• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗାଁ ଗଣ୍ଡାରେ ପହଞ୍ଚୁଛି ମୁଖ୍ୟମନ୍ତ୍ରୀଙ୍କ ବିକାଶର ବାର୍ତ୍ତା

Proprietor Abhimanyu Maharana by Proprietor Abhimanyu Maharana
April 23, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଗାଁ ଗଣ୍ଡାରେ ପହଞ୍ଚୁଛି ମୁଖ୍ୟମନ୍ତ୍ରୀଙ୍କ ବିକାଶର ବାର୍ତ୍ତା
Share on FacebookShare on TwitterWhatsapp

୨୩ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :->  ନୟାଗଡ଼ରେ ବିଜୁ ଜନତା ଦଳ ବୃହତ ବିଜୟ ଲକ୍ଷରେ ରହିଛି । ଶହ ଶହ ବିରୋଧି କର୍ମୀ ଦଳରେ ସାମିଲ ହେଉଥିବା ବେଳେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ପଞ୍ଚମ ବିଜୟ ଲକ୍ଷରେ ରହିଛନ୍ତି । ଚଳିତ ନିର୍ବାଚନରେ ବିଜୁ ଜନତା ଦଳ କିଭଳି ଭଲ ପଦର୍ଶନ କରିବ, ସେଥିପାଇଁ ଜୋରଦାର ପ୍ରୟାସ କରାଯାଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ରହିଥିବା ୨ ଲକ୍ଷ ୧୪ ହଜାର ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରୟାସ କରାଯାଉଛି ।

ନୟାଗଡ଼ ବ୍ଲକର ୨୯ଟି ପଞ୍ଚାୟତ, ଓଡ଼ଗାଁ ବ୍ଲକର ୧୮ ପଞ୍ଚାୟତ, ଓଡ଼ଗାଁ ଏନଏସି, ନୟାଗଡ଼ ପୈାର ପରିଷଦକୁ ନେଇ ଗଠିତ ନୟାଗଡ଼ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗାଁଠାରୁ ଆରମ୍ଭ କରି ସହର ପର‌୍ୟ୍ୟନ୍ତ ପ୍ରଚାର ଆରମ୍ଭ ହୋଇଛି । ନୟାଗଡ଼ ସହରର ବିଭିନ୍ନ ଗଳି କନ୍ଦିରେ କାଉନସିଲର, ନେତା, କର୍ମୀ ଓ କାଉନସିଲରମାନେ ପ୍ରଚାର କାର‌୍ୟ୍ୟ ଚଳାଇଥିବା ବେଳେ ବିଧାୟକ ଡ. ସାହୁ ବିଭିନ୍ନ ଗାଁ ଗାଁ ବୁଲି ପ୍ରଚାର କରୁଛନ୍ତି । ଆଜି ସକାଳୁ ସକାଳୁ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ବିରୁଡ଼ା ଗ୍ରାମ ପଞ୍ଚାୟତ ବାଘେରା ଗ୍ରାମ ସୁଳିଆପଦା ଠାରୁ ପ୍ରଚାର କାର୍ଯ୍ୟ ଆରମ୍ଭ କରିଛନ୍ତି ।

ଦ୍ୱାର ଦ୍ୱାର ବୁଲି ଭୋଟରଙ୍କୁ ଭୋଟ ଭିକ୍ଷା ନିବେଦନ କରିଛନ୍ତି । ଏଥି ସହିତ ପ୍ରତ୍ୟେକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବିକାଶର ବାର୍ତ୍ତା ଦେଇଛନ୍ତି । ବାଘେରା ଗ୍ରାମ ଠାରୁ ଚାଲି ଚାଲି ବରକୋଳିପାଟଣା ପର୍ଯ୍ୟନ୍ତ ପ୍ରଚାର କାର୍ଯ୍ୟକୁ ଜାରି ରଖିଥିଲେ । ବହୁ ସଂଖ୍ୟାରେ ମହିଳାମାନେ ଉପସ୍ଥିତ ରହି ଅରୁଣଙ୍କୁ ଆଶୀର୍ବାଦ ଦେଇଥିଲେ । ଏହା ପରେ ଇକିରି ଗ୍ରାମ ପଞ୍ଚାୟତର ଖଇରପଟି ଗ୍ରାମ ଓ ବଡ଼ପଣ୍ଡୁସର ଗ୍ରାମ ପଞ୍ଚାୟତର ସୁନାଲଟି ଗ୍ରାମରେ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଥିଲେ । ବିଭିନ୍ନ ବାଜା ଓ ହୁଳହୁଳିରେ ଉକ୍ତ ଅଞ୍ଚଳ ପ୍ରକମ୍ପିତ ହୋଇଥିଲା ।

ଓଡ଼ିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରିକଳ୍ପନା ଏବଂ ଚିନ୍ତାଧାରାକୁ ଲୋକଙ୍କ ସାମ୍ନାରେ ଉପସ୍ଥାପନ କରିଥିଲେ । ପ୍ରତ୍ୟେକ ଗାଁର ବରିଷ୍ଠ ନାଗରିକ, ଯୁବକ ଓ ମହିଳାଙ୍କୁ ଏକାଠି କରି ବିକାଶ ଓ ଉନ୍ନତୀ ପାଇଁ ବିଜୁ ଜନତା ଦଳକୁ ଭୋଟ ଦେବାକୁ ଆହ୍ୱାନ ଦେଇଛନ୍ତି । ଡବଲ ଶଙ୍ଖକୁ ବିଜୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାକୁ ଉପସ୍ଥାପନ କରିଛନ୍ତି । ବିଧାୟକଙ୍କ ସହ ବ୍ଲକ କିଶୋର ଚନ୍ଦ୍ର ସାହୁ ଏବଂ ଅନେକ ନେତା ଓ କର୍ମୀ ସାମିଲ ରହିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିରୁଡ଼ା ଗ୍ରାମ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦୁର୍ଯ୍ୟୋଧନ ଜେନା, ଦୁର୍ଯ୍ୟୋଧନ ଚମ୍ପତରାୟ, ପୂର୍ଣ୍ଣଚନ୍ଦ୍ର ସାହୁ, ସରୋଜ ବିଶ୍ୱାଳ, କାଳନ୍ଦୀ ବେହେରା ପ୍ରମୁଖ ଉପସ୍ଥିତ ରହି ପ୍ରଚାର କାର୍ଯ୍ୟକୁ ଜୋରଦାର କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version