• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋହ ଅଛି ହେଲେ କହିହେବନି : ପ୍ରାର୍ଥୀତ୍ବ ରୁ ବାଦ୍ ପଡିବା ପରେ ଅମର ଶତପଥୀ

Proprietor Abhimanyu Maharana by Proprietor Abhimanyu Maharana
April 24, 2024
in ଓଡ଼ିଶା, ଯାଜପୁର, ରାଜନୀତି, ହୋମ୍
0
କୋହ ଅଛି ହେଲେ କହିହେବନି : ପ୍ରାର୍ଥୀତ୍ବ ରୁ ବାଦ୍ ପଡିବା ପରେ ଅମର ଶତପଥୀ
Share on FacebookShare on TwitterWhatsapp

ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଙ୍କୁ ପ୍ରାର୍ଥୀ କରି ସମସ୍ତଙ୍କୁ ଚୁପ କରାଇ ଦେଲା ।

୨୪ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବଡଚଣା  :-> କୋହ ଅଛି ହେଲେ କହିହେବନି । ବଡଚଣା ବିଧାନସଭା ନିର୍ବାଚନମଣ୍ଡଳୀରେ ୬ ଥର ବିଧାୟକ ଥିବା ଅମର ପ୍ରସାଦ ଶତପଥୀଙ୍କ କଥା ଓ ମୁଁହ କୁ ଦେଖିଲେ ଏହାହିଁ ପ୍ରତୀୟମାନ ହେଉଛି । ଅନେକ କଥା କହିବାକୁ ଇଛା ଥିଲେ ବି କହିପାରୁ ନାହାନ୍ତି । ବହୁତ ଆଶା ବାନ୍ଧିଥିଲେ ଦଳ ତାଙ୍କୁ ଏଠାରୁ ପ୍ରାର୍ଥୀ କରିବ, ନହେଲେ ପୁଅଙ୍କୁ ମଇଦାନକୁ ଆଣିବେ ତାଙ୍କର ଉତ୍ତରାଧିକାରୀ ଭାବେ । ଯେଉଁଥିପାଇଁ ଏକ ବିରାଟ ଜନ ସମାଙ୍ଗମ କରି ଶକ୍ତି ପ୍ରଦର୍ଶନ କରି ତାଙ୍କ ଦଳର ଆଶାୟୀଙ୍କ ଉପରେ ଭାରି ପଡିବା ସହିତ ସୁପ୍ରିମ ଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଚେଷ୍ଟା କରିଥିଲେ । କିନ୍ତୁ ସବୁଚେଷ୍ଟା ନିସ୍ଫଳ ହେଲା । କାହୁଁ ଆସିଲେ ଅଦିନ ବର୍ଷା ସବୁ ଆଶା କୁ ଧୋଇ ଦେଲେ ।

ଏଠାରେ ୬ ଥର ବିଧାୟକ ହୋଇ ୭ ଥର ପାଇଁ ଆଶାବାଦୀ ଥିବା ଏପରିକି ତାଙ୍କୁ ନହେଲେ ଅନ୍ୟ କିଛି ବିଧାୟକ ଙ୍କ ପରି ତାଙ୍କ ପୁଅଙ୍କୁ ଏଠାରୁ ଦଳ ପ୍ରାର୍ଥୀ କରୁ ବୋଲି ଭାବିଥିଲେ ଏବଂ ଆଶା ବି ଥିଲା । କିନ୍ତୁ ସବୁ ବିଫଳ ହୋଇଗଲା । ଅମରଙ୍କୁ ପ୍ରାର୍ଥୀ କଲେ ଦଳ ସେଭଳି ଲାଭବାନ୍ ହେବାର ସମ୍ଭାବନା ନଥିବା ଜାଣି ଏବଂ ଏଠାରେ ଏକାଧିକ ଆଶାୟୀ ଥିବାରୁ ମୁଳୁ ମାଇଲେ ନୀତିକୁ ଆପଣେଇ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଙ୍କୁ ପ୍ରାର୍ଥୀ କରି ସମସ୍ତଙ୍କୁ ଚୁପ କରାଇ ଦେଲା । କିନ୍ତୁ ଟିକେଟ୍ ପାଇବାରୁ ବଞ୍ଚିତ ଅମର ବାବୁ ବର୍ତ୍ତମାନ କିଛି ନକହିଲେ ବି ତାଙ୍କର କୋହ ଥିବା ଜଣା ପଡୁଥିଲା ବେଳେ କିଛି କହି ପାରୁ ନଥିବା ତାଙ୍କ କଥା ଓ ମୁହଁ ରୁ ବାରି ହେଇଯାଉଛି ।

ଖାଲି ସେତିକି ନୁହଁ ଟିକେଟ୍ ନମିଳିବାରୁ ତାଙ୍କର ସମର୍ଥକମାନଙ୍କୁ ଆଘାତ ଲାଗିଥିବା ବେଳେ ଅଞ୍ଚଳ ପାଇଁ ବହୁତ କିଛି କରିଥିବା କଥା କହିବା ସହିତ ମୁଁ ଜଣେ ଶୃଙ୍ଖଳିତ କର୍ମୀ ଏବଂ ମୁଖ୍ୟ ମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଯାହା ନିଷ୍ପତ୍ତି ନେଇଛନ୍ତି ତା ବିରୋଧରେ କିଛି କହିବାକୁ ମନା କରି ଦେଇଛନ୍ତି । ତେବେ ନକହି ନକହି ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି ତାଙ୍କ ସମର୍ଥକ ମାନେ କୁଆଡ଼େ ତାଙ୍କୁ କହୁଛନ୍ତି ସ୍ବାଧୀନ ଭାବେ ଛିଡ଼ା ହେବା ପାଇଁ । ତେବେ ଅମର ବାବୁ କଣ କରୁଛନ୍ତି ପ୍ରାର୍ଥୀ ପତ୍ର ଦାଖଲ ଶେଷ ତାରିଖ ପର୍ଯ୍ୟନ୍ତ ଅପେକ୍ଷା କଲେ ସବୁ ଜଣାପଡିବ । (ଶରତ ନାୟକ ଓ ଜୟକାନ୍ତ ରାଉତଙ୍କ ରିପୋର୍ଟ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version