• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ବଚ୍ଛ ପୁରୀ ଗର୍ବ ଆମରି ସଂସ୍କୃତ ବିଶ୍ୱବିଦ୍ୟାଳୟ : ବାମପଟେ ଅଳିଆଗଦା – ପଛପଟେ ଅଳିଆ ଗାଡି

Proprietor Abhimanyu Maharana by Proprietor Abhimanyu Maharana
April 25, 2024
in ଓଡ଼ିଶା, ପୁରୀ, ହୋମ୍
0
ସ୍ବଚ୍ଛ ପୁରୀ ଗର୍ବ ଆମରି ସଂସ୍କୃତ ବିଶ୍ୱବିଦ୍ୟାଳୟ : ବାମପଟେ ଅଳିଆଗଦା – ପଛପଟେ ଅଳିଆ ଗାଡି
Share on FacebookShare on TwitterWhatsapp

୨୫ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->  ସକାଳୁ ନଉଠିବା ପୂର୍ବରୁ ଅଳିଆ ଗାଡିରୁ ସ୍ବର ଛୁଟି ଆସୁଛି । ପବିତ୍ର ପୁରୀ ଗର୍ବ ଆମରି । ବଡଦାଣ୍ଡ ସମେତ ସାହି ଗଳି କନ୍ଦିରେ ଅଳିଆ ଯେପରି ପବିତ୍ର ଭୂମିକୁ ସ୍ପର୍ଶ କରିନପାରିବ ସେଥି ପାଇଁ କାର୍ଯ୍ୟକ୍ରମ ଚାଲୁ ରହିଛି । ପୂର୍ବରୁ ଥିବା ସଦାଶିବ ସଂସ୍କୃତ ଟୋଲ ଏବେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ସଦାଶିବ ପରିସରର ନାମରେ ପରିଚିତ । ପାଠଶାଳା ନିର୍ମାଣ ସମୟରେ ପ୍ରବେଶ ପଥ ଶ୍ରୀମନ୍ଦିର ଆଡକୁ ଗେଟ ରହିଥିଲା । ଯାହା ଧାର୍ମିକ ଦୃଷ୍ଟି କୋଣରୁ ମହତ୍ତ୍ବ ବହନ କରିଥିଲା ।

ଏବେ ସେହି ବିଶ୍ୱବିଦ୍ୟାଳୟଟି ଶ୍ରୀମନ୍ଦିର ସିଂହଦ୍ଵାର ପଟକୁ ପଛ କରି ପୂର୍ବ ପଟକୁ ମୁଖ୍ଯ ପ୍ରବେଶ ପଥ ଖୋଲାଯାଇଛି । ସାରା ଭାରତ ବର୍ଷରେ ଶହ ଶହ ବିଦ୍ୟାର୍ଥୀ ଏହି କଲେଜରେ ପଢୁଛନ୍ତି । କଲେଜର ବାମ ପାର୍ଶ୍ବରେ ପ୍ରତି ଦିନ ଟ୍ରକ ଟ୍ରକ ଅଳିଆ ଗଦା ହେଉଛି । ବିଦ୍ୟାର୍ଥୀ ମାନେ ସେହି ପଟେ ଚାଲିକରି ଯିବା ସମୟରେ ପୋଚା ଗନ୍ଧରେ ଅଣନିଶ୍ବାସୀ ହୋଇପଡୁଛନ୍ତି । କଲେଜର ତିନିପଟେ ପାଚେରିରେ ରଙ୍ଗ ସହ ବିଭିନ୍ନ ଚିତ୍ର ଅଙ୍କନ କରାଯାଇଛି । କିଛି ଦିନ ତଳେ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ ଚଟି ବହି ଉପରେ ବିଶ୍ବସ୍ତରୀୟ ଆଲୋଚନାଚକ୍ର କରାଯାଇ ମା ଲକ୍ଷ୍ମୀଙ୍କ ସ୍ବଚ୍ଛତା ସମ୍ପର୍କରେ ଜନତାଙ୍କୁ ଅବଗତ କରାଇଥିଲେ ।

ଏଥିପାଇଁ ଆନୁମାନିକ ୨୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ କରାଯାଇଥିଲା । ଏବେ କିଛିଦିନ ହେଲାଣି ଅଳିଆ ଓ କୁକୁର ମଳ ସଫାକରି ତାହାକୁ ଅଳିଆ ଗଦାରେ ଜମା କରିବା ପରେ ଖାଲି ଠେଲା ଗାଡି ଗୁଡିକ କଲେଜର କାନ୍ଥକୁ ଲଗାଇ ରଖାଯାଉଛି । ଯାହା କଲେଜର ସୌନ୍ଦର୍ଯ୍ଯକୁ ନଷ୍ଟ କରୁଛି । ଏହା ଏକ ସଂସ୍କୃତର ଧାର୍ମିକ ଅନୁଷ୍ଠାନ ହୋଇଥିବାରୁ ଧୋତି ଓ କୁର୍ତ୍ତା ପିନ୍ଧି ଯାଉଥିବା ବିଦ୍ୟାର୍ଥୀ ଓ ପ୍ରଧ୍ୟାପକ ମାନେ ପୋଷ୍ଟ ଅଫିସ ପଟେ ବୁଲିକରି ଯାଉଛନ୍ତି । ଅଳିଆ କମ୍ପୋଷ୍ଟ କାରଖାନା ଓ ଠେଲାଗାଡି ପାଚେରିରୁ କାଢିବା ପାଇଁ ବିଭିନ୍ନ ମହଲରୁ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026
କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version