୍ ପଞ୍ଚାୟତ ଅଫିସ ରେ ପିଇବା ପାଣି ନଥିବା ବଡ଼ ଆଶ୍ଚର୍ଯ୍ୟ ସୃଷ୍ଠି କରିବା ସହ ପ୍ରଶାସନର ଅକ୍ଷମତା ସୁଚୋଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version